Posted inଜାତୀୟ

କୁତବ୍‌ମିନାର ମାଲିକାନା ଦାବି ଆବେଦନ ଉପରେ ରାୟ ସଂରକ୍ଷିତ

ନୂଆଦିଲ୍ଲୀ,୧୪ା୯: କୁତବ୍‌ମିନାର ମାଲିକାନା ଦାବିକରି ନିଜକୁ ଆଗ୍ରା ରାଜପରିବାରର ଉତ୍ତରାଧିକାରୀ କହୁଥିବା ଜଣେ ବ୍ୟକ୍ତି କରିଥିବା ଆବେଦନ ଉପରେ ଦିଲ୍ଲୀର ଏକ ଅଦାଲତ ମଙ୍ଗଳବାର ରାୟ ସଂରକ୍ଷିତ ରଖିଛନ୍ତି। ସାକେତ୍‌ କୋର୍ଟର ଅତିରିକ୍ତ ଜିଲା ଜଜ୍‌ ଦିନେଶ କୁମାର ୧୭ ତାରିଖରେ ରାୟ ଶୁଣାଇବେ। କୁନଓ୍ବାର ମହେନ୍ଦ୍ରଧ୍ୱଜ ପ୍ରସାଦ ସିଂ ନିଜକୁ ଆଗ୍ରା ସଂଯୁକ୍ତ ପ୍ରଦେଶର ଉତ୍ତରାଧିକାରୀ ଦାବି କରିବା ସହ ମୀରଟରୁ ଆଗ୍ରା ଅଞ୍ଚଳ ଉପରେ ଅଧିକାର ଚାହୁଁଛନ୍ତି। ସେ ଆଇନଜୀବୀ ଏମ୍‌.ଏଲ୍‌. ଶର୍ମାଙ୍କ ଜରିଆରେ କୋର୍ଟରେ ପିଟିଶନ ଦାଏର କରିଥିଲେ। ଆବେଦନକାରୀ ବେଶ୍ୱାନ ପରିବାରର ହୋଇଥିବାବେଳେ ସେ ନିଜକୁ ରାଜା ରୋହିଣୀ ରମଣ ଧ୍ୱଜ ପ୍ରସାଦ ସିଂଙ୍କ ଉତ୍ତରାଧିକାରୀ ଏବଂ ୧୬୯୫ରେ ଦେହାନ୍ତ ହୋଇଥବା ରାଜା ନନ୍ଦ ରାମଙ୍କ ବଂଶଜ ବୋଲି ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିହାର: ଭାଜପାରୁ ୯, ଜେଡିୟୁରୁ ୧୫ ବହିଷ୍କୃତ

ପାଟନା, ୧୪ା୧୦: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାବେଳେ ଟିକେଟ ଆଶାୟୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଟିକେଟ ଆଶାରେ ଦଳଡିଆଁ ପାଇଁ ଭାଜପାର ୯ ଓ...

ଶପଥ ନେଲେ ଦେଶର ୪୯ତମ ପ୍ରଧାନ ବିଚାରପତି ଜଷ୍ଟିସ ୟୁୟୁ ଲଳିତ

ନୂଆଦିଲ୍ଲୀ,୨୭।୮: ଦେଶର ୪୯ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଉଦୟ ଉମେଶ ଲଳିତ। ଶନିବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଧାନ ବିଚାରପତିଙ୍କୁ ରାଷ୍ଟ୍ରପତି...

ଓଟିଟି ଉପରେ ଅଙ୍କୁଶ ଲାଗିବ

ନୂଆଦିଲ୍ଲୀ,୧୭ା୨(ପି.ଟି.): ନେଟ୍‌ଫ୍ଲିକ୍ସ ଓ ଆମାଜନ୍‌ ପ୍ରାଇମ୍‌ ଭଳି ଓଭର ଦି ଟପ୍‌(ଓଟିଟି) ପ୍ଲାଟଫର୍ମ ଉପରେ ଅଙ୍କୁଶ ଲଗାଇବା ପାଇଁ ପଦକ୍ଷେପ ନେବାକୁ ଚିନ୍ତା କରୁଥିବା ସୁପ୍ରିମକୋର୍ଟକୁ...

ଇନ୍ଦୋରରେ ଭାଇଚାରାର ବାର୍ତ୍ତା: ହିନ୍ଦୁ ମହିଳାଙ୍କୁ ସଂସ୍କାର କଲେ ମୁସ୍‌ଲମାନ

ଇନ୍ଦୋର,୭।୪: ସାରା ଦେଶରେ କରୋନା ପ୍ରକୋପ ଜାରି ରହିଥିବାରୁ ଏହାର ମୁକାବିଲା ପାଇଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲକ୍‌ଡାଉନ୍‌ ସମୟରେ ଯେଉଁଠାରେ ଲୋକମାନେ ବାହାରକୁ ବାହାରି...

କଂଗ୍ରେସ ପ୍ରବକ୍ତାଙ୍କ ଘୋର ଆପତ୍ତି ଜନକ ବୟାନ

କଲବୁର୍ଗି,୧୩ ।୮: ଦେଶରେ ପୁଣିଥରେ ମହିଳାଙ୍କୁ ନେଇ ଆପତ୍ତି ଜନକ ବୟାନ ସାମନାକୁ ଆସିଛି । ଏଥର କର୍ନାଟକର ପ୍ରଦେଶ କଂଗ୍ରେସ କମିଟି ପ୍ରବକ୍ତା ଓ...

ଗୁରୁଦିବସରେ ମୋଦି କହିଲେ ଶିକ୍ଷକ ଆମର ହିରୋ

ନୂଆଦିଲ୍ଲୀ,୫।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁଦିବସ ଅବସରରେ ରାଷ୍ଟ୍ର ନିର୍ମାଣରେ ଶିକ୍ଷକଙ୍କ ଯୋଗଦାନର ପ୍ରଶଂସା କରିଛନ୍ତି। ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ କରି ଗଢି ତୋଳିବାରେ ଶିକ୍ଷକଙ୍କର...

ହାରିବା ଦେଖି ଟୁଇଟ୍‌ କରି ରାଗ ସୁଝାଇଲେ ରଙ୍ଗିଲା ଗର୍ଲ

ମୁମ୍ବାଇ,୨୩।୫: ଲୋକ ସଭା ନିର୍ବାଚନରେ କଂଗ୍ରେସରୁ ଉତ୍ତର ମୁମ୍ବାଇରୁ ପ୍ରାର୍ଥୀ ହୋଇଥିବା ବଲିଉଡ୍‌ ଅଭିନେତ୍ରୀ ଉର୍ମିଳା ମାତୋଣ୍ଡକର ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ପାଖାପାଖି ୨ ଲକ୍ଷରୁ...

ଦୈନିକ ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ,୧୯।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ...

Advertisement
Archives

Model This Week