Advertisement
Posted inଜାତୀୟ

ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ କରୋନା

ନୂଆଦିଲ୍ଲୀ, ୧୪।୯- ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ  ସିସୋଦିଆ। ଏ ନେଇ ସୋମବାର ସେ ଟୁଇଟ କରି ସୂଚନା ଦେଇଛନ୍ତି। ସେ ଟୁଇଟରେ ଉଲ୍ଲେଖ କରିଛନ୍ତି, ହାଲୁକା ଜ୍ୱର ହେବାରୁ ମୁଁ ନିଜର କରୋନା ଟେଷ୍ଟ କରାଇଥିଲି। ଯାହାର ରିପୋର୍ଟ ପଜିଟିଭ ଆସିଛି। ଏହାପରେ ମୁଁ ଆଇସୋଲେଶନରେ ରହିଛି। ବର୍ତ୍ତମାନ ଜ୍ୱର କିମ୍ବା ଅନ୍ୟ କୌଣସି ସମସ୍ୟା ନାହିଁ। ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି। ଆପଣମାନଙ୍କ ଆଶୀର୍ବାଦରେ ଖୁବଶିଘ୍ର ସୁସ୍ଥ ହୋଇ କର୍ମକ୍ଷେତ୍ରକୁ ଫେରିବି।


Enter your email to get our daily news in your inbox.

All Right Reserved By Dharitri.Com

‘ପ୍ରଧାନମନ୍ତ୍ରୀ ନୁହନ୍ତି, ଭାଜପା ପ୍ରଚାରକ’

ନୂଆଦିଲ୍ଲୀ/କୋଲକାତା,୧୯ା୪: ମହାମାରୀ କରୋନା ଯୋଗୁ ଭାରତରେ ସ୍ବାସ୍ଥ୍ୟ ସଙ୍କଟ ସୃଷ୍ଟି ହୋଇଛି। ରବିବାର ୨,୬୧,୫୦୦ରୁ ଊର୍ଦ୍ଧ୍ୱ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୧,୫୦୧ ଜଣ ଭୂତାଣୁ...

୭ ବିଚାରପତିଙ୍କ ବଦଳି…

ନୂଆଦିଲ୍ଲୀ,୧୧।୧୦: ହାଇକୋର୍ଟର ୭ ବିଚାରପତିଙ୍କୁ ବଦଳି କରାଯିବା ପାଇଁ ସୁପ୍ରିମକୋର୍ଟ କଲେଜିୟମଙ୍କ ପକ୍ଷରୁ ହୋଇଥିବା ସୁପାରିଶକୁ କେନ୍ଦ୍ର ସରକାରଙ୍କ ମଞ୍ଜୁରୀ ମିଳିଛି। ପଞ୍ଜାବ ଏବଂ ହରିୟାଣା...

ହସ୍ପିଟାଲରେ ଅଗ୍ନିକାଣ୍ଡ: ୪ ମୃତ…

ଥାଣେ,୨୮।୪: ମହାରାଷ୍ଟ୍ରର ଥାଣେର ମୁମ୍ବ୍ରାସ୍ଥିତ ପ୍ରାଇମ୍‌ କ୍ରିଟିକେୟାର ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ୪ ଜଣ ରୋଗୀଙ୍କ ମୃତ୍ୟୁ ଘଟିଛି। ସେମାନଙ୍କୁ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରୁଥିବା...

ପରଲୋକରେ ସୁନୀଲ କୋଠାରୀ

ନୂଆଦିଲ୍ଲୀ,୨୭।୧୨: ପ୍ରସିଦ୍ଧ ଐତିହାସିକ ନୃତ୍ୟ ବିଶାରଦ ତଥା ସମାଲୋଚକ ସୁନୀଲ କୋଠାରୀଙ୍କ ପରଲୋକ ଘଟିଛି। ରବିବାର ଦିଲ୍ଲୀର ଏକ ଡାକ୍ତରଖାନାରେ ହୃଦ୍‌ଘାତରେ ତାଙ୍କର ଦେହାନ୍ତ ହୋଇଛି।...

ପ୍ରବଳ ବର୍ଷା: ଜାତୀୟ ରାଜପଥରେ ବଡ଼ ଫାଟ

ବେଙ୍ଗାଲୁରୁ,୬।୮: ପ୍ରବଳ ବର୍ଷାଯୋଗୁ କର୍ନାଟକର କେତେକ ଜିଲାର ସାଧାରଣ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ସ୍ଥାନୀୟ ବେଲଗାବି ଜିଲାର ନିପ୍ପାନି ଠାରେ ଥିବା ଜାତୀୟ ରାଜପଥ-୪ରେ ପ୍ରବଳ...

କରୋନା ନେଲା ମନ୍ତ୍ରୀଙ୍କ ଜୀବନ

ଲକ୍ଷ୍ନୌ,୧୯।୫: କରୋନା ପୁଣି ଜଣେ ମନ୍ତ୍ରୀଙ୍କ ଜୀବନ ନେଇଛି। ଉତ୍ତରପ୍ରଦେଶର ମୁଜାଫରନଗର ଚରଥାଭାଲ ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ତଥା ବନ୍ୟା ନିୟନ୍ତ୍ରଣ ଏବଂ ରାଜସ୍ବ ମନ୍ତ୍ରୀ...

ରାହୁଲ ଗାନ୍ଧୀ ଜଣେ ମହାମୂର୍ଖ: ଭାଜପା ଏମ୍‌ପି

କୁରୁକ୍ଷେତ୍ର,୩୧।୧୨:ସିଏଏ ନେଇ କେନ୍ଦ୍ର ସରକାର ଏବଂ ବିରୋଧି ଦଳଙ୍କ ମଧ୍ୟରେ କାଦୁଅ ଫିଙ୍ଗା ଜାରି ରହିଛି। ଏହି ମର୍ମରେ କୁରୁକ୍ଷେତ୍ର ଭାଜପା ଏମ୍‌ପି ନାୟବ ସୈନି...

ବିଷାକ୍ତ ମଦ ନେଲାଣି ୧୪ ଜୀବନ: ମୁଖ୍ୟ ଅଭିଯୁକ୍ତ ଗିରଫ

ଲକ୍ଷ୍ନୌ, ୨୮।୫: ଉତ୍ତର ପ୍ରଦେଶର ବାରବାଙ୍ଗୀ ଜିଲାରେ ବିଷାକ୍ତ ମଦ ପିଇ ଏପର୍ଯ୍ୟନ୍ତ ୧୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୩୫ଜଣ ଲୋକ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ...

Advertisement
Archives

Model This Week