Advertisement
Posted inଜାତୀୟ

ଜ୍ୟାକଲିନଙ୍କୁ ମିଳିଲା ଅନ୍ତରୀଣ ଜାମିନ: ୧୫ରେ ଆସିବ ରାୟ

ନୂଆଦିଲ୍ଲୀ,୧୧।୧୧: ବଲିଉଡ୍‌ ଅଭିନେତ୍ରୀ ଜ୍ୟାକଲିନ ଫର୍ନାଡିଜ୍‌୍‌ଙ୍କୁ ଦିଲ୍ଲୀ କୋର୍ଟରୁ ଶୁକ୍ରବାର ବଡ଼ ଆଶ୍ୱସ୍ତି ମିଳିଛି। ୨୦୦କୋଟି ମନି ଲଣ୍ଡିଂ ମାମଲାରେ କୋର୍ଟ ଜ୍ୟାକଲିନଙ୍କ ଜାମିନ ଆବେଦନକୁ ଗ୍ରହଣ କରିନେଇଛନ୍ତି। ବର୍ତ୍ତମାନ ଅଭିନେତ୍ରୀ ଜଣକ ଅନ୍ତରୀଣ ଜାମିନରେ ରହିବେ। ଅନ୍ୟପଟେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ନଭେମ୍ବର ୧୫ରେ ଆସିବ ବୋଲି ଜଣାପଡ଼ିଛି। ସୂଚନା ମୁତାବକ, କୋର୍ଟରୁ ଜ୍ୟାକଲିନ୍‌ଙ୍କୁ ଦିଆଯାଇଥିବା ଅନ୍ତରୀଣ ଜାମିନ ନଭେମ୍ବର ୧୦ରେ ଶେଷ ହେଉଥିଲା। ଅନ୍ୟପଟେ ଇଡି କ୍ରମାଗତ ଭାବେ ଜ୍ୟାକଲିନ୍‌ଙ୍କ ଜାମିନକୁ ବିରୋଧ କରିଆସୁଛି। ଜାମିନ ପାଇବା ପରେ ଅଭିନେତ୍ରୀ ଜଣକ ପ୍ରମାଣକୁ ଖଣ୍ଡନ କରିପାରନ୍ତି କିମ୍ବା ବିଦେଶକୁ ପଳାୟନ କରିପାରନ୍ତି ବୋଲି ଇଡ଼ି ପକ୍ଷରୁ କୁହାଯାଇଛି। ତେଣୁ ସେ ଜାମିନକୁ ବିରୋଧ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଲ୍ଟା ଭାରିଏଣ୍ଟ ପାଇଁ ଭଲ କାମ କରିବ ସିଙ୍ଗଲ ଡୋଜ୍ ଭ୍ୟାକ୍ସିନ

ନୂଆଦିଲ୍ଲୀ,୭ ।୮: କରୋନା ଭାଇରସର ଡେଲ୍ଟା ଭାରିଏଣ୍ଟ ଗୋଟିଏ ପଟେ ବିଶ୍ୱବାସୀଙ୍କ ଚିନ୍ତା ବଢାଇଥିବା ବେଳେ ଅନ୍ୟପଟେ ଏହାକୁ କଡା ଜବାବ ଦେବାକୁ ଆସି ଯାଇଛି...

ଅକ୍ସିଜେନ୍‌ ସଙ୍କଟ ଯୋଗୁ ୨୪ ଘଣ୍ଟାରେ ଗଲା ୨୫ ରୋଗୀଙ୍କ ଜୀବନ

ନୂଆଦିଲ୍ଲୀ,୨୩।୪: ସାରା ଦେଶରେ କରୋନା ପରିସ୍ଥିତି ବିଗିଡିବାରେ ଲାଗିଛି। ଅମ୍ଳଜାନ ଅଭାବରୁ କରୋନା ରୋଗୀଙ୍କ ମୃତ୍ୟୁ ଘଟୁଛି। ଦେଶର ରାଜଧାନୀ ଦିଲ୍ଲୀରେ ଅମ୍ଳଜାନର ସଙ୍କଟ ସର୍ବାଧିକ...

ସମାଜବାଦୀ ପାର୍ଟିରେ ସାମିଲ ହେଲେ ମୁଖତାର ଅଂସାରୀଙ୍କ ବଡ ଭାଇ

ଲକ୍ଷ୍ନୌ,୨୮ ।୮: ଉତ୍ତର ପ୍ରଦେଶରେ ହେବାକୁ ଥିବା ନିର୍ବାଚନ ପୂର୍ବରୁ ନେତାଙ୍କ ଦଳ ବଦଳ ଅଭିଯାନ ଜାରି ରହିଛି । ଇତିମଧ୍ୟରେ ମୁଖତାର ଅଂସାରୀଙ୍କ ବଡ...

ନୂଆ ଶ୍ରମ ଆଇନକୁ ବିରୋଧ

ଭୁବନେଶ୍ୱର(ବ୍ୟୁରୋ)/ ନୂଆଦିଲ୍ଲୀ, ୨୫।୬: ଦେଶରେ ଆସନ୍ତା ୧ ତାରିଖରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଯଦି ନୂଆ ଶ୍ରମ ଆଇନ ଲାଗୁ ହୁଏ, ତା’ହେଲେ ଶ୍ରମିକମାନେ ବ୍ୟାପକ...

ଅଶ୍ୱିନୀ କୁମାରଙ୍କ ଇସ୍ତଫା ପରେ ତେଜିଲା ରାଜନୀତି: କଂଗ୍ରେସ ନେତୃତ୍ୱ ଉପରେ ବର୍ଷିଲେ ଜି-୨୩ ନେତା

ନୂଆଦିଲ୍ଲୀ,୧୬।୨: ପଞ୍ଜାବରେ ବିଧାନସଭା ନିର୍ବାଚନର ୫ଦିନ ପୂର୍ବରୁ ପୂର୍ବତନ କେନ୍ଦ୍ର ଆଇନ ମନ୍ତ୍ରୀ ତଥା ବରିଷ୍ଠ ନେତା ଅଶ୍ୱିନୀ କୁମାର ଦଳ ଛାଡିବା ପରେ କଂଗ୍ରେସରେ...

ପାଶୱାନଙ୍କ କାର୍ଯ୍ୟ ସମ୍ଭାଳିବେ ଗୋୟଲ

ନୂଆଦିଲ୍ଲୀ,୯ ।୧୦: ଗୁରୁବାର ବିଳମ୍ବିତ ସନ୍ଧ୍ୟାରେ କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶୱାନଙ୍କ ମୃତ୍ୟୁ ହୋଇଯାଇଛି । ତେବେ ସେ ଯେଉଁ ଦାୟିତ୍ୱରେ ଥିଲେ ଏବେ ସେହି ଦାୟିତ୍ୱ...

ପ୍ରେମିକାଙ୍କ ପାଇଁ ଏଲ୍‌ଓସି ଡେଇଁଲେ ପାକିସ୍ତାନୀ ଯୁବକ

ଜୟପୁର,୭।୧୨: ପାକିସ୍ତାନ ସୀମାକୁ ଲାଗିଥିବା ଲାଇନ ଅଫ୍‌ କଣ୍ଟ୍ରୋଲ (ଏଲ୍‌ଓସି ) ଡେଇଁବାକୁ ଉଦ୍ୟମ କରି ରାଜସ୍ଥାନର ଶ୍ରୀ ଗଙ୍ଗାନଗରରେ ଧରା ପଡ଼ିଛନ୍ତି ଜଣେ ୨୨...

ଟୁଇଟର ଛାଡ଼ିବେ ଗୋୟଲ !

ନୂଆଦିଲ୍ଲୀ,୯।୨: ଟୁଇଟର ଛାଡ଼ିବେ ଭାରତର ରେଳ, ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ। ଏନେଇ ପ୍ରତ୍ୟକ୍ଷରେ ନ ହେଲେ ବି ପରୋକ୍ଷରେ ସଂକେତ ଦେଇଛନ୍ତି...

Advertisement
Archives

Model This Week