Posted inଜାତୀୟ

ଦିଲ୍ଲୀ ଅଗ୍ନିକାଣ୍ଡ: ମୃତ୍ୟୁସଂଖ୍ୟା ୨୧କୁ ବୃଦ୍ଧି, ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ, ପ୍ରତ୍ୟେକ ପରିବାରକୁ ମିଳିବ…

ନୂଆଦିଲ୍ଲୀ,୩ା୬: ଦିଲ୍ଲୀ ଅଗ୍ନିକାଣ୍ଡ ଘଟଣାରେ ମୃତ୍ୟୁସଂଖ୍ୟା ୨୧କୁ ବୃଦ୍ଧି ପାଇଛି। ଏଥିରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହିତ ପ୍ରଧାନମନ୍ତ୍ରୀ ଆହତମାନଙ୍କର ଆଶୁ ଆରୋଗ୍ୟ କାମନା କରିବା ସହ ମୃତକଙ୍କ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ରିଲିଫ୍‌ ଫଣ୍ଡରୁ ପ୍ରତ୍ୟେକ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଆହତଙ୍କ ପାଇଁ ୫୦ ହଜାର ଲେଖାଏ ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ।

Image

ସୂଚନା ଥାଉକି, ଦିଲ୍ଲୀର ମାଲଭିୟ ନଗରର ୫ ମହଲା ବିଶିଷ୍ଟ ଏକ ରେଷ୍ଟୁରାଣ୍ଟରେ ବୁଧବାର ନିଆଁ ଲାଗି ଯାଇଥିଲା। ନିଆଁ ଲାଗିବା ପରେ କିଛି ଲୋକ ତଳକୁ ଡେଇଁ ପଡ଼ି ଆହତ ହୋଇଛନ୍ତି। ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରୁଛି। ରେଷ୍ଟୁରାଣ୍ଟରେ ଲଜ୍‌ ବ୍ୟବସ୍ଥା ଥିବାରୁ ୨୫ଟି ରୁମ୍‌ ଥିଲା। ପ୍ରାୟ ୪୦ ଜଣ ଏହି ଲଜ୍‌ରେ ରହୁଥିଲେ। ଅନେକ ଗୁରୁତରଙ୍କୁ ସ୍ଥାନୀୟ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିବାବେଳେ ସର୍ଟସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ବର୍ଷାରେ ବୁଡ଼ିଲା ବିଦ୍ୟାଳୟ, ଶ୍ରେଣୀ ଗୃହରେ ବିଷଧର ସାପ ପଶିବାରୁ ଆତଙ୍କ: ସାମ୍ନାକୁ ଆସିଲା ‘୫ଟି’ ରୂପାନ୍ତରୀକରଣର…

ଧାମନଗର, ୧୮।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପ ଜନିତ ପ୍ରବଳ ବର୍ଷାରେ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି। ବନ୍ୟା ଓ ଜଳବନ୍ଦୀ…

ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର, ଲହରୀ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ

ନୂଆଦିଲ୍ଲୀ,୧୮।୭: ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଶନିବାର ଘୋଷଣା କରାଯାଇଛି। ରାଜ କୁମାର ରାଓ ଅଭିନୀତ ଶ୍ରୀକାନ୍ତ ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଭାବେ ମନୋନୀତ ହୋଇଛି। ମାମୁଟ୍ଟି…

ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବଗୌଡାଙ୍କ ପତ୍ନୀ ଚେନ୍ନମ୍ମାଙ୍କ ପରଲୋକ

ବେଙ୍ଗାଲୁରୁ,୧୮।୭: ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବଗୌଡାଙ୍କ ପତ୍ନୀ ଚେନ୍ନମ୍ମାଙ୍କ ଶନିବାର ସନ୍ଧ୍ୟାରେ ବେଙ୍ଗାଲୁରୁର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ଅପରାହ୍ନ ୪ଟାରେ ତାଙ୍କର ହୃଦଘାତରେ…

ଭାଇ ସହ ହେଲା କଳି ଏମତି କାଣ୍ଡ କରିଦେଲେ ୧୩ ବର୍ଷର …

ଛତ୍ରପୁର, ୧୮।୭ (ଦିଲ୍ଲୀପ ସାମଲ): ଛତ୍ରପୁର ଅଞ୍ଚଳରେ ଶନିବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର…

ବସ ସେବା ଦାବିରେ ସାଇକେଲ ଯାତ୍ରା ଚେତାବନୀ

ଗୁଣପୁର, ୧୮/୭ (ସୁଜାତା ପାଢ଼ୀ): ଗୁଡାରି ୧୯୭୨ ମସିହାରେ ଏନ୍‌ଏସିର ମାନ୍ୟତା ପାଇଥିଲା। ଏହାଛଡ଼ା ଗୁଡାରି ବ୍ଲକ ୯ଟି ଗ୍ରାମପଞ୍ଚାୟତକୁ ନେଇ ଗଠିତ। ଏହା ଏକ ଆଦିବାସୀ…

ମାଉଜର,ଗଞ୍ଜେଇ ସହ ୬ ଗିରଫ ପୋଲିସକୁ ଚକମା ଦେଇ ଖସିଯାଉଥିଲେ

ଭଞ୍ଜନଗର,୧୮।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଅପରାଧି ଦମନରେ ବିଗତ କିଛି ମାସ ହେବ ଲାଗିପଡ଼ିଛି। ଏହିଭଳି ଶନିବାର ପୋଲିସ ଦୁଇଟି ମାମଲାରେ ୬ ଜଣଙ୍କୁ…

ଥମୁନି ଦାଦନ ଦୁଃଖ, କର୍ନାଟକରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

କୋକସରା,୧୮ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାମ ଅନ୍ବେଷଣରେ ବାହାର ରାଜ୍ୟକୁ ଦାଦନ ଖଟିବାକ ଯାଇଥିବା କଳାହାଣ୍ଡି ଜିଲା କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ଶରଧାପୁର ଗ୍ରାମର ଜଣେ…

ନିଟ୍-ୟୁଜି ପ୍ରବେଶିକାରେ ନିର୍ଲିପ୍ତାଙ୍କ କୃତିତ୍ୱ: ପରିଶ୍ରମର ମିଳିଲା ଫଳ

ଅମରପାଲି, ୧୮୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ଗ୍ରାମର ମେଧାବୀ ଛାତ୍ରୀ ନିର୍ଲିପ୍ତା କୁରକୁରିଆ ଚଳିତ ବର୍ଷର ନିଟ୍-ୟୁଜି (NEET-UG) ପ୍ରବେଶିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri