Posted inଜାତୀୟ

ରାଜଧାନୀରେ ବଢିଚାଲିଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨୪।୪: ପୁଣିଥରେ ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଦିଲ୍ଲୀରେ ଦୈନିକ ୧ ହଜାରରୁ ଅଧିକ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୧୦୮୩ଟି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜଣେ ରୋଗୀଙ୍କ ମଧ୍ୟ କରୋନା କାରଣରୁ ମୃତ୍ୟୁ ଘଟିଛି। ଦିଲ୍ଲୀର ମୋଟ ସକ୍ରିୟ ମାମଲା ୩୯୭୫ରେ ପହଞ୍ଚିଛି। ଏଥିସହ ମୋଟ ୮୦ ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅନ୍ୟ ସମସ୍ତଙ୍କୁ ଘରେ ଅଲଗା ରଖିବାକୁ ପରାମର୍ଶ ଦିଆଯାଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ଦେଶରେ ଆଜି ୨,୫୯୩ଟି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୦,୫୭,୫୪୫କୁ ବୃଦ୍ଧି ପାଇଥିବାବେଳେ ସକ୍ରିୟ ମାମଲା ସଂଖ୍ୟା ୧୫,୮୭୩କୁ ବୃଦ୍ଧି ପାଇଛି। କରୋନାରେ ୪୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୫,୨୨,୧୯୩ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଠାକରେ

ମୁମ୍ବାଇ,୨୭ ।୧୧: ବଲିଉଡ୍ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ପ୍ରାୟ ୫ ମାସ ପୂରଣ ହୋଇଯାଇଥିଲେ ବି ଏପର୍ଯ୍ୟନ୍ତ ଏହାକୁ ନେଇ ଚାଲିଛି ବୟାନ...

ଆଧାର ସଂଶୋଧନ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ

ନୂଆଦିଲ୍ଲୀ,୯ା୭(ପି.ଟି.): ଆଧାର ସଂଶୋଧନ ବିଲ୍‌ ସୋମବାର ପାର୍ଲାମେଣ୍ଟରେ ଗୃହୀତ ହୋଇଛି। ଫଳରେ ଜଣେ ଚାହିଁଲେ ବ୍ୟାଙ୍କ ଖାତା ଖୋଲିବା ଏବଂ ମୋବାଇଲ ସିମ୍‌ କାର୍ଡ କିଣିବାରେ...

କୃତ୍ରିମ ହାର୍ଟ ବିକଶିତ କଲା ଆଇଆଇଟି କାନପୁର…

କାନପୁର,୨୫।୧୨ : ପରିବର୍ତ୍ତିତ ଜୀବନଶୈଳୀ ଏବଂ କରୋନା ପରି ସଂକ୍ରାମକ ରୋଗ ପରେ ହାର୍ଟ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ହଠାତ ହାର୍ଟ ଆଟାକ୍‌ ଯୋଗୁ...

‘ବାବା କା ଢାବା’ ମାଲିକ କାନ୍ତା ପ୍ରସାଦଙ୍କ ଆତ୍ମହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୧୮।୬: ‘ବାବା କା ଢ଼ାବା’ ମାଲିକ କାନ୍ତା ପ୍ରସାଦ ଗୁରୁବାର ରାତିରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅବସ୍ଥା ଗୁରୁତର ଥିବାରୁ ସଫଦରଜଙ୍ଗ ଡାକ୍ତରଖାନାରେ ତାଙ୍କର ଚିକିତ୍ସା...

ସୁନା-ରୁପା ଶସ୍ତା

ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ସୁନା ଏବଂ ରୁପା ଉପରେ ଉତ୍ପାଦ ଶୁଳ୍କ ହ୍ରାସ କରାଯାଇଛି। ପୂର୍ବରୁ ଏହା ୧୨.୫ ପ୍ରତିଶତ ଥିବାବେେଳେ ଏବେ ଏହା...

ପାକିସ୍ତାନକୁ ଯାଉଥିବା ନଦୀ ଜଳ ଉପରେ ହେବ ସର୍ଜିକାଲ୍‌ ଷ୍ଟ୍ରାଇକ୍‌: ସୂଚନା ଦେଲେ ମୋଦି

କୁରୁକ୍ଷେତ୍ର,୧୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଦାଦରିରେ ଏକ ରାଲିରେ ଯୋଗ ଦେଇଛନ୍ତି। ଏହି ଅବସରରେ ସେ କହିଛନ୍ତି ହରିୟାଣା, ପଞ୍ଜାବ...

ଆର୍‌ଜେଡି ଜାରି କଲା ଘୋଷଣା ପତ୍ର: ୧୦ ଲକ୍ଷ ସ୍ଥାୟୀ ନିଯୁକ୍ତି, ଗାଁରେ ସିସିଟିଭି

ପାଟନା, ୨୪।୧୦: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ଏନେଇ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡ଼ି) ପକ୍ଷରୁ ଶନିବାର ଘୋଷଣା ପତ୍ର ଜାରି କରାଯାଇଛି। ରାଜଧାନୀ ପାଟନାରେ...

ଗତ ୨୪ଘଣ୍ଟାରେ ଜେଡିୟୁରେ ସାମିଲ ହେଲେ ଆରଜେଡିର ୩ ବିଧାୟକ

ପାଟନା,୧୭।୮: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଦଳ ଅଦଳବଦଳ କାର୍ଯ୍ୟ ଆରମ୍ଭ ହୋଇଯାଇଛି। ଗୋଟିଏ ଦିନରେ ଜେଡିୟୁର ଜଣେ ମନ୍ତ୍ରୀ ଆରଜେଡିରେ ଯୋଗଦେଇଥିବା ବେଳେ ଏବେ...

Advertisement
Archives

Model This Week