Posted inଜାତୀୟ

ଶୁକ୍ରବାର ବୈଠକ ଡକାଇଲେ ରାଜ୍ୟପାଳ: କେଜ୍‌ରିଓ୍ବାଲ କହିଲେ, ପଞ୍ଜାବ ଯାଉଛି…

ନୂଆଦିଲ୍ଲୀ,୨୬।୧: ଉପରାଜ୍ୟପାଳ ବିନୟ ସାକ୍ସେନା ବୈଠକ ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କୁ ନିମନ୍ତ୍ରଣ କରିଛନ୍ତି। ଉପରାଜ୍ୟପାଳଙ୍କ ନିମନ୍ତ୍ରଣର ଉତ୍ତର ରଖିବାକୁ ଯାଇ କେଜ୍‌ରିଓ୍ବାଲ କହିଛନ୍ତି, ଶୁକ୍ରବାର ସେ ପଞ୍ଜାବ ଯାଉଛନ୍ତି। ତେଣୁ ସେ ଏଲ୍‌ଜିଙ୍କୁ ବୈଠକ ସମୟ ବଦଳାଇବାକୁ ଅନୁରୋଧ କରିଛନ୍ତି। ଗୁରୁବାର ଆସିଥିବା ମୁଖ୍ୟମନ୍ତ୍ରୀ କେଜ୍‌ରିିୱାଲଙ୍କ ବୟାନ ଅନୁଯାୟୀ, ସେ ଉପରାଜ୍ୟପାଳଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ଶୁକ୍ରବାର ସେ ପଞ୍ଜାବ ଯାଉଛନ୍ତି ବୋଲି କହିଛନ୍ତି। ତେଣୁ ବୈଠକ ପାଇଁ ଆଉ ଏକ ସମୟ ଦେବାକୁ କେଜ୍‌ରିଓ୍ବାଲ ଉପରାଜ୍ୟପାଳ ବିନୟଙ୍କୁ ଅନୁରୋଧ କରିଛନ୍ତି। ସୂଚନାଯୋଗ୍ୟ, ଦିଲ୍ଲୀ ଉପରାଜ୍ୟପାଳ ବିନୟ ସାକ୍ସେନା ଶୁକ୍ରବାର ସନ୍ଧ୍ୟାରେ ରାଜଭବନରେ ଏକ ବୈଠକ ପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଓ ତାଙ୍କ ମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟିର ୧୦ ଜଣ ବିଧାୟକଙ୍କୁ ନିମନ୍ତ୍ରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇସାରିଥିବା ସ୍ବୀକାର କରୁନାହାଁନ୍ତି କେନ୍ଦ୍ର ସରକାର: ସଞ୍ଜୟ ସିଂ

ନୂଆଦିଲ୍ଲୀ, ୧୧।୬: ଦିଲ୍ଲୀରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ଏନେଇ ଆମ୍‌ ଆଦମି ପାର୍ଟି(ଏଏପି) ପକ୍ଷରୁ ଏମ୍‌ପି ସଞ୍ଜୟ ସିଂ କେନ୍ଦ୍ର ସରକାରଙ୍କୁ ଘେରିଛନ୍ତି। ଦିଲ୍ଲୀରେ...

ଯୌତୁକରେ ମିଳିଲା ୧୧ ଲକ୍ଷ ଟଙ୍କା: ବରର ପିତା ଟଙ୍କା ନେଇ କଲେ ଏମିତି କାମ

ଜୟପୁର,୨୪।୨: ଆଜିବି ସମାଜରେ ଯୌତୁକ ଏକ ବ୍ୟାଧି ଭାବେ ପରିଗଣିତ ହେଉଛି। କେଉଁଠି ଯୌତୁକ ଯୋଗୁ ବଧୂହତ୍ୟା ହେଲାଣି ତ ଆଉ କେଉଁଠି ଯୌତୁକ ପାଇଁ...

କଶ୍ମୀର ମାମଲାରେ ଟ୍ରମ୍ପକୁ ବି ହସ୍ତକ୍ଷେପ କରିବାକୁ ଦେଇ ନାହାଁନ୍ତି ମୋଦି: ଶାହ

ବୁଲଧାନା,୧୧।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଏହାର ପ୍ରଚାରକୁ ଏବେ ଓହ୍ଲାଇଛନ୍ତି ବହୁ ହେଭିଓ୍ବେଟ ନେତା। ଶୁକ୍ରବାର ଭାଜପାର ପ୍ରଚାର କାର୍ଯ୍ୟକ୍ରମରେ ଯୋଗ...

ବୁଢା ବୟସରେ ୱେଡିଂ ଫଟୋ ଶୁଟ୍ ହେଲା ଭାଇରାଲ

ଥିରୁଭାନନ୍ତପୁରମ,୪ ।୧୦: କୁହାଯାଏ ପ୍ରେମ ସ୍ୱର୍ଗୀୟ । ଏହା କୌଣସି ବୟସ ବା ବାଧା ବନ୍ଧନକୁ ମାନେ ନାହିଁ । ଏହାର ଏକ ଜ୍ୱଳନ୍ତ ଉଦାହରଣ...

ଅଭିଯୋଗ ନ ଆସିଲେ ବି ଦାୟର କରନ୍ତୁ ମାମଲା: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮।୪: ସୁପ୍ରିମକୋର୍ଟ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳଗୁଡିକୁ ଶୁକ୍ରବାର ହେଟ୍‌ ସ୍ପିଚ୍‌ ଏବଂ ଘୃଣା ମନ୍ତବ୍ୟ ଉପରେ ମାମଲା ଦାୟର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।...

ଡ୍ରଗ୍ସ ମାମଲାରେ ବଲିଉଡ୍‌ ସୁନ୍ଦରୀଙ୍କୁ ଡାକରା

ନୂଆଦିଲ୍ଲୀ,୨୫।୮ : ବଲିଉଡ୍‌ ଅଭିନେତ୍ରୀ ରାକୁଲ ପ୍ରୀତ ସିଂ, ରାଣା ଡଗୁବତିଙ୍କ ବ୍ୟତୀତ ୧୦ ଜଣଙ୍କୁ ୪ ବର୍ଷ ପୁରୁଣା ଡ୍ରଗ୍ସ ମାମଲାରେ ପଚରାଉଚୁରା ପାଇଁ...

ଘୋଷଣାପତ୍ରରେ ଭାଜପା କହିଲା ଶାସନକୁ ଆସିଲେ କମିବ ଦିଲ୍ଲୀର ବାୟୁ ପ୍ରଦୂଷଣ

ନୂଆଦିଲ୍ଲୀ,୩୧।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସବୁଦଳ ଭୋଟରଙ୍କୁ ଆକର୍ଷିତ କରିବାକୁ ବହୁ ଘୋଷଣା କରିବା ଆରମ୍ଭ କରିଛନ୍ତି। ଶୁକ୍ରବାର ଭାରତୀୟ ଜନତା...

୨ ମାସ ମଧ୍ୟରେ ବଳାତ୍କାର ପୀଡ଼ିତାଙ୍କୁ ମିଳିଲା ନ୍ୟାୟ

ଲକ୍ଷ୍ନୌ,୧୬।୩ : ଉତ୍ତର ପ୍ରଦେଶରେ ଏଟାଓ୍ବା ଜିଲାର ଜଣେ ବଳାତ୍କାର ଅଭିଯୁକ୍ତଙ୍କୁ ଘଟଣାର ୫୫ ଦିନରେ ଆଜୀବନ କାରଦଣ୍ଡ ଶୁଣାଇଛନ୍ତି କୋର୍ଟ। ଆମ ଦେଶରେ ଏତେ...

Advertisement
Archives

Model This Week