ଉନ୍ମୋଚିତ ହେଲା ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ଜର୍ସି

ନୂଆଦିଲ୍ଲୀ, ୧୨ା୩- ମାର୍ଚ୍ଚ ୨୬ରୁ ଆରମ୍ଭ ହେବାକୁ ଥିବା ଆଇପିଏଲ୍‌ର ଆଗାମୀ ସଂସ୍କରଣ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ଶନିବାର ଏହାର ନୂଆ ଜର୍ସି ଉନ୍ମୋଚନ କରିଛି। ମାର୍ଚ୍ଚ ୨୭ରେ ବ୍ରାବୋର୍ନ ଷ୍ଟାଡିୟମରେ ଦିଲ୍ଲୀ କ୍ୟାପିଟାଲ୍ସ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଖେଳି ଏହାର ସିଜନ ଆରମ୍ଭ କରିବ। ଆଇପିଏଲ-୧୫ ମାର୍ଚ୍ଚ ୨୬ରୁ ମେ’ ୨୯ ଚାରୋଟି ଭେନ୍ୟୁ ଯଥା ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ ଓ ବ୍ରାବୋର୍ନ ଷ୍ଟାଡିୟମ, ନଭି ମୁମ୍ବାଇର ଡି ଓ୍ବାଇ ପାଟିଲ ଷ୍ଟାଡିୟମ ଏବଂ ପୁଣେସ୍ଥିତ ଏମ୍‌ସିଏ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜୟ ଶାହାଙ୍କ କାର୍ଯ୍ୟକାଳ ବଢ଼ିଲା

କଲମ୍ବୋ,୧୯।୩: ବିସିସିଆଇ ସଚିବ ଜୟ ଶାହାଙ୍କ ଏସିଆନ୍‌ କ୍ରିକେଟ୍‌ ପରିଷଦ (ଏସିସି) ସଭାପତି ଭାବରେ କାର୍ଯ୍ୟକାଳ ଶନିବାର ଗୋଟିଏ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ଏସିସିର...

ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌

ଅଲିମ୍ପିକ୍ସ ପରେ ଟ୍ରାକ୍‌ ଆଣ୍ଡ ଫିଲ୍ଡ ଦୃଷ୍ଟିକୋଣରୁ ଦ୍ୱିତୀୟ ସର୍ବବୃହତ୍‌ କ୍ରୀଡ଼ା ମହାକୁମ୍ଭର ମାନ୍ୟତା ପାଇଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଏଥର କାତାର ରାଜଧାନୀ ଦୋହାରେ...

ଇଣ୍ଡିଆନ ସୁପର ଲିଗ୍‌: କେରଳ- ଏଟିକେ ମୋହନ ବାଗାନ ଉଦ୍‌ଘାଟନୀ ମୁକାବିଲା

ବାମ୍ବୋଲିମ(ଗୋଆ),୨୦।୧୧(ପି.ଟି.): କୋଭିଡ୍‌-୧୯ ମହାମାରୀର ପ୍ରକୋପ ଜାରି ରହିଥିବା ବେଳେ ଦେଶର ପ୍ରଥମ ମେଜର ଟୁର୍ନାମେଣ୍ଟ ଭାବେ ହାଇପ୍ରୋଫାଇଲ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ଶୁକ୍ରବାରଠାରୁ ଆରମ୍ଭ...

ଷ୍ଟୁଆର୍ଟ ବକ୍ସଟର ଓଡ଼ିଶା ଏଫ୍‌ସିର ମୁଖ୍ୟ କୋଚ୍‌

ଭୁବନେଶ୍ୱର, ୧୯।୬(କ୍ରୀଡ଼ା ପ୍ରତିନିଧି)- ଇଣ୍ଡିଆନ ସୁପର ଲିଗ୍‌(ଆଇଏସ୍‌ଏଲ୍‌)ର ସପ୍ତମ ସଂସ୍କରଣ ପୂର୍ବରୁ ଷ୍ଟୁଆର୍ଟ ବକ୍ସଟରଙ୍କୁ ମୁଖ୍ୟ କୋଚ୍‌ ନିଯୁକ୍ତ କରିଛି ଓଡ଼ିଶା ଏଫ୍‌ସି। ଅଭିଜ୍ଞ ବକ୍ସଟରଙ୍କ...

ବିଶ୍ୱକପ ପାଇଁ କ୍ୱାଲିଫାଏ କଲା ନେଦରଲ୍ୟାଣ୍ଡ୍ସ

ନୂଆଦିଲ୍ଲୀ,୬।୭: ସ୍କଟଲ୍ୟାଣ୍ଡକୁ ପରାସ୍ତ କରି ନେଦରଲ୍ୟାଣ୍ଡ୍ସ ୨୦୨୩ ବିଶ୍ୱକପ ପାଇଁ ଯୋଗ୍ୟତା ଅର୍ଜନ କରିଛି। ବିଶ୍ୱକପ କ୍ୱାଲିଫାଇ ୨୦୨୩ର ଏକ ମ୍ୟାଚରେ ନେଦରଲ୍ୟାଣ୍ଡ୍ସ ସ୍କଟଲ୍ୟାଣ୍ଡକୁ ୪...

ଆର୍ଚରଙ୍କ ଉପରେ ଲାଗିପାରେ ବ୍ୟାନ

ସେଞ୍ଚୁରିଆନ, ୨୮।୧୨- ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ଚେତାବନୀ ସତ୍ତ୍ୱେ ବିମର ମାରିବା କାରଣରୁ ଇଂଲଣ୍ଡ ପେସର ଜୋଫ୍ରା ଆର୍ଚର ବାସନ୍ଦ...

କିଟ୍‌ ମହିଳା ଭଲିବଲ ଦଳକୁ ସର୍ବଭାରତୀୟ ଯୋଗ୍ୟତା

ଭୁବନେଶ୍ୱର, ୮।୧୨ (କ୍ରୀଡ଼ା ପ୍ରତିନିଧି): ବାଲେଶ୍ୱରର ଫକିର ମୋହନ ବିଶ୍ୱବିଦ୍ୟାଳୟ ପରିସରରେ ଚାଲିଥିବା ପୂର୍ବାଞ୍ଚଳ ଆନ୍ତଃ ବିଶ୍ୱବିଦ୍ୟାଳୟ ମହିଳା ଭଲିବଲ ଟୁର୍ନାମେଣ୍ଟରେ ପ୍ରଭାବୀ ପ୍ରଦର୍ଶନ କରି...

ଆଇପିଏଲ୍‌ ପୂର୍ବରୁ ନୂଆ ଲୁକ୍‌ରେ ଦେଖାଗଲେ କୋହଲି

ନୂଆଦିଲ୍ଲୀ, ୧୫।୮: ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ଲକ୍‌ ଡାଉନ୍‌ କାରଣରୁ ଗତ କିଛିଦିନ ହେବ ଘରେ ସମୟ ଅତିବାହିତ କରୁଛନ୍ତି। କିନ୍ତୁ...

Advertisement
Archives

Model This Week