Posted inଜାତୀୟ

ଦିଲ୍ଲୀର ମୁଖାର୍ଜୀ ନଗର କୋଚିଂ ସେଣ୍ଟରରେ ଲାଗିଲା ନିଆଁ, ଥିଲେ ୪୦୦ ଛାତ୍ର

ନୂଆଦିଲ୍ଲୀ,୧୫।୬: ଦିଲ୍ଲୀର ମୁଖାର୍ଜୀ ନଗରରେ ଥିବା ଏକ ସଂସ୍କୃତ କୋଚିଂ ସେଣ୍ଟରରେ ନିଆଁ ଲାଗିଯିବା ଫଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। କୋଚିଂ ସେଣ୍ଟରରେ ଥିବା ଛାତ୍ରମାନେ ସେଠାରୁ ଡେଇଁ ଜୀବନ ବଞ୍ଚାଇଛନ୍ତି। ଖବର ପାଇଁ ୧୧ ଦମକଳ ଗାଡି ସେଠାରେ ପହଞ୍ଚିବା ସହ ଘଟଣାସ୍ଥଳରୁ ରଶି ଲଗାଇ ପିଲାମାନଙ୍କୁ ଉଦ୍ଧାର କରିଥିଲେ। ଏହି ଘଟଣାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଦମକଳ ବିଭାଗର ସୂଚନା ଅନୁଯାୟୀ ସମସ୍ତ ଛାତ୍ର ସୁରକ୍ଷିତ ଅଛନ୍ତି। ସମସ୍ତ ଛାତ୍ରଙ୍କୁ ଉଦ୍ଧାର କରାଯାଇ ସାରିଛି। କେହି ଗୁରୁତର ଆହତ ହୋଇ ନାହାନ୍ତି। ଏବେ ସ୍ଥିତି ନିୟନ୍ତ୍ରଣରେ ରହିଛି। ନିଆଁ ଲାଗିବା ସମୟରେ କୋଚିଂ ସେଣ୍ଟରରେ ପ୍ରାୟ ୪୦୦ ଛାତ୍ର ଥିଲେ। ଦମକଳ ଗାଡି ପହଞ୍ଚିବା ବେଳେକୁ କେତେଜଣ ଛାତ୍ର ନିଜେ ଡେଇଁ ପଡିବାରୁ ସାମାନ୍ୟ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

୫୦ହଜାର ଖସିଲାଣି ସୁନାଦର! ଏକ୍ସପର୍ଟ କହିଲେ ଆଗକୁ ଲକ୍ଷେ ତଳକୁ…

ନୂଆଦିଲ୍ଲୀ, ୨ା୭: ସୁନା ବଜାରରେ ଜାରି ରହିଥିବା ଦ୍ରୁତ ଅଭିବୃଦ୍ଧି ଏବେ ଓଲଟା ମୋଡ଼ ନେଇଛି। ଚଳିତ ବର୍ଷ ପ୍ରାରମ୍ଭରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ପ୍ରତି…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri