Posted inଜାତୀୟ

ରାଜଧାନୀରେ ଜିମ ମାଲିକଙ୍କୁ ଅଫିସରେ ପଶି ହତ୍ୟା

ନୂଆଦିଲ୍ଲୀ,୩୧ ।୧୨: ରାଜଧାନୀ ଦିଲ୍ଲୀରେ ଜଣେ ଜିମ ମାଲିକଙ୍କୁ ହତ୍ୟା କରାଯାଇଛି । ପୋଲିସର ସୂଚନା ଅନୁଯାୟୀ, ଇଷ୍ଟ ଦିଲ୍ଲୀରେ ଥିବା ଏନର୍ଜିି ଜିମର ମାଲିକ ମହେନ୍ଦ୍ର ଅଗ୍ରୱାଲଙ୍କୁ ତାଙ୍କ ଅଫିସରେ ପଶି ୩ ଜଣ ଦୁର୍ବୁତ୍ତ ଶୁକ୍ରବାର ଗୁଳିକରି ହତ୍ୟା କରିଛନ୍ତି । ମହେନ୍ଦ୍ରଙ୍କ ଶରୀରରେ ୩ଟି ଗୁଳି ବାଜିଥିବା ବେଳେ ତାଙ୍କ ମୁଣ୍ଡରେ ଗୋଟିଏ ଗୁଳି ବାଜିଥିବା ପୋଲିସ କହିଛି ।
ସୂଚନାଯୋଗ୍ୟ, ଶୁକ୍ରବାର ମହେନ୍ଦ୍ର ଅଗ୍ରୱାଲ ତାଙ୍କ ଅଫିସରେ କାମ କରୁଥିଲେ । ଏହି ସମୟରେ ୩ ଜଣ ଦୁର୍ବୁତ୍ତ ୩୦ ଡିସେମ୍ବର ଶୁକ୍ରବାର ରାତି ପ୍ରାୟ ୮ଟା ସମୟରେ ତାଙ୍କୁ ଗୁଳି କରିଥିଲେ । ମହେନ୍ଦ୍ରଙ୍କର ବିଭିନ୍ନ ସ୍ଥାନରେ ଜିମ ଥିବା ବେଳେ ସେ ଜିମ ସହ ଜଡିତ ଉପକରଣର ବ୍ୟବସାୟ ବି କରୁଥିଲେ । ଏନର୍ଜି ଜିମ ପ୍ରିତ ବିହାରର ବିକାଶ ମାର୍ଗରେ ଅବସ୍ଥିତ । ଏବେ ପୋଲିସ ଏହି ଘଟଣାର ଯାଞ୍ଚ ଆରମ୍ଭ କରିଥିବା ବେଳେ କ୍ରାଇମ ବ୍ରାଞ୍ଚର ଏକ ଟିମ ମଧ୍ୟ ଘଟଣାର ଯାଞ୍ଚ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri