Posted inଜାତୀୟ

୫ ରାଜ୍ୟବାସୀଙ୍କୁ ଦିଲ୍ଲୀ ମନା

ନୂଆଦିଲ୍ଳୀ,୨୪।୨: ଦେଶର କରୋନା ସଂକ୍ରମଣ ପୁଣି ଫେରିଛି। ମହାରାଷ୍ଟ୍ର, କେରଳ, ପଞ୍ଜାବ, ମଧ୍ୟପ୍ରଦେଶ, ଛତିଶଗଡ଼ ଆଦି ୫ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏସବୁ ରାଜ୍ୟବାସୀଙ୍କୁ ଦିଲ୍ଲୀରେ ପ୍ରବେଶ ଉପରେ କଟକଣା ଜାରି ହୋଇଛି। ସେମାନଙ୍କ ନମୁନା ପରୀକ୍ଷା ରିପୋର୍ଟ ନେଗେଟିଭ୍‌ ଆସିଲା ପରେ ଦିଲ୍ଲୀରେ ପ୍ରବେଶ କରିବାକୁ ଅନୁମତି ମିଳିବ। ସେମାନଙ୍କୁ ୭୨ ଘଣ୍ଟା ମଧ୍ୟରେ ଆର୍‌ଟି-ପିସିଆର ନେଗେଟିଭ୍‌ ଦେଖାଇବାକୁ ପଡ଼ିବ ବୋଲି ଦିଲ୍ଲୀ ପ୍ରଶାସନ ପକ୍ଷରୁ କୁହାଯାଇଛି। ବିମାନ, ଟ୍ରେନ୍‌ ଏବଂ ବସ୍‌ ଯୋଗେ ଦିଲ୍ଲୀ ଆସୁଥିବା ଲୋକଙ୍କ ପାଇଁ ଏହି ନିୟମ ଲାଗୁ ହେବ। ଏହି ନିୟମ ଫେବୃୟାରୀ ୨୬ ମଧ୍ୟରାତ୍ରରୁ ମାର୍ଚ୍ଚ ୧୫ ମଧ୍ୟାହ୍ନ ପର୍ଯ୍ୟନ୍ତ ବଳବତ୍ତର ରହିବ। ଏସବୁ ରାଜ୍ୟଗୁଡ଼ିକରେ ମୋଟ କରୋନା ଆକ୍ରାନ୍ତଙ୍କ ୮୬ ପ୍ରତିଶତ ଥିବାରୁ ଦିଲ୍ଲୀ ସରକାର ଏଭଳି ନିଷ୍ପତ୍ତି ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାମ ମନ୍ଦିର ନିର୍ମାଣ ପାଇଁ ୧ ଲକ୍ଷ ୧୧ ହଜାର ୧୧୧ ଟଙ୍କା ଦାନ ଦେଲେ କଂଗ୍ରେସ ନେତା

ନୂଆଦିଲ୍ଲୀ,୧୮।୧: ଅଯୋଧ୍ୟାରେ ଏକ ଭବ୍ୟ ରାମ ମନ୍ଦିର ନିର୍ମାଣ ପାଇଁ ଦେଶରେ ରାମ ମନ୍ଦିର ସମର୍ପଣ ନିଧି ଅଭିଯାନ ଆରମ୍ଭ କରାଯାଇଛି। ଏହା ଅଧୀନରେ ଦେଶର...

‘ଆତଙ୍କବାଦୀଙ୍କ ଅଣ୍ଟା ଭାଙ୍ଗିବା ଜରୁରୀ’

ଶ୍ରୀନଗର,୧୮।୧୦: କଶ୍ମୀରରେ ଚାଲିଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ମେଘାଳୟର ରାଜ୍ୟପାଳ ସତ୍ୟ ପାଲ ମଲିକ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ, ମୁଁ...

ଆଉ ଏକ ଗ୍ୟାରେଣ୍ଟି ଘୋଷଣା କରିବେ କେଜରିୱାଲ

ନୂଆଦିଲ୍ଲୀ,୨ ।୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି)ର ସଂଯୋଜକ ଅରବିନ୍ଦ କେଜରିୱାଲ ତାଙ୍କ ସଙ୍ଗଠନ ପ୍ରଚାର ଅଭିଯାନ ପାଇଁ ଶୁକ୍ରବାରଠାରୁ ଦୁଇ ଦିନିଆ...

ବାୟୁସେନାକୁ ମିଳିବ ଅଧିକ ଶକ୍ତି: ୨୦୦ ଯୁଦ୍ଧବିମାନ କିଣିବ ଭାରତ

କୋଲକାତା,୧୩ା୧(ପି.ଟି.): ଭାରତୀୟ ବାୟୁସେନାକୁ ଅଧିକ ବଳଦେବା ପାଇଁ ସରକାର ୨୦୦ ଲଢ଼ୁଆ ବିମାନ କ୍ରୟ କରିବେ। ଏନେଇ ପ୍ରକ୍ରିୟା ଜାରି ରହିଥିବା ପ୍ରତିରକ୍ଷା ବିଭାଗ ପକ୍ଷରୁ...

ଟିକାକରଣ ପରେ ଆଣ୍ଟିବଡ଼ି ତିଆରି ନ ହେବାରୁ କମ୍ପାନୀ ସମେତ ଅନେକଙ୍କ ବିରୋଧରେ ମାମଲା ରୁଜୁ

ଲକ୍ଷ୍ନୌ,୩୧।୫: ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରୁ ଏକ ନିଆରା ଘଟଣା ସାମ୍ନାକୁ ଆସିଛି। ଜଣେ ବ୍ୟକ୍ତି ଟିକା ନେବା ପରେ ବି ତାଙ୍କ ଭିତରେ ଆଣ୍ଟିବଡ଼ି ତିଆରି...

ମନମୋହନଙ୍କୁ ରାଜ୍ୟ ସଭାକୁ ଆଣିବା ପାଇଁ କଂଗ୍ରେସର ଉଦ୍ୟମ ଆରମ୍ଭ

ନୂଆଦିଲ୍ଲୀ,୧୬।୬: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ରାଜ୍ୟ ସଭା ସଦସ୍ୟତା କାର୍ଯ୍ୟକାଳ ଜୁନ୍‌ ୧୪ରେ ଶେଷ ହୋଇଛି। ସେ ୧୯୯୧ଠାରୁ ଆସାମରୁ ରାଜ୍ୟ ସଭାକୁ ଗତ...

ଆଇଆଇଟିରେ ପଢ଼ୁଥିବା ଦରଜି ପୁଅଙ୍କ ପାଠପଢ଼ା ଖର୍ଚ୍ଚ ବହନ କରିବେ ଗାନ୍ଧୀ ପରିବାର

ନୂଆଦିଲ୍ଲୀ,୯।୯: ଦିଲ୍ଲୀ ଆଇଆଇଟିରେ ନାମ ଲେଖାଇଥିବା ୧୬ ବର୍ଷୀୟ ବିଜୟଙ୍କ ପାଠପଢ଼ାର ଖର୍ଚ୍ଚ ବହନ କରିବେ ଗାନ୍ଧୀ ପରିବାର। ବରୁଣ ଗାନ୍ଧୀ ଓ ତାଙ୍କ ପରିବାର...

କମୁଛି ସଂକ୍ରମଣ

ନୂଆଦିଲ୍ଲୀ,୨।୭: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୪୩,୩୯୩ଟି...

Advertisement
Archives

Model This Week