ବର୍ଦ୍ଧିତ କରୋନା ମାମଲାକୁ ନେଇ ପ୍ରତିକ୍ରିୟା ରଖିଲେ କେଜ୍ରିଓ୍ବାଲ

ନୂଆଦିଲ୍ଲୀ,୧୨।୪: ଦେଶରେ ପୁଣି ଥରେ ଅନେକ ରାଜ୍ୟରେ କରୋନା ମାମଲା ବୃଦ୍ଧି ପାଉଥିବା ଦେଖିବାକୁ ମିଳିଛି। ଯେଉଁଥିରେ ରାଜଧାନୀ ଦିଲ୍ଲୀ ମଧ୍ୟ ସାମିଲ ରହିଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ଦିଲ୍ଲୀ-ମହାରାଷ୍ଟ୍ର ସମେତ ମୋଟ ୫ଟି ରାଜ୍ୟକୁ ଚିଠି ଲେଖିଛନ୍ତି। ଅନ୍ୟପଟେ ରାଜଧାନୀରେ ବର୍ତ୍ତମାନ ବଢ଼ୁଥିବା କରୋନା ମାମଲାକୁ ନେଇ ଦିଲ୍ଲୀ ମୁଖମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ପ୍ରତିକ୍ରିୟା ରଖିଛନ୍ତି। ସୂଚନାଯୋଗ୍ୟ, ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ବଢ଼ୁଥିବା କରୋନା ମାମଲା ଉପରେ ପ୍ରଶ୍ନ କରାଯାଇଥିଲା। ଏହାର ଉତ୍ତରରେ ସେ କହିଛନ୍ତି, ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ, ଲଗାତର ଭାବେ ପରିସ୍ଥିତି ଉପରେ ନଜର ରଖାଯାଇଛି। ଯଦି ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଆସେ, ତେବେ ଏନେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ। ବର୍ତ୍ତମାନ କରୋନା ମାମଲା ଏତେ ଦ୍ରୁତ ଗତିରେ ବୃଦ୍ଧି ପାଉନାହିଁ ବୋଲି କେଜ୍ରିଓ୍ବାଲ କହିଛନ୍ତି। ସୂଚନାଯୋଗ୍ୟ, ଗତ ଏକ ସପ୍ତାହ ମଧ୍ୟରେ ଦିଲ୍ଲୀରେ କରୋନା ମାମଲା ସହ ପଜିଟିଭିଟି ହାରରେ ମଧ୍ୟ ବୃଦ୍ଧି ପାଇଛି


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୧ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି

ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri