Posted inଖେଳ

ଦିଲ୍ଲୀ କ୍ୟାପିଟାଲ୍ସ ଶୀର୍ଷରେ

ଅବୁଧାବି,୨୫।୯: ୟୁଏଇରେ ଚାଳିଥିବା ଆଇପିଏଲ୍‌ ଫେଜ୍‌-୨ରେ ରିଷଭ ପନ୍ତଙ୍କ ଦିଲ୍ଲୀ କ୍ୟାପିଟାଲ ଶୀର୍ଷ ସ୍ଥାନକୁ ଉଠିଛି। ଅବୁଧାବିରେ ଶନିବାର ଅନୁଷ୍ଠିତ ପ୍ରଥମ ମୁକାବିଲାରେ ରାଜସ୍ଥାନ ରୟାଲକୁ ୩୩ ରନ୍‌ରେ ହରାଇ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ। ଏହି ବିଜୟ ସହ ଅଧିନାୟ ରିଷଭ ପନ୍ତଙ୍କ ଦିଲ୍ଲୀ କ୍ୟାପିଟାଲ ୧୬ ପଏଣ୍ଟ ସହ ଶୀର୍ଷ ସ୍ଥାନରେ ପହଞ୍ଚିଛି।

ରାଜସ୍ଥାନ ରୟାଲ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ବୋଲରଙ୍କ ମାପଚୁପ ବୋଲିଂ ଯୋଗୁ ଦିଲ୍ଲୀ କ୍ୟାପିଟାଲ୍ସ ୨୦ ଓଭରରେ ୬ ଉଇକେଟ ହରାଇ ୧୫୪ କରିଥିଲା। ହେଲେ ଦିଲ୍ଲୀ କ୍ୟାପିଟାଲ୍ସ ବୋରରଙ୍କ ଲଡୁଆ ବୋଲିଂ ଯୋଗୁ ୨୦ ଓଭରରେ ୬ ଉଇକେଟ ହରାଇ ରାଜସ୍ଥାନ ୧୨୧ ରନ୍‌ କରିବାରେ ସକ୍ଷମ ହୋଇଥିଲା। ଅଧିନାୟକ ସଞ୍ଜୁ ସାମସନ ୭୦ ରନ୍‌ କରି (୮ ଚଉକା ଏବଂ ୧ ଛକ୍କା) ଶେଷ ପର୍ଯ୍ୟନ୍ତ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri