Posted inଜାତୀୟ

କୃଷକ ନେତାଙ୍କ ସହ କଥା ହେବେ କେଜରିୱାଲ

ନୂଆଦିଲ୍ଲୀ,୨୦ ।୨: କେନ୍ଦ୍ର ସରକାରଙ୍କ ୩ କୃଷି ଆଇନକୁ ଫେରାଇ ନେବାକୁ ଦାବି କରି ପଞ୍ଜାବ ଓ ହରିୟାଣାର କୃଷକମାନେ ଦିଲ୍ଲୀର ସିନ୍ଧୁ ବର୍ଡରରେ ଧାରଣାରେ ବସିଛନ୍ତି । ଶନିବାର ଏହି ଧାରଣା ୮୭ ଦିନ ପୂରଣ କରିଥିଲେ ବି ଏହାର କୌଣସି ସମାଧାନର ବାଟ ଦେଖାଯାଉ ନାହିଁ । ଇତିମଧ୍ୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ(ଏଏପି) ପାର୍ଟି ମୁଖ୍ୟ ଅରବିନ୍ଦ କେଜରିୱାଲ ରବିବାର କୃଷକ ନେତାଙ୍କ ସହ ଏ ନେଇ କଥା ହେବେ ବୋଲି ଜଣାପଡିଛି । କୃଷକ ସଙ୍ଗଠନର ବଡ ବଡ ନେତା ଦିଲ୍ଲୀ ବିଧାନସଭାରେ ଲଞ୍ଚ କରିବା ସହ ଏଏପିର କେତେଜଣ ନେତା ଓ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ସରକାରଙ୍କ ୩ କୃଷି ଆଇନକୁ ନେଇ ଖୋଲା ଖୋଲି କଥା ହେବେ । ସୂଚନାଯୋଗ୍ୟ, କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ କେଜରିୱାଲ ଆରମ୍ଭରୁ ବିରୋଧ କରି ଆସୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୨୧ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିବ କଂଗ୍ରେସ

ଜୟପୁର,୧୭ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରଠାରେ ଏମ୍‌ଡିଆର ବିଲ୍‌ ପ୍ରତ୍ୟାହାର ଦାବିରେ ଏମ୍‌ପି, ବିଧାୟକ କଂଗ୍ରେସ ନେତା ଓ କର୍ମୀଙ୍କୁ ନେଇ ଜିଲା କଂଗ୍ରେସ କମିଟି ଆହ୍ବାନରେ…

ବସ୍‌ଷ୍ଟାଣ୍ଡରୁ ବାଘ ଛାଲ ଜବତ

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସ୍‌ଷ୍ଟାଣ୍ଡରୁ ୨ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏନେଇ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ…

ହଜାରେ ଝିଅଙ୍କ ଦାୟିତ୍ୱ ନେବେ ରଣବୀର ସିଂହ; ରଣବୀର ଓ ଆଲିଆ ମଧ୍ୟ ନେଲେ ଗୁରୁତ୍ୱପୂର୍ଣ୍ଣ ସଂକଳ୍ପ

ମୁମ୍ବଇ,୧୮।୯: ୧୪ ସେପ୍ଟେମ୍ବରରେ ଗଣେଶ ଚତୁର୍ଥୀ ଅବସରରେ, ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାଙ୍କ ପର୍ଯ୍ୟନ୍ତ ସାରା ଦେଶର ଲୋକମାନେ ନିଜ ଘରେ ଭଗବାନ ଗଣେଶଙ୍କ…

ବିପଦରେ ଅଜିତ ଅଗରକରଙ୍କ ପଦବୀ! BCCIର ନୂଆ ମୁଖ୍ୟ ଚୟନକର୍ତ୍ତା ହେବେ କି ପାର୍ଥିବ ପଟେଲ? ଏକ ପୋଷ୍ଟକୁ ନେଇ…

ନୂଆଦିଲ୍ଲୀ,୧୮।୯: ପୂର୍ବତନ ଭାରତୀୟ କ୍ରିକେଟର ପାର୍ଥିବ ପଟେଲ ପୁରୁଷ ସିନିୟର ଚୟନ କମିଟିର ଅଧ୍ୟକ୍ଷ ଭାବରେ ଅଜିତ ଅଗରକରଙ୍କ ସ୍ଥାନ ନେଇପାରନ୍ତି। ସେ ‘X’ (ଟୁଇଟର) ରେ…

ଉପନିର୍ବାଚନ ପୂର୍ବରୁ ମମତାଙ୍କୁ ମିଳିଲା ଧୋକା! ସଙ୍ଗେ ସଙ୍ଗେ ବାଜି ପଲଟାଇଦେଲେ ଦିଦି

କୋଲକାତା,୧୮।୯: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ମମତା ବାନାର୍ଜୀ ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ନିଷ୍ପତ୍ତି ଉପରେ ତୀବ୍ର…

ଶିକ୍ଷାବିତ୍‌ ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…

କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ…

ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?