Advertisement

ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବ ଦିଲ୍ଲୀ କ୍ୟାପିଟାଲ୍ସ

ଦୁବାଇ, ୧୪।୧୦: ଚଳିତ ଆଇପିଏଲ୍‌ର ୩୦ତମ ମ୍ୟାଚ୍‌ରେ ବୁଧବାର ଦିଲ୍ଲୀ କ୍ୟାପିଟାଲ୍ସ ଓ ରାଜସ୍ଥାନ ରୟାଲ୍ସ ସାମ୍ନା ସାମ୍ନି ହୋଇଛନ୍ତି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ୍‌ କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଟସ୍‌ ଜିତି ଦିଲ୍ଲୀ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ରାଜସ୍ଥାନ ଦଳ ପ୍ରଥମେ ବୋଲିଂ କରିବ।
ଆୟାରଙ୍କ ନେତୃତ୍ୱାଧୀନ ଦିଲ୍ଲୀ ବର୍ତ୍ତମାନ ସୁଦ୍ଧା ୭ ମ୍ୟାଚ୍‌ରୁ ୫ ବିଜୟ ସହ ୧୦ ପଏଣ୍ଟ ପାଇ ଟେବୁଲ ତାଲିକାରେ ମୁମ୍ବାଇ ଇଣ୍ଡିଆନ୍ସ ପଛକୁ ୨ୟ ସ୍ଥାନରେ ରହିଛି। ଅପରପକ୍ଷରେ ରାଜସ୍ଥାନ ୭ ମ୍ୟାଚ୍‌ରୁ ୩ ବିଜୟ ସହ ୬ ପଏଣ୍ଟ ପାଇ ଟେବୁଲରେ ୭ମ ସ୍ଥାନ ଲାଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିସିସିଆଇ ସିନିୟର ମହିଳା ଟି୨୦ ପାଇଁ ଓଡ଼ିଶା ଦଳ

ଭୁବନେଶ୍ୱର, ୧।୧୦ (କ୍ରୀଡ଼ା ପ୍ରତିନିଧି): ବିସିସିଆଇ ଆନୁକୂଲ୍ୟରେ ସିନିୟର ମହିଳା ଟି୨୦ ପ୍ରତିଯୋଗିତା ବେଙ୍ଗାଲୁରୁଠାରେ ଅକ୍ଟୋବର ୧୧ରୁ ଆରମ୍ଭ ହେବ। ଏଥିପାଇଁ ଶୁକ୍ରବାର ୧୬ ଜଣିଆ...

ଆଇପିଏଲ୍‌ରେ ନିଜ ଭବିଷ୍ୟତକୁ ନେଇ ମୁହଁ ଖୋଲିଲେ ଧୋନୀ

ମୁମ୍ବାଇ,୨।୫: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ରେ ମହେନ୍ଦ୍ର ସିଂ ଧୋନୀ ପୁଣି ଥରେ  ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ଦାୟିତ୍ୱ ଗ୍ରହଣ କରିଛନ୍ତି। ରବିବାର ଖେଳାଯାଇଥିବା...

ବ୍ୟାଟିଂକୁ ନେଇ ଖୁସି ନାହାନ୍ତି ଅଧିନାୟକ

ସିଡ୍‌ନୀ,୨୭ା୧୦: ନେଦରଲାଣ୍ଡ୍ସ ବିପକ୍ଷ ଟି୨୦ ବିଶ୍ୱକପ୍‌ ମ୍ୟାଚରେ ଭାରତ ଯଦିଓ ସହଜ ବିଜୟ ହାସଲ କରିଛି, ଅଧିନାୟକ ରୋହିତ ଶର୍ମା କିନ୍ତୁ ତାଙ୍କ ବ୍ୟାଟିଂକୁ ନେଇ...

ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌ ଆୟୋଜନ ଅଧିକାର ହରାଇଲା ଭାରତ

ନୂଆଦିଲ୍ଲୀ, ୨୯ା୪ (ପି.ଟି.)- ଆୟୋଜକ ଫି’ ଦାଖଲ କରିପାରି ନ ଥିବାରୁ ଭାରତ ପୁରୁଷ ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌ ୨୦୨୧ ଆୟୋଜନ ଅଧିକାର ହରାଇଛି। ଇଭେଣ୍ଟର...

ବର୍ଷା ଯୋଗୁ ପ୍ରଥମ ଦିନର ଖେଳ ଶେଷ

ଓ୍ବେଲିଂଟନ,୨୧।୨- ସ୍ଥାନୀୟ ବାସିନ ରିଜର୍ଭ ଗ୍ରାଉଣ୍ଡରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ଶୁକ୍ରବାରଠାରୁ ଆରମ୍ଭ ହୋଇଯାଇଛି। ବର୍ଷା ଓ ଖରାପ ପାଗ କାରଣରୁ...

ଟିମ୍‌ ଇଣ୍ଡିଆକୁ ଇନିଂସ ଅଗ୍ରଣୀ ଦେଲେ ରାହୁଲ

ଟ୍ରେଣ୍ଟ ବ୍ରିଜ,୬।୮: ଏଠାରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ଟିମ୍‌ ଇଣ୍ଡିଆ ପ୍ରଥମ ଇନିଂସରେ ଅଗ୍ରଣୀ ହାସଲ କରିଛି। ପୂର୍ବଦିନର ସ୍କୋର ୧୨୫/୪ ରୁ...

୩୫୦ ବଲ୍‌ ଖେଳି ସବୁଠୁ ଧିମା ଅର୍ଦ୍ଧଶତକ ମାରିଥିଲେ ଏହି କ୍ରିକେଟର, ଆଜିଯାଏ ଭାଙ୍ଗିନି ରେକର୍ଡ

ନୂଆଦିଲ୍ଲୀ,୨୩।୬: କ୍ରିକେଟର ତିନି ଫର୍ମାଟ ଭିତରୁ ଟେଷ୍ଟ ହେଉଛି ସବୁଠାରୁ ଲମ୍ବା ଏବଂ ପୁରୁଣା। ଏହି ଫର୍ମାଟରେ ସଂଯମତା ରଖି କ୍ରିକେଟରକୁ ବ୍ୟାଟିଂ କରିବାକୁ ପଡ଼ିଥାଏ।...

ଟସ୍‌ ଜିତି ନ୍ୟୁଜିଲାଣ୍ଡର ବୋଲିଂ ନିଷ୍ପତ୍ତି, ୧୫ ଓଭର ସୁଦ୍ଧା ଭାରତର ସ୍କୋର ୧୨୨/୩

ମାଉଣ୍ଟ ମଙ୍ଗାନୁଇ, ୨୦।୧୧: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍‌ ରବିବାର ଏଠାରେ ଖେଳାଯାଉଛି। ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି...

Advertisement
Archives

Model This Week