ଅରବିନ୍ଦ କେଜରିୱାଲ କରୋନା ପଜିଟିଭ

ନୂଆଦିଲ୍ଲୀ,୪ । ୧: ରାଜଧାନୀରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ମାଡି ଚାଲିଛି । ମିଳିଥିବା ସୂଚନା ଅନୁଯାୟୀ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ କରୋନାରେ ସଂକ୍ରମିତ ହୋଇଛନ୍ତି । ଟୁଇଟ୍‌ କରି ସେ ନିଜେ ଏହି ସୂଚନା ଦେଇଛନ୍ତି । ତାଙ୍କ ନିକଟରେ କରୋନାର ସାମାନ୍ୟ ଲକ୍ଷଣ ଦେଖାଦେବାରୁ ସେ ଟେଷ୍ଟ କରାଇଥିଲେ । ଏବେ ରିପୋର୍ଟ ପଜିଟିଭ ଆସିଛି । ଏହାପରେ ସେ ଏବେ ନିଜକୁ ଘରେ ଆଇସୋଲେଟ କରି ନେଇଛନ୍ତି । ସୂଚନାଯୋଗ୍ୟ, ରାଜଧାନୀ ଦିଲ୍ଲୀରେ କରୋନା ପୁଣି ଉପରମୁହାଁ ହୋଇଥିବା ବେଳେ ଦିନକୁ ଦିନ ସଂକ୍ରମଣ ବଢିବାରେ ଲାଗିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ହକି ଟିମ୍‌ ଉପରେ ଟଙ୍କା ବର୍ଷା କଲେ ମୋହନ ସରକାର: ପ୍ରତ୍ୟେକ ଖେଳାଳିଙ୍କ ମିଳିବ…

ଭୁବନେଶ୍ୱର,୩।୧୦: ମହିଳା ହକି ଦଳ ଫାଇନାଲରେ ଚାଇନାକୁ ୧-୦ ଗୋଲରେ ହରାଇ ଦୀର୍ଘ ୪୪ ବର୍ଷ ପରେ ଏସିଆଡ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏଥିସହ ଦଳ…

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ

୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?