Posted inଜାତୀୟ

ଏପ୍ରିଲ ୧୭ରେ ଦିଲ୍ଲୀ ବିଧାନସଭାର ବିଶେଷ ଅଧିବେଶନ

ନୂଆଦିଲ୍ଲୀ,୧୫।୪: ଦିଲ୍ଲୀ ବିଧାନସଭାରେ ୧୭ ଏପ୍ରିଲ(ସୋମବାର)କୁ ଦିନିକିଆ ବିଶେଷ ଅଧିବେଶନ ଡକାଯାଇଛି। ଏହି ବିଶେଷ ଅଧିବେଶନ ଦିଲ୍ଲୀ ସରକାରଙ୍କ ପକ୍ଷରୁ ଡକାଯାଇଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ସିବିଆଇ ପକ୍ଷରୁ ସମନ ମିଳିବା ପରେ ଏହି ବିଶେଷ ଅଧିବେଶନ ଡକାଯାଇଛି। ସୂଚନାଯୋଗ୍ୟ, ଆମ ଆଦମୀ ପାର୍ଟି(ଏଏପି)ର ସଂଯୋଜକ ତଥା ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ୧୬ ଏପ୍ରିଲ ସକାଳ ୧୧ଟାରେ ହାଜର ହେବାକୁ ସିବିଆଇ ନୋଟିସ ଦେଇଛି। ଏହାର ଗୋଟିଏ ଦିନ ପରେ ଅର୍ଥାତ୍‌ ସୋମବାର ୧୭ ଏପ୍ରିଲରେ ଦିଲ୍ଲୀ ବିଧାନସଭାର ବିଶେଷ ଅଧିବେଶନ ଡକାଯାଇଛି। ମୁଖ୍ୟମନ୍ତ୍ରୀ କେଜରିଓ୍ବାଲଙ୍କୁ ସମନ ମିଳିବା ପରେ ଏବେ ଏହାକୁ ନେଇ ରାଜନୀତି ବି ସକ୍ରିୟ ହୋଇଯାଇଛି। ଏବେ ଏହାକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଏଏପି ମଧ୍ୟରେ କଥା କଟାକଟି ଜାରି ରହିଛି। ଉଭୟ ଦଳ ପକ୍ଷରୁ ଜଣେ ଜଣକ ଉପରେ ଅଭିଯୋଗ-ପ୍ରତିଅଭିଯୋଗ ଲଗାଇ ଚାଲିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବେଚ୍ଛାଚାରୀ ଶାସକ ଭାବେ ପରିଚିତ ହିଟଲର୍‌ଙ୍କୁ ବି ହୋଇଥିଲା ପ୍ରେମ: ଜାଣନ୍ତୁ ତାଙ୍କ ରୋଚକ ପ୍ରେମକାହାଣୀ

ସତରେ ! ପ୍ରେମ କାହାକୁ ବି ହୋଇପାରେ, ସେଇଥିପାଇଁ ବୋଧେ ସମଗ୍ର ବିଶ୍ୱରେ କ୍ରୁର ଓ ସ୍ବେଚ୍ଛାଚାରୀ ଶାସକଭାବେ ପରିଚିତ ହିଟଲର୍‌ ବି ଏଥିରୁ ବାଦ୍‌ ଯାଇ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

‘ଆତଙ୍କବାଦ ଉପରେ ଦୋମୁହାଁ ମନୋଭାବ…,’ ମାଲେସିଆରେ ଏମିତି କହିଲେ ମୋଦି, ଶୁଣିଲେ ଉଡିବ ପାକିସ୍ତାନର ନିଦ

ନୂଆଦିଲ୍ଲୀ,୮।୨: ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସହ ଏକ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଏବଂ ମାଲେସିଆ ସେମାନଙ୍କର ସମ୍ପର୍କକୁ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri