Posted inଜାତୀୟ

ଦିଲ୍ଲୀରେ ଖୋଲିବ ସିନେମା ହଲ୍‌

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀ ସରକାର ଅନ୍‌ଲକ-୮ ନେଇ ଶନିବାର ନୂଆ ଗାଇଡ୍‌ଲାଇନ ଜାରି କରିଛନ୍ତି। ଗାଇଡ୍‌ଲାଇନରେ ୩ଟି ବଡ଼ କଟକଣା କୋହଳ କରାଯାଇଛି। ଦିଲ୍ଲୀବାସୀଙ୍କ ଗମନାଗମନର ମାଧ୍ୟମ ସାଜିଥିବା ମେଟ୍ରୋ ଉପରେ ସମ୍ପୂର୍ଣ୍ଣ କଟକଣା କୋହଳ କରାଯାଇଛି। ୧୦୦ ପ୍ରତିଶତ ଯାତ୍ରୀଙ୍କୁ ନେଇ ଚାଲିବ ମେଟ୍ରୋ ଏବଂ ବସ୍‌। ଏହାସହ ଅଡିଟୋରିୟମ ଓ ସିନେମାହଲ ୫୦ ପ୍ରତିଶତ କ୍ଷମତା ସହ ଖୋଲିବାକୁ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି। ସେହିପରି ବାହାଘର ଓ ଅନ୍ତିମ ସଂସ୍କାରରେ ୧୦୦ ଲୋକ ଯୋଗଦେଇପାରିବେ ବୋଲି ଗାଇଡ୍‌ଳାଇନରେ ଉଲ୍ଳେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ପଦକ୍ଷେପ, ଶେଷ ହେବ ‘ଦୁଇ ସନ୍ତାନ’ ନିୟମ

ଇନ୍ଦୋର,୧୦।୬: ମଧ୍ୟପ୍ରଦେଶ ସରକାର ଚାକିରି ଆଶାୟୀ ଏବଂ ବର୍ତ୍ତମାନର ସରକାରୀ କର୍ମଚାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ମୋହନ ଯାଦବ ପ୍ରଶାସନ ୨୩ ବର୍ଷ ପୁରୁଣା ‘ଦୁଇ…

ସରକାରଙ୍କ ବଡ଼ ଘୋଷଣା: ମେଟ୍ରୋ, ବସ୍‌ରେ ଅଫିସ ଯିବାଆସିବା କରୁଥିବା କର୍ମଚାରୀଙ୍କୁ ମିଳିବ ଅଧିକ ଦରମା

ନୂଆଦିଲ୍ଲୀ,୧୦।୬: ଦିଲ୍ଲୀ ସରକାର ନିଜ କର୍ମଚାରୀଙ୍କ ହିତ ପାଇଁ ଏବଂ ବଢୁଥିବା ଇନ୍ଧନ (ଫ୍ୟୁଏଲ) ସଙ୍କଟର ମୁକାବିଲା କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର…

ମୀନାକ୍ଷୀ ନଟରାଜନଙ୍କ ନାମାଙ୍କନପତ୍ର ଖାରଜ, ଆଜି ହୋଇପାରେ ଆଲୋଚନା

ଭୋପାଳ,୧୦ା୬: ମଧ୍ୟପ୍ରଦେଶରୁ ରାଜ୍ୟ ସଭାରେ ଖାଲି ପଡ଼ିବାକୁ ଥିବା ୩ଟି ଆସନ ଲାଗି ନିର୍ବାଚନ ହେବାକୁ ଯାଉଥିବାବେଳେ ଭାଜପାର ଏକ ଅଭିଯୋଗ ଆଧାରରେ କଂଗ୍ରେସ ପ୍ରାର୍ଥୀ ମୀନାକ୍ଷୀ…

ନେହେରୁଙ୍କୁ ଟପିଲେ ମୋଦି: ଦେଶର ରାଜନୀତିରେ ନୂତନ ଅଧ୍ୟାୟ

ନୂଆଦିଲ୍ଲୀ,୧୦।୬: ଜୁନ ୧୦ ଅର୍ଥାତ୍‌ ଆଜି ଦେଶର ରାଜନୀତିରେ ଏକ ନୂତନ ଅଧ୍ୟାୟ ଲେଖାହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ…

ଜିନ୍‌ପିଙ୍ଗ୍‌ ଗଲେ କୋରିଆ

ବର୍ତ୍ତମାନ ସ୍ଥିତିରେ ବିଶ୍ୱରେ କେଉଁ ଦେଶ ଅଧିକ କ୍ଷମତାଶାଳୀ କହିବା କଷ୍ଟକର। ଦିନ ଥିଲା, ଆମେରିକା ଓ ରୁଷିଆ ସୁପରପାଓ୍ବାର ଭାବେ ରାଜୁତି କରୁଥିଲେ। ଚାଇନା ଶକ୍ତିଶାଳୀ…

ପ୍ରଥମ ୪ଟି ସିଲିଣ୍ଡର ଉପରେ ମିଳିବ ଏତିକି ଟଙ୍କା ସବସିଡି; ଜାଣନ୍ତୁ କ’ଣ ରହିଛି ନୂଆ ନିୟମ , କେଉଁ ସବୁ ଡକ୍ୟୁମେଣ୍ଟ ଜରୁରୀ?

ନୂଆଦିଲ୍ଲୀ, ୧୦।୬: କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ସୂଚିତ କରିଛି ଯେ ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା (PMUY) ଅଧୀନରେ ଉପଲବ୍ଧ ସବସିଡିଯୁକ୍ତ LPG ସିଲିଣ୍ଡର…

ଡିମେନ୍‌ସିଆ ଥିବା ଲୋକଙ୍କଠାରେ ଭିଟାମିନ ଅଭାବ

ନୂଆଦିଲ୍ଲୀ,୧୦।୬(ପିଟି):ସାଧାରଣ ଲୋକଙ୍କ ଅପେକ୍ଷା ସ୍ମୃତିଶକ୍ତି ହ୍ରାସ(ଡିମେନ୍‌ସିଆ) ରୋଗର ସମ୍ଭାବନା ଅଧିକ ଥିବା ଲୋକଙ୍କ ଠାରେ ଭିଟାମିନ ଅଭାବ ଅଧିକ ଦେଖାଯାଇଥାଏ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ତେଲଙ୍ଗାନାର…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri