ଦିଲ୍ଲୀକୁ ୧୯୬ ରନ୍‌ର ଟାର୍ଗେଟ୍‌

ମୁମ୍ବାଇ,୧।୫: ଆଇପିଏଲ ୨୦୨୨ର ୪୫ତମ ମ୍ୟାଚ ଲକ୍ଷ୍ନୌ ସୁପର ଜିଆଣ୍ଟସ (ଏଲ୍‌ଏସ୍‌ଜି) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ମଧ୍ୟରେ ଖେଳାଯାଉଛି। ପ୍ରଥମେ ଟସ୍‌ ଜିତି ବ୍ୟାଟିଂ କରିଥିବା ଲକ୍ଷ୍ନୌ ୩ ଉଇକେଟ୍‌ ହରାଇ ୧୯୫ ରନ୍‌ କରିଛି। ଫଳରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୧୯୬ ରନ୍‌ର ବିଜୟ ଲକ୍ଷ୍ୟ ମିଳିଛି। ଲକ୍ଷ୍ନୌ ପକ୍ଷରୁ ଅଧିନାୟକ କେ.ଏଲ୍‌. ରାହୁଲ ସର୍ବାଧିକ ୫୧ ବଲ୍‌ରେ ୭୭ ରନ୍‌ର ପାଳି ଖେଳିଥିଲେ। ସେହିପରି ଦୀପକ ହୁଡା ୫୨, ଡିକକ୍‌ ୨୩, ଷ୍ଟୋଇନିସ୍‌ ୧୭ ରନ୍‌ କରିଥିଲେ। ଦିଲ୍ଲୀ ପକ୍ଷରୁ ଶାର୍ଦ୍ଦୁଳ ଠାକୁର ୩ ଉଇକେଟ୍‌ ନେଇଥିଲେ।
ଲକ୍ଷ୍ନୌ ଦଳ ଏବେ ଭଲ ଫର୍ମରେ ଚାଲିଛି ଏବଂ ଏ ପର୍ଯ୍ୟନ୍ତ ନଅ ମ୍ୟାଚ ମଧ୍ୟରୁ ୬ଟି ଜିତିଛି। ପଏଣ୍ଟ ଟେବୁଲରେ ଦଳ ତୃତୀୟ ସ୍ଥାନରେ ରହିଛି। ଏଥି ସହିତ ଦିଲ୍ଲୀ ଦଳ ଚଳିତ ସିଜନରେ ସଂଘର୍ଷ କରୁଥିବା ଜଣାପଡିଛି। ସେମାନେ ଆଠଟି ମ୍ୟାଚ ମଧ୍ୟରୁ ୪ଟି ଜିତିଛି ଏବଂ ପଏଣ୍ଟ ଟେବୁଲରେ ଷଷ୍ଠ ସ୍ଥାନରେ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri