Posted inଜାତୀୟ

କୃଷକ ଆନ୍ଦୋଳନର ୧୭ ମାମଲା ଫେରାଇ ନେବେ ଦିଲ୍ଲୀ ସରକାର…

ନୂଆଦିଲ୍ଲୀ,୧।୩ : ଗତ ବର୍ଷ କୃଷକ ଆନ୍ଦୋଳନ ସମୟରେ ରୁଜୁ ହୋଇଥିବା ୧୭ ମାମଲାକୁ ଦିଲ୍ଲୀ ସରକାର ଫେରାଇ ନେବେ। ଦିଲ୍ଲୀ ପୋଲିସ ପକ୍ଷରୁ ରୁଜୁ ହୋଇଥିବା ଏହି ମାମଲାଗୁଡ଼ିକୁ ଫେରାଇ ନେବାକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ସରକାର ମଞ୍ଜୁରୀ ଦେଇଛନ୍ତି।

ଏହି ମାମଲାଗୁଡ଼ିକ ମଧ୍ୟରେ ସାଧାରଣତନ୍ତ୍ର ଦିବସ ଅବସରରେ ହୋଇଥିବା ଏକ ହିଂସା ମାମଲା ମଧ୍ୟ ରହିଛି। ଦିଲ୍ଲୀ ସରକାରଙ୍କ ପକ୍ଷରୁ ଏନେଇ ମଙ୍ଗଳବାର ସୂଚନା ପ୍ରଦାନ କରାଯାଇଛି। ଉପରାଜ୍ୟପାଳ ଅନୀଲ ବୈଜଲଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାନୁୟାରୀ ୩୧ରେ ରାଜ୍ୟ ଗୃହମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ୍‌ଙ୍କ ନିକଟକୁ ପଠାଯାଇଥିବା ମାମଲାଗୁଡ଼ିକର ସମ୍ପର୍କିତ ଫାଇଲକୁ ସୋମବାର ଆଇନ ବିଭାଗ ସହିତ ଆଲୋଚନା ପରେ ମଞ୍ଜୁରୀ ମିଳିଛି।

ଦିଲ୍ଲୀ ପୋଲିସ ପକ୍ଷରୁ ୨୦୨୦ ନଭେମ୍ବରଠାରୁ ୨୦୨୧ ଡିସେମ୍ବର ମଧ୍ୟରେ ୫୪ ମାମଲା ରୁଜୁ କରାଯାଇଥିଲା। ସେଥିମଧ୍ୟରୁ ୧୭ ମାମଲା ଫେରାଇ ନେବାକୁ ପୋଲିସ ବିଭାଗ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିହାର ନିର୍ବାଚନ: ଭାଜପା-ଜେଡ଼ିୟୁ ମଧ୍ୟରେ ଆସନ ବୁଝାମଣାରେ ସହମତି !

ପାଟନା, ୨୮।୯: ବିହାର ବିଧାନ ସଭା ନିର୍ବାଚନ ପାଇଁ ଭାଜପା ଏବଂ ଜେଡ଼ିୟୁ ମଧ୍ୟରେ ଆସନ ବୁଝାମଣାରେ ସହମତି ପ୍ରକାଶ ପାଇଥିବା କୁହାଯାଉଛିି। ରାଜ୍ୟରେ ମୋଟ...

୩ ହଜାର ଜୁନିଅର ଡାକ୍ତର ଦେଲେ ଇସ୍ତଫା

ଭୋପାଳ,୪।୬: ମଧ୍ୟପ୍ରଦେଶରେ ବିଭିନ୍ନ ଦାବି ନେଇ ୬ଟି ମେଡିକାଲ କଲେଜର ଡାକ୍ତରମାନେ ହରତାଳ କରିଥିଲେ। ମାମଲା ହାଇକୋର୍ଟରେ ପହଞ୍ଚିଥିଲା। ଗୁରୁବାର ରାଜ୍ୟର ୬ ଟି ସରକାରୀ...

ସଂସ୍କୃତ କହିଲେ ହେବନାହିଁ ଡାଇବେଟିସ-କୋଲେଷ୍ଟରଲ: ଭାଜପା ନେତା

ନୂଆଦିଲ୍ଲୀ,୧୩।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ଏମ୍‌ପି ଗଣେଶ ସିଂ ଏମିତି ଏକ ବୟାନ ଦେଇଛନ୍ତି ଯାହା ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି। ମଧ୍ୟ...

ଏବେ ବି ବଙ୍ଗଳା ଛାଡ଼ି ନାହାନ୍ତି ପୂର୍ବତନ ଏମ୍‌ପି

ନୂଆଦିଲ୍ଲୀ,୭ା୧୦(ପି.ଟି.): ଷୋଡ଼ଶ ଲୋକ ସଭା ଭଙ୍ଗ ହେବା ୫ ମାସ ବିତିଲାଣି। ବାରମ୍ବାର ତାଗିଦ୍‌ ସତ୍ତ୍ୱେ ଏବେ ବି ପାଖାପାଖି ୫୦ ପୂର୍ବତନ ଏମ୍‌ପି ସରକାରୀ...

ଆସାନସୋଲ୍‌ରେ ଭାଜପାକର୍ମୀଙ୍କ ଉପରେ ଲାଠି ଚାର୍ଜ

କୋଲକତା, ୨୯।୪: ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ଅଶାନ୍ତ ହୋଇଛି ଆସାନସୋଲ୍‌। ଏଠାରେ କେତେକ ବୁଥ୍‌ରେ କେନ୍ଦ୍ରୀୟ ଫୋର୍ସ ମୁତୟନ ହୋଇ ନାହାଁନ୍ତି। ସେ ସବୁ ବୁଥ୍‌...

କରୋନାରେ ଆଖିବୁଜିଲେ ଏହି ସୁପରଷ୍ଟାର

ଗୁଜୁରାଟୀ ଫିଲ୍ମର ସୁପରଷ୍ଟାର ନରେଶ କାନୋଡିୟାଙ୍କର ୭୭ ବର୍ଷ ବୟସରେ ପରଲୋକ ଘଟିଛି। କରୋନାରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। କରୋନାରେ ଆକ୍ରାନ୍ତ...

ବିଲ୍‌କିସ୍‌ ମାମଲା: ସତ୍ୟପାଠ ଉପରେ ଜବାବ ଦାଖଲ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୯ା୧୦(ପି.ଟି.): ୨୦୦୨ ଗୁଜରାଟ ଦଙ୍ଗା ବେଳେ ବିଲ୍‌କିସ ବାନୋ ଗଣବଳାତ୍କାର ଓ ତାଙ୍କ ପରିବାରର ୭ ଜଣଙ୍କୁ ହତ୍ୟା ମାମଲାରେ ୧୧ ଦୋଷୀଙ୍କୁ କ୍ଷମା ପ୍ରଦାନ...

ଚା’ ଦୋକାନ ପାଲଟିଛି ଲେଖକଙ୍କ ଆଲୋଚନା ସ୍ଥଳି

ଥିରୁଭାନନ୍ତପୁରମ୍‌: ସାଧାରଣତଃ କୌଣସି ବହିକୁ ନେଇ ଚର୍ଚ୍ଚା ହେଉ ଅବା ଲେଖକଙ୍କ ସମ୍ମିଳନୀ ଏହିସବୁ ବହି ଦୋକାନରେ କି କୌଣସି ଅନୁଷ୍ଠାନ ବା ଅଡିଟୋରିୟମରେ ହୋଇଥାଏ।...

Advertisement
Archives

Model This Week