ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ବଢ଼ାଇଲେ ରାଜ୍ୟ ସରକାର, ଅକ୍ଟୋବର ୧ ତାରିଖରୁ ହେବ ଲାଗୁ

ନୂଆଦିଲ୍ଲୀ,୧୯।୧୦: ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି କ୍ରମେ ଦିଲ୍ଲୀ ସରକାର ଦୁର୍ଗା ପୂଜା ଅବସରରେ ସାଧାରଣ ଶ୍ରମିକମାନଙ୍କ ମଜୁରୀ ବୃଦ୍ଧି କରିଛନ୍ତି। ଶ୍ରମିକ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଏହି ନୂଆ ମଜୁରୀ ଅକ୍ଟୋବର ୧ ତାରିଖରୁ ଲାଗୁ ହେବ। ନୂଆ ପାରିଶ୍ରମିକ ଲାଗୁ ହେବା ପରେ ବର୍ତ୍ତମାନ କୁଶଳୀ ଶ୍ରମିକ ମାନଙ୍କ ମାସିକ ମଜୁରୀ ୨୦,୯୦୩ ହଜାର ରୁ ୨୧,୨୧୫ ଟଙ୍କା ହେବ।

ସାମାନ୍ୟ କୁଶଳୀ ଶ୍ରମିକ ମାନଙ୍କର ପାରିଶ୍ରମିକ ବୃଦ୍ଧି ପାଇବା ପରେ ସେମାଙ୍କର ମଜୁରୀ ୧୮,୯୯୩ ଟଙ୍କାରୁ ୧୯,୨୭୯ ଟଙ୍କା ହେବ, ସେହିପରି ଅଣ କୁଶଳୀ ଶ୍ରମିକ ମାନଙ୍କର ମଜୁରୀ ୨୬୦ ଟଙ୍କା ବୃଦ୍ଧି ପାଇଛି, ଯାହା ଦ୍ୱାରା ବର୍ତ୍ତମାନ ସେମାନେ ମାସିକ ମଜୁରୀ ୧୭,୨୩୪ ଟଙ୍କାରୁ ୧୭, ୪୯୪ ଟଙ୍କା ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍‌ କାମ, ନହେଲେ ଉଠାଇପାରିବେନି ଟଙ୍କା?

ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ।…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ଅକ୍ଟୋବର ୧ରୁ ଏସବୁ ବ୍ୟାଙ୍କିଙ୍ଗ୍‌ କାମରେ ଲାଗିବ ଚାର୍ଜ, ଆକାଉଣ୍ଟରେ ଟଙ୍କା ରଖୁଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍‌ଲୀ,୨୨।୯:ସେପ୍ଟେମ୍ୱର ମାସ ଶେଷ ହେବାକୁ ଯାଉଛି ଏବଂ ଏବେ ଅକ୍ଟୋବର ମାସ ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ମାସ ଆରମ୍ଭ ହେବା ସହିତ ବ୍ୟାଙ୍କ ସହିତ ଜଡ଼ିତ…

ବଳାତ୍କାର ମାମଲାରେ କେଉଁ ରାଜ୍ୟ ଆଗରେ? ଓଡ଼ିଶାର ସ୍ଥିତି ଜାଣି ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ବିହାରର ଜମୁଇ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ନାବାଳିକା…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅକ୍ଟୋବର ୨ରୁ ମାଗଣାରେ ବସ୍‌ ଯାତ୍ରା

ନୂଆଦିଲ୍ଲୀ,୨୨।୯: ଆଗାମୀ ୨ ଅକ୍ଟୋବର ୨୦୨୬ରୁ ସମଗ୍ର ତାମିଲନାଡୁରେ ଲାଗୁ ହେବାକୁ ଥିବା ‘ଭେଟ୍ରି ପୟନମ’ ଯୋଜନା ଦ୍ୱାରା ପ୍ରତିଦିନ ପ୍ରାୟ ୮୪.୩୨ ଲକ୍ଷ ମହିଳା ପ୍ରତ୍ୟକ୍ଷ…

PM Kisan କୁ ନେଇ ବଡ଼ ଖବର, ଅକ୍ଟୋବରରୁ ଏମାନଙ୍କୁ ମିଳିବନି କିସ୍ତି ଟଙ୍କା; ଲିଷ୍ଟରୁ କଟିଲା ନାଁ!

ନୂଆଦିଲ୍‌ଲୀ,୨୨।୮: ଦେଶର କୋଟି କୋଟି ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନା ଏକ ବଡ଼ ସାହାଯ୍ୟରୁ କମ ନୁହେଁ। ୨୩ତମ କିସ୍ତି ମିଳିବା…

ରାଜନୀତିରେ ହଇଚଇ! ଗରବାକୁ ନେଇ ଭାଜପା ବିଧାୟକଙ୍କ ବିବାଦୀୟ ବୟାନ, ଭଉଣୀ-ଝିଅଙ୍କୁ…

ନୂଆଦିଲ୍ଲୀ,୨୨।୯: ନବରାତ୍ରି ପୂର୍ବରୁ ଗରବା କାର୍ଯ୍ୟକ୍ରମରେ ମୁସଲିମଙ୍କ ପ୍ରବେଶକୁ ନେଇ ମହାରାଷ୍ଟ୍ରରୁ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ମୁମ୍ବାଇର ବୋରିଭଲିରେ ହେବାକୁ ଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?