Posted inଜାତୀୟ

ବର୍ଷିଲେ ଦିଲ୍ଲୀ ହାଇକୋର୍ଟ, କେତେ କ୍ଷମତା ପାଇଲେ ଖୁସି ହେବେ କେଜରିଓ୍ବାଲ?

ନୂଆଦିଲ୍ଲୀ,୨୭।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏବେ ତିହାର ଜେଲ୍‌ରେ କାରାଦଣ୍ଡ ଭୋଗୁଛନ୍ତି। ଏନେଇ ଆମ ଆଦମୀ ପାର୍ଟି ବାରମ୍ବାର ଜୋର ଦେଉଥିବାବେଳେ ଶନିବାର ଦିଲ୍ଲୀ ହାଇକୋର୍ଟ ଏହାକୁ ଭର୍ତ୍ସନା କରିଛନ୍ତି। ଏକ ଜନହିତ ଯାଚିକାର ଶୁଣାଣି କରି ଦିଲ୍ଲୀ ହାଇକୋର୍ଟ କେଜରିଓ୍ବାଲ ଓ ତାଙ୍କ ମନ୍ତ୍ରୀମାନଙ୍କ ଉପରେ ବର୍ଷିଛନ୍ତି। କୋର୍ଟ କହିଛନ୍ତି, କେତେ କ୍ଷମତା ପାଇଲେ କେଜରିଓ୍ବାଲ ଖୁସି ହେବେ?

କୋର୍ଟ କହିଛନ୍ତି, ରାଷ୍ଟ୍ର ହିତ ଠୁ କେଜରିୱାଲ ବ୍ୟକ୍ତିଗତ ସ୍ବାର୍ଥକୁ ଅଧିକ ଗୁରୁତ୍ୱ ଦେଉଛନ୍ତି ।ର୍ କେତେ କ୍ଷମତା ହେଲେ ସେ ଖୁସି ହୋଇ ପାରିବେ ବୋଲି ବି ପଚାରିଛନ୍ତି କୋର୍ଟ। ଦିଲ୍ଲୀ ମୁଖ୍ୟମନନ୍ତ୍ରୀ ଜେଲରେ ବନ୍ଦଥିବାରୁ ଦିଲ୍ଲୀ ନଗର ନିଗମ ଅଧୀନ ସ୍କୁଲମାନଙ୍କରେ ଏକ ପ୍ରକାର ଅଚଳାବସ୍ଥା ସୃଷ୍ଟି ହେଲାଣି। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଫାଇଲ ଅନୁମୋଦିତ ହୋଇ ପାରୁ ନ ଥିବାରୁ ପିଲାମାନଙ୍କୁ ବହି, ଖାତା, ସ୍କୁଲ ଡ୍ରେସ ଆଦି ଆବଶ୍ୟକୀୟ ଜିନିଷ ମିଳି ପାରୁନି। ଫଳରେ ସେମାନଙ୍କ ପାଠପାଢା ବ୍ୟାଘାତ ହେଉଛି ବୋଲି କହିଛନ୍ତି କୋର୍ଟ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟରେ ଇଡି ଚଢ଼ାଉ

ନୂଆଦିଲ୍ଲୀ,୮ା୫: ଝାଡ଼ଖଣ୍ଡର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟରେ ଇଡି ରେଡ୍‌ କରିଛି। ଗିରଫ ଅଭିଯୁକ୍ତ ସଞ୍ଜୀବ ଲାଲଙ୍କ ସହ ଇଡି ପ୍ରୋଜେକ୍ଟ ଭବନରେ ପହଞ୍ଚିଛି। ଗ୍ରାମ୍ୟ ଉନ୍ନୟନ...

ପିଟ୍ରୋଡାଙ୍କ ବୟାନକୁ ନେଇ ବର୍ଷିଲେ ମୋଦି, କହିଲେ କଳା ରଙ୍ଗ କହି ଆକ୍ଷେପ କଲେ…

ନୂଆଦିଲ୍ଲୀ,୮।୫: ବରିଷ୍ଠ କଂଗ୍ରେସ ନେତା ସାମ ପିଟ୍ରୋଡାଙ୍କ ବୟାନକୁ ନେଇ ଜାତୀୟ ରାଜନୀତି ସରଗରମ ରହିଛି। ‘ଦି ଷ୍ଟେଟମ୍ୟାନ’କୁ ଦେଇଥିବା ଏକ ସ୍ବତନ୍ତ୍ର ସାକ୍ଷାତକାରରେ ସାମ...

ପୁଣି ବିବାଦୀୟ ବୟାନ ଦେଲେ ସାମ ପିଟ୍ରୋଡା, ଭାରତୀୟଙ୍କୁ କହିଲେ କଳା-ଗୋରା

ନୂଆଦିଲ୍ଲୀ,୮।୫: ପୁଣି ବିବାଦରେ ବରିଷ୍ଠ କଂଗ୍ରେସ ନେତା ସାମ ପିଟ୍ରୋଡା। ନିକଟରେ ଅମେରିକାର ଉତ୍ତରାଧିକାରୀ ଟ୍ୟାକ୍ସକୁ ନେଇ ବୟାନ ଦେଇ ସେ ଚର୍ଚ୍ଚାକୁ ଆସିଥିଲେ। ତାଙ୍କ...

ରାହୁଲଙ୍କୁ କେତେ ଟଙ୍କା ଦେଇଛନ୍ତି ଅମ୍ବାନୀ-ଆଦାନୀ, ମୋଦି କହିଲେ…

ନୂଆଦିଲ୍ଲୀ,୮।୫: ତେଲଙ୍ଗାନାର କରିମନଗରର ଏକ ନିର୍ବାଚନ ରାଲିରେ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ଏବଂ ଭାରତ ରାଷ୍ଟ୍ର ସମିତି (ବିଆରଏସ) ଉପରେ ବର୍ଷିଛନ୍ତି।...

ବିଶ୍ୱର ସବୁଠୁ ଶକ୍ତିଶାଳୀ ନେତା କିଏ? ଜାଣନ୍ତୁ କେଉଁ ସ୍ଥାନରେ ଅଛନ୍ତି ମୋଦି

ନୂଆଦିଲ୍ଲୀ/ମସ୍କୋ,୮।୫: ମେ ୭ରେ କ୍ରେମଲିନ ପ୍ୟାଲେସରେ ଭ୍ଲାଡିମର ପୁଟିନ ପଞ୍ଚମଥର ପାଇଁ ରୁଷିଆର ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିଥିଲେ। ୨୦୦୦ରେ ପୁଟିନ ପ୍ରଥମ ଥର...

ବୃଦ୍ଧ ମହିଳାଙ୍କୁ ଚାପୁଡ଼ା ମାରିଲେ ଏମ୍‌ପି ପ୍ରାର୍ଥୀ, କହିଲେ ହାତକୁ ଦେବ, ଫୁଲକୁ ଦେଲେ ଏମିତି ହେବ

ହାଇଦ୍ରାବାଦ,୮।୫: ତେଲଙ୍ଗାନାରେ କଂଗ୍ରେସ ଏମ୍‌ପି ଜୀବନ ରେଡ୍ଡୀଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ରେଡ୍ଡୀ ନିର୍ବାଚନୀ ପ୍ରଚାର ଜଣେ ବୃଦ୍ଧ ମହିଳାଙ୍କୁ...

ବର୍ଷା ସାଜିଲା କାଳ, କାନ୍ଥ ଭୁଶୁଡ଼ି ୪ ବର୍ଷର ଶିଶୁ ସମେତ ୭ ମୃତ

ହାଇଦ୍ରାବାଦ,୮।୫: ପ୍ରବଳ ବର୍ଷା ହେତୁ ହାଇଦ୍ରାବାଦର ବାଚୁପଲ୍ଲୀ ଅଞ୍ଚଳରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏହି ଅଞ୍ଚଳର ଏକ ନିର୍ମାଣାଧୀନ ଘରର କାନ୍ଥ ଭୁଶୁଡ଼ିବା ପରେ...

ଏୟାର ଇଣ୍ଡିଆ ୭୮ ଉଡ଼ାଣ ରଦ୍ଦ: ସମୂହ ଛୁଟିରେ ଗଲେ ୩୦୦ ବରିଷ୍ଠ କର୍ମଚାରୀ

ନୂଆଦିଲ୍ଲୀ,୮।୫: ଏୟାର ଇଣ୍ଡିଆ ଏକ୍ସପ୍ରେସର ୭୮ଟି ଜାତୀୟ ତଥା ଅନ୍ତର୍ଜାତୀୟ ବିମାନ ଉଡ଼ାଣ ବାତିଲ କରାଯାଇଛି। ଏହାର କାରଣ ହେଉଛି ଏୟାର ଇଣ୍ଡିଆର ୩୦୦ ବରିଷ୍ଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri