Posted inଜାତୀୟ

ବିଦ୍ୟୁତ ଚାଳିତ ଯାନ ଉପରେ ଟ୍ୟାକ୍ସ ଛାଡ଼ କଲେ ଏହି ସରକାର

ନୂଆଦିଲ୍ଲୀ, ୧୧।୧୦: ଜାତୀୟ ରାଜଧାନୀରେ ବାୟୂ ପ୍ରଦୂଷଣର ବଢ଼ୁଥିବା ବିପଦକୁ ନଜରରେ ରଖି ଦିଲ୍ଲୀ ସରକାର ପ୍ରଦୂଷଣ ରୋକିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ବିଦ୍ୟୁତ ଚାଳିକ ଯାନ ଉପରେ ସଡ଼କ ଟିକସ ଛାଡ଼ କରିବାକୁ ଦିଲ୍ଲୀ ସରକାରଙ୍କ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଦିଲ୍ଲୀ ପରିବହନ ମନ୍ତ୍ରୀ କୈଳାସ ଗେହଲଟ୍‌ କହିଛନ୍ତି ଯେ, ଦିଲ୍ଲୀ ସରକାର ଏହାର ନୂତନ ବିଦ୍ୟୁତ ଚାଳିତ ଯାନ ନୀତି ଅନୁଯାୟୀ ବ୍ୟାଟେରୀ ଚାଳିତ ଯାନ ଉପରେ ସଡ଼କ ଟିକସ ଛାଡ଼ କରିଛନ୍ତି। ଏଥିସହିତ ପଞ୍ଜିକରଣ ଶୁଳ୍କ ଛାଡ଼ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି। ପଞ୍ଜିକରଣ ଶୁଳ୍କ ଛାଡ଼ ପାଇଁ ଲୋକଙ୍କ ମତାମତ ନିଆଯାଉଛି। ୩ ଦିନ ମଧ୍ୟରେ ଲୋକଙ୍କ ପରାମର୍ଶ ଆସିବା ପରେ ତାକୁ ମଧ୍ୟ ଛାଡ଼ କରାଯିବ ବୋଲି ମନ୍ତ୍ରୀ ଏହି ଅବସରରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ...

ବଢ଼ିବ ବିଧାୟକ, ମନ୍ତ୍ରୀଙ୍କ ଦରମା: ଜାଣନ୍ତୁ କେତେ ହେବ…

ଭୁବନେଶ୍ୱର,୧୦ା୧୨(ରବିନାରାୟଣ ଜେନା): ବିଧାୟକ, ମନ୍ତ୍ରୀ ଓ ବାଚସ୍ପତିଙ୍କ ଦରମା ବଢ଼ିବ । ଦରମା ବୃଦ୍ଧି ନେଇ ଦୀର୍ଘଦିନ ଧରି ହୋଇଆସୁଥିବା ଦାବି ସମ୍ପର୍କିତ ବିଲ୍‌ ମଙ୍ଗଳବାର...

ଧାନବିକ୍ରି ସମସ୍ୟା ଅସମାହିତ: କଟ୍‌ନୀଛଟ୍‌ନୀକୁ ସରକାରୀ ମୋହର

ବରଗଡ଼/ଅତାବିରା/ ଗୋଡ଼ଭଗା/, ୧୦।୧୨(ପ୍ରେମାନନ୍ଦ ଖମାରୀ/ ଯୁଧିଷ୍ଠିର ମହାପାତ୍ର/ ସୁରେଶ ଦାଶ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ମଙ୍ଗଳବାର ୧୨ଦିନ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଜିଲାରେ...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri