Posted inଜାତୀୟ

ମାନହାନି ମାମଲା: ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କୁ ସମନ

ନୂଆଦିଲ୍ଲୀ,୬।୭: ମାନହାନି ମାମଲାରେ ଦିଲ୍ଲୀର ରୌଜ୍‌ ଏଭେନ୍ୟୁ କୋର୍ଟ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କୁ ସମନ ପଠାଇଛନ୍ତି। ଅଗଷ୍ଟ ୭ରେ କୋର୍ଟରେ ରହିବାକୁ କୋର୍ଟ ତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାନହାନି ମାମଲା କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖୱତଙ୍କ ପକ୍ଷରୁ ଦାଖଲ କରାଯାଇଥିଲା।

ଫେବୃୟାରୀ ୨୦୨୩ରେ, ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଟୁଇଟ କରି ଗଜେନ୍ଦ୍ର ସିଂ ଶେଖୱତ ବିରୋଧରେ ସଞ୍ଜୀବନୀ ଘୋଟାଲାର ଅଭିଯୋଗ ଆଣିଥିଲେ। ଯାହାପରେ ଶେଖୱତ ତାଙ୍କୁ ବଦନାମ କରିଥିବା ଅଭିଯୋଗ କରି ଦିଲ୍ଲୀ କୋର୍ଟରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ବିରୋଧରେ ଅପରାଧିକ ମାନହାନି ମକଦ୍ଦମା ଦାୟର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାକୁ ସତର୍କ କରାଇଲା ଭାରତୀୟ ପାଣିପାଗ ବିଭାଗ, ୧୨ ତାରିଖରେ ହେବ…

ଭୁବନେଶ୍ୱର,୭ା୮: ଭାରତୀୟ ପାଣିପାଗ ବିଭାଗ ଓଡ଼ିଶାକୁ ସତର୍କ ସୂଚନା ଜାରି କରିଛି। ଆସନ୍ତା ୧୨ ତାରିଖ ବେଳକୁ ବଙ୍ଗୋପସାଗରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର…

‘କିସିଂ ସିନକୁ ନେଇ ଉଠିଲା ବିବାଦ’: ପବନ ସିଂହଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ କାଜଲ ରାଘୱାନୀ

ଚେନ୍ନାଇ,୭।୮: କଲର୍ସ ଟିଭିର ନୂଆ ରିଆଲିଟି ଶୋ’ ‘ଭୋଜପୁରୀ ବାୱଲ’ ନିରନ୍ତର ଚର୍ଚ୍ଚାରେ ରହିଛି। ଏହି ଶୋ’ରେ ଭୋଜପୁରୀ ଇଣ୍ଡଷ୍ଟ୍ରିର ଅନେକ ବଡ଼ ତାରକା ଅଛନ୍ତି, ଯେଉଁମାନେ…

Gen Zକୁ ନେଇ ମୋହନ ଭାଗବତ ଦେଇଥିବା ବୟାନ ଉପରେ ପ୍ରତିକ୍ରିୟା ରଖିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୭।୮: ଆରଏସଏସ ମୁଖ୍ୟ ମୋହନ ଭାଗବତ ଏବଂ Gen Zଙ୍କ ମଧ୍ୟରେ ଆଲୋଚନା ସମ୍ପର୍କରେ ରାଜନୈତିକ ବୟାନବାଜି ଜାରି ରହିଛି। କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ କହିଛନ୍ତି…

ଗରମରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏମିତି ନିର୍ଦ୍ଦେଶ ଦେଲେ କିମ୍‌ ଜୋଙ୍ଗ୍‌ ଉନ୍‌, ସାରା ବିଶ୍ୱ ଜାଣି ଆଶ୍ଚର୍ଯ୍ୟ…

ପ୍ୟୋଙ୍ଗୟାଙ୍ଗ,୭ା୮: ଉତ୍ତର କୋରିଆରେ ବର୍ତ୍ତମାନ ପ୍ରବଳ ଗରମ ଅନୁଭୂତ ହେଉଛି। ଏହି ଗରମ ଯୋଗୁ ସେଠାକାର ଲୋକମାନଙ୍କୁ ଏମିତି ନିର୍ଦ୍ଦେଶ ଦିଆଯାଇଛି ଯାହା ଆଶ୍ଚର୍ଯ୍ୟଜନକ। ଉତ୍ତର କୋରିଆର…

ନାହିଁ ଆଧାର କାର୍ଡ: ସରକାରୀ ଯୋଜନାରୁ ଦିବ୍ୟାଙ୍ଗ ଯୁବତୀ

କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):ପ୍ରଶାସନିକ ଅବହେଳା ଓ ପରିଚୟପତ୍ରର ଅଭାବ ଯୋଗୁ ଜଣେ ଦୃଷ୍ଟିବାଧିତ ଦିବ୍ୟାଙ୍ଗ ଯୁବତୀ ବିଭିନ୍ନ ସରକାରୀ ସହାୟତାରୁ ବଞ୍ଚିତ ରହିଥିବା ଘଟଣା ସାମ୍ନାକୁ ଆସିଛି।…

‘ହସ୍ତତନ୍ତ ଦିବସ’ରେ କୁକୁର ସହ ଭିଡ଼ିଓ କଲେ ରାହୁଲ, କହିଲେ ମା’ ସୋନିଆ ଦେଖିଲେ..

ନୂଆଦିଲ୍ଲୀ,୭।୮: ଭାରତୀୟ ଜାତୀୟ କଂଗ୍ରେସ (INC) ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏକ ଭିନ୍ନ ସ୍ବାଦର ଭିଡିଓ ଶେୟାର କରିଛି। ଭିଡିଓରେ ଲୋକ ସଭାର ବିରୋଧୀ…

IND vs SL: ବଦଳିଲେ ଟିମ ଇଣ୍ଡିଆର ଅଧିନାୟକ, ଶୁବମନ ଗିଲଙ୍କ ସ୍ଥାନ ନେଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୭।୮: ଶ୍ରୀଲଙ୍କା ଏକାଦଶ ଟସ ଜିତି ଅଭ୍ୟାସ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା; ଫଳରେ, କଲମ୍ବୋରେ ଖେଳାଯାଉଥିବା ଏହି ମ୍ୟାଚରେ ଭାରତୀୟ ଦଳ ପ୍ରଥମେ…

ରାହୁଲ ଗାନ୍ଧୀଙ୍କ ଘର ବାହାରେ ସାଧୁ-ସନ୍ଥଙ୍କ ହଙ୍ଗାମା! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୭।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ଦିଲ୍ଲୀସ୍ଥିତ ବାସଭବନ ବାହାରେ ଶୁକ୍ରବାର ସାଧୁ-ସନ୍ଥଙ୍କ ସମେତ ଅନେକ ଲୋକ ବିରୋଧ ପ୍ରଦର୍ଶନ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri