Posted inଜାତୀୟ

ଇମାନତୁଲ୍ଲାହ ଖାଁଙ୍କ ଗିରଫକୁ ନେଇ ପ୍ରଥମ ପ୍ରତିକ୍ରିୟା ଦେଲେ ସିସୋଡିଆ

ନୂଆଦିଲ୍ଲୀ,୧୭ ।୯: ଦିଲ୍ଲୀ ଉପ ମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆ କେନ୍ଦ୍ର ସରକାରଙ୍କ ଉପରେ ପୁଣିଥରେ ବର୍ଷିଛନ୍ତି । ଶନିବାର ସକାଳେ ସେ ଏକ ଟୁଇଟ କହି କହିଛନ୍ତି, ପ୍ରଥମେ ସତ୍ୟେନ୍ଦ୍ର ଜୈନଙ୍କୁ ଗିରଫ କରାଗଲା, ହେଲେ କୋର୍ଟରେ ତାଙ୍କ ବିରୋଧରେ କୌଣସି ପ୍ରମାଣ ମିଳିଲା ନାହିଁ । ଏହାପରେ ମୋ ଘରେ ରେଡ ହେଲା କିଛି ମିଳିଲା ନାହିଁ । ପୁଣି କୈଳାଶ ଗେହଲୋଟଙ୍କ ବିରୋଧରେ ଏକ ଫର୍ଜି ଯାଞ୍ଚ ଆରମ୍ଭ କରାଗଲା ଆଉ ଏବେ ଅମାନତୁଲ୍ଲାହ ଖାଁଙ୍କୁ ଗିରଫ କରାଯାଇଛି । ଆମ ଆଦମୀ ପାର୍ଟି(ଏଏପି)ର ପ୍ରତ୍ୟେକ ନେତାଙ୍କୁ ଅଲଗା କରିବାକୁ ଅପରେଶନ ଲୋଟସ ଜାରି ରଖାଯାଇଛି ।
ସିସୋଡିଆ ଅମାନତୁଲ୍ଲାହ ଖାଁଙ୍କ ଏକ ଟୁଇଟକୁ ରିଟୁଇଟ କରି କରିଛନ୍ତି, ଏଥିରେ ଲେଖାଯାଇଛି, ‘ଅମାନତ ସାହେବଙ୍କ #ACB କାର୍ଯ୍ୟାଳୟ ଯିବା ପରେ ପୋଲିସ ଅଧିକାରୀ ଘରେ ପହଞ୍ଚି ତଲାସି ନେଲେ । ଏହି ଭିଡିଓରେ ସ୍ପଷ୍ଟ ଶୁଣାଯାଉଛି ଯେ ପୋଲିସ ଅଧିକାରୀ କହୁଛନ୍ତି ତଲାସି ବେଳେ କିଛି ମିଳିଲା ନାହିଁ । ହେଲେ ଲୋକତନ୍ତ୍ରର ଚତୁର୍ଥ ସ୍ତମ୍ଭ କୁହାଯାଉଥିବା ଗଣମାଧ୍ୟମ ଭୁଲ ଖବର ପ୍ରଚାର ପ୍ରସାର କରି ଭ୍ରମ ସୃଷ୍ଟି କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri