Posted inଜାତୀୟ

ଆଉ ୧୪ ଦିନ ନ୍ୟାୟିକ ହେପାଜତରେ ରହିବେ ଅଫତାବ

ନୂଆଦିଲ୍ଲୀ,୯।୧୨: ବହୁ ଚର୍ଚ୍ଚିତ ଶ୍ରଦ୍ଧା ହତ୍ୟା ମାମଲାରେ ଅଭିଯୁକ୍ତ ଅଫତାବଙ୍କୁ ଶୁକ୍ରବାର ଭିଡିଓ କନଫରେନ୍ସିଂ ଜରିଆରେ ଦିଲ୍ଲୀ ସାକେତ କୋର୍ଟରେ ହାଜର କରାଯାଇଥିଲା। ତେବେ କୋର୍ଟ ଅଫତାଭଙ୍କ ନ୍ୟାୟିକ ହେପାଜତକୁ ଆଉ ୧୪ ଦିନ ପର୍ଯ୍ୟନ୍ତ ବୃଦ୍ଧି କରିଥିବା ସୂଚନା ମିଳିଛି। ଏହାପୂର୍ବରୁ ନଭେମ୍ବର ୨୬ରେ ଅଫତାବଙ୍କୁ ୧୩ ଦିନିଆ ନ୍ୟାୟିକ ହେପାଜତକୁ ପଠାଯାଇଥିଲା।
ମେ ୧୮ରେ ପ୍ରେମିକା ଶ୍ରଦ୍ଧା ୱାକରଙ୍କୁ ହତ୍ୟା କରିଥିବା ସ୍ବୀକାର ପରେ ନଭେମ୍ବର ୧୪ରେ ଅଫତାବଙ୍କୁ ଗିରଫ କରାଯାଇଥିଲା। ବର୍ତ୍ତମାନ ସେ ତିହାର ଜେଲରେ ଅଛନ୍ତି। ଏହାପୂର୍ବରୁ ତାଙ୍କୁ ବ୍ୟକ୍ତିଗତ ଭାବେ କୋର୍ଟରେ ହାଜର କରାଯିବାକୁ ଥିଲା କିନ୍ତୁ ସୁରକ୍ଷାକୁ ଦୃଷ୍ଟିରେ ରଖି ଭିଡିଓ କନଫରେନ୍ସିଂ ମାଧ୍ୟମରେ କୋର୍ଟରେ ହାଜର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗେହଲଟ ହେବେ କଂଗ୍ରେସ ଅଧ୍ୟକ୍ଷ!

ନୂଆଦିଲ୍ଲୀ,୨୧ ।୧: ଗୋଟିଏ ପଟେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ନିଜ ମନ୍ତ୍ରିମଣ୍ଡଳଳ ସମ୍ପ୍ରସାରଣକୁ ନେଇ ସଜବାଜ ହେଉଥିବା ବେଳେ ଅନ୍ୟପଟେ ତାଙ୍କୁ ଦିଲ୍ଲୀରୁ ଡାକରା...

ଦ୍ରୌପଦୀଙ୍କୁ ଶୁଭେଚ୍ଛା ଜଣାଇଲେ ଭେଙ୍କିୟା

ନୂଆଦିଲ୍ଲୀ,୨୩।୬: ଏନ୍‌ଡିଏ ରାଷ୍ଟ୍ରପତି ପାର୍ଥୀ ଦ୍ରୌପଦୀ ମୁର୍ମୁ ଗୁରୁବାର ଦିଲ୍ଲୀରେ ପହଞ୍ଚିଛନ୍ତି। ସେଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ପରେ ଉପ ରାଷ୍ଟ୍ରପତି ଭେଙ୍କେୟାଙ୍କୁ ଭେଟିଛନ୍ତି।...

କଂଗ୍ରେସକୁ ଝଟକା, ଭାଜପାରେ ସାମିଲ ହେଲେ କମଲ ନାଥଙ୍କ ନିକଟତର ନେତା…

ନୂଆଦିଲ୍ଲୀ,୨୫।୧୧: କଂଗ୍ରେସକୁ ଆଉ ଏକ ବଡ ଝଟକା। ଏମ୍‌ପି ତଥା କଂଗ୍ରେସ ସଭାପତି କମଲ ନାଥଙ୍କ ଗଣମାଧ୍ୟମ ପ୍ରଭାରୀ ଏବଂ ଦଳର ପ୍ରବକ୍ତା ନରେନ୍ଦ୍ର ସାଲୁଜା...

ଥାଲାଇଭାଙ୍କୁ ଦାଦା ସାହେବ ଫାଲ୍‌କେ

ନୂଆଦିଲ୍ଲୀ,୧।୪: ଦକ୍ଷିଣ ସୁପରଷ୍ଟାର୍‌ ରଜନୀକାନ୍ତଙ୍କୁ ଦାଦା ସାହେବ ଫାଲ୍‌କେ ସମ୍ମାନରେ ସମ୍ମାନୀତ କରାଯିବ। ଏନେଇ କେନ୍ଦ୍ରୀୟ ମନ୍ତ୍ରୀ ପ୍ରକାଶ ଜାଭେଡ୍‌କର ଏକ ଗଣମାଧ୍ୟମ ସମ୍ମିଳନୀରେ ସୂଚନା...

ଆଇଏସ୍‌ଆଇ ଗୁପ୍ତଚର ଗିରଫ: ଯୋଗାଉଥିଲେ ଗୁପ୍ତ ତଥ୍ୟ

ବାଡମେର, ୨୪।୧୦: ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ପାଇଁ ଗୁପ୍ତଚରୀ କରୁଥିବା ଜଣେ ୩୫ ବର୍ଷ ବୟସ୍କ ଯୁବକଙ୍କୁ ରାଜସ୍ଥାନ ବାଡମେରରୁ ଏଟିଏସ୍‌ ଏବଂ ସିଆଇଡିବିଆଇ...

‘ଚାଇନାକୁ ବହୁମୂଲ୍ୟ ଦେବାକୁ ପଡ଼ିବ’

ନୂଆଦିଲ୍ଲୀ,୨୮ା୬: ଭାରତୀୟ ଭୂଖଣ୍ଡର ପୂର୍ବ ଲଦାଖ ଅଞ୍ଚଳରେ ଚାଇନାର ଆକ୍ରମଣାତ୍ମକ ସୈନ୍ୟ ଦୁଃସାହସ ଯୋଗୁ ବହୁମୂଲ୍ୟ ଦେବାକୁ ପଡ଼ିବ ଓ ବିଶ୍ୱରେ ଏକଘରକିଆ ହୋଇଯିବ ବୋଲି...

କୁତବ ମିନାର ପରିସରରେ ପୂଜା ଅଧିକାର, ୯ ଜୁନରେ ରାୟ…

ନୂଆଦିଲ୍ଲୀ, ୨୪।୫ : ଦେଶର ରାଜଧାନୀ ଦିଲ୍ଲୀର ମେହେରୁଲିଠାରେ କୁତବ ମିନାର କମ୍ପ୍ଲେକ୍ସରେ ୨୭ଟି ହିନ୍ଦୁ ଏବଂ ଜୈନ ମନ୍ଦିରର ପୁନରୁଦ୍ଧାର ସମ୍ପର୍କିତ ଏକ ଆବେଦନ...

ବନ୍ଦ ହେଲା ଟେଲିଭିଜନ ଲାଇଭ୍‌ ଶୋ’: ୨୫ କର୍ମଚାରୀ ପଜିଟିଭ

ଚେନ୍ନାଇ,୨୧।୪: ସାରା ଦେଶରେ କରୋନା ପଜିଟିଭଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଥିବା ବେଳେ ଏବେ ଏହା ଚିନ୍ତାର କାରଣ ପାଲଟିଛି। ଗୋଟିଏ ଦିନ ପୂର୍ବରୁ...

Advertisement
Archives

Model This Week