Posted inଜାତୀୟ

Delhi Election Result: ମ୍ୟାଜିକ୍‌ ନମ୍ବର ଅତିକ୍ରମ କଲା ଭାଜପା: ପଛରେ ପଡିଗଲା ଆପ୍‌

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ସକାଳ ୮ଟାରୁ ଆରମ୍ଭ ହୋଇଛି। ପ୍ରାରମ୍ଭିକ ଟ୍ରେଣ୍ଡରେ, ଭାଜପା ମ୍ୟାଜିକ୍‌ ନମ୍ବର ଅତିକ୍ରମ କରିଥିବାବେଳେ ଆମ ଆଦମୀ ପାର୍ଟିକୁ ଏକ ବଡ଼ ଝଟକା ଲାଗିଛି। ଭାଜପା ୪୫ଟି ଆସରେ ଆଗୁଆ ଥିବାବେଳେ ଆପ୍‌ ୨୫ଟି ଆସନରେ ଆଗୁଆ ଅଛି। କଂଗ୍ରେସ ଏପର୍ଯ୍ୟନ୍ତ କୌଣସି ଆସନରେ ଆଗୁଆ ନାହିଁ। ଆପ୍‌ ଦଳର ସଂଯୋଜକ ଅରବିନ୍ଦ କେଜରିୱାଲ ନିଜେ ନୂଆଦିଲ୍ଲୀ ବିଧାନସଭା ଆସନରୁ ପଛରେ ଅଛନ୍ତି।
ଏହି ନିର୍ବାଚନରେ, ଆମ ଆଦମୀ ପାର୍ଟି ଲଗାତାର ଚତୁର୍ଥ ଥର ପାଇଁ କ୍ଷମତାକୁ ଆସିବାର ଦାବି କରୁଛି। ଭାଜପା ତା’ର ୨୭ ବର୍ଷର ମରୁଡ଼ିର ଅନ୍ତ ପାଇଁ ଅପେକ୍ଷା କରିଥିଲା। ଗତ ନିର୍ବାଚନରେ, ଅରବିନ୍ଦ କେଜରିୱାଲଙ୍କ ନେତୃତ୍ୱାଧୀନ ଆମ ଆଦମୀ ପାର୍ଟି ୭୦ଟି ଆସନରୁ ୬୨ଟି ଜିତିଥିଲା। ଭାଜପା ୮ଟି ଆସନ ପାଇଥିଲା ଏବଂ କଂଗ୍ରେସ ତା’ର ଖାତା ମଧ୍ୟ ଖୋଲିପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧରଣର ଛଟେଇ ପରେ ଇସ୍ତଫା ଦେଲେ ୱାଶିଂଟନ ପୋଷ୍ଟର ସିଇଓ ୱିଲ ଲୁଇସ

ୱାଶିଂଟନ,୮।୨: ପ୍ରତିଷ୍ଠିତ ୱାଶିଂଟନ ପୋଷ୍ଟର ପ୍ରକାଶକ ଏବଂ ସିଇଓ ୱିଲ ଲୁଇସ ଇସ୍ତଫା ଦେଇଛନ୍ତି। ବହୁ ସଂଖ୍ୟାରେ କର୍ମଚାରୀ ଛଟେଇ ମଧ୍ୟରେ ଏହି ନିଷ୍ପତ୍ତି ଆସିଛି। ଲୁଇସ…

ଭାଲେଣ୍ଟାଇନ ସପ୍ତାହ, ୪ ରାଶିର ବ୍ୟକ୍ତିଙ୍କ ଜୀବନରେ ପ୍ରେମ…

ଭାଲେଣ୍ଟାଇନ୍ସ ସପ୍ତାହ ଫେବୃଆରୀ ୭ ତାରିଖରୁ ଆରମ୍ଭ ହୋଇଛି ଏବଂ ଫେବୃଆରୀ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଭାଲେଣ୍ଟାଇନ୍ସ ସପ୍ତାହ ପ୍ରେମୀ, ବିବାହିତ ଦମ୍ପତି ଏବଂ ଅବିବାହିତମାନଙ୍କ…

‘ଭାରତ ହେଉଛି ବିଶ୍ୱାସର ସବୁଠାରୁ ଶକ୍ତିଶାଳୀ ମୁଦ୍ରା’, ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ଦୁଇ ଦିନିଆ ମାଲେସିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତକୁ ବିକାଶ ପାଇଁ ଏକ ନିର୍ଭରଯୋଗ୍ୟ ଅଂଶୀଦାର ଭାବରେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି…

USA ବିପକ୍ଷରେ ବିଜୟ ପରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ଖୁଲାସା, ୱାଶିଂଟନ୍ ସୁନ୍ଦର…..

ଟିମ୍ ଇଣ୍ଡିଆ ICC ଟି୨୦ ବିଶ୍ୱକପରେ ବିଜୟ ସହିତ ଅଭିଯାନ ଆରମ୍ଭ କରିଛି। ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚରେ ଆମେରିକା ଦଳକୁ ପରାସ୍ତ କରିଥିଲା। ଟିମ୍ ଇଣ୍ଡିଆର…

ସରିଲା ଗୋଲାପ ଦିଆନିଆ, ଆଜି ପ୍ରପୋଜ୍‌

ଭୁବନେଶ୍ୱର,୮।୨(ସୌମ୍ୟରଞ୍ଜନ ରାଉତ): ଭାଲାଣ୍ଟାଇନ୍‌ ଡେ’ର ପ୍ରଥମ ପାହାଚ ରୋଜ୍‌ ଡେ’ ପାଇଁ ଶନିବାର ଚଳଚଞ୍ଚଳ ହୋଇଉଠିଥିଲା ରାଜଧାନୀ। ପରସ୍ପରକୁ ଗୋଲାପ ଦେଇ ଶୁଭେଚ୍ଛା ଜଣାଇଥିଲେ ପ୍ରେମୀଯୁଗଳ। ହଷ୍ଟେଲ୍‌ଗୁଡିକରେ…

Video: ଦର୍ଶକଙ୍କ ମନ ଚୋରି କଲେ ନୋରା, ବାନ୍ଧି ରଖିଲେ ବାଦଶାହା

ନୂଆଦିଲ୍ଲୀ,୮।୨: ଟି-୨୦ ବିଶ୍ୱକପ ୨୦୨୬ ଶନିବାର, ଫେବୃଆରୀ ୭ରେ ଆରମ୍ଭ ହୋଇଥିଲା। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯାଇଥିଲା, ଯେଉଁଥିରେ ଟିମ ଇଣ୍ଡିଆ ଏବଂ ଆମେରିକା…

ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ

ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…

ବିଦେଶରେ ଭାରତୀୟ ଛାତ୍ରଙ୍କ ଉପରେ ମରଣାନ୍ତକ ଆକ୍ରମଣ

ମସ୍କୋ,୮।୨: ଋଷର ବାଶକୋର୍ଟୋସ୍ତାନ ଗଣରାଜ୍ୟରେ ଶନିବାର ବିଦେଶୀ ଛାତ୍ରଙ୍କ ପାଇଁ ଏକ ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ଛୁରୀ ଆକ୍ରମଣରେ ଚାରି ଜଣ ଭାରତୀୟ ଛାତ୍ରଙ୍କ ସମେତ ଛଅ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri