Posted inଜାତୀୟ

ଦିଲ୍ଲୀ ସ୍ବାସ୍ଥ୍ୟ ମନ୍ତ୍ରୀ ଗିରଫ

ନୂଆଦିଲ୍ଲୀ,୩୦।୫: ବେଆଇନ୍‌ ଅର୍ଥ କାରବାରରେ ଦିଲ୍ଲୀ ସ୍ବାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦର ଜୈନ ସୋମବାର ଗିରଫ ହୋଇଛନ୍ତି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦ୍ୱାରା ତାଙ୍କୁ ଗିରଫ କରାଯାଇଛି। ଏହା ପୂର୍ବରୁ ଏହି ମାମଲାରେ ଇଡି ତାଙ୍କୁ ଅନେକ ଥର ଜେରା କରିଥିଲା। ଶେଷରେ ଆଜି ତାଙ୍କୁ ଗିରଫ କରାଯାଇଛି।
ସୂଚନାନୁସାରେ, ୨୦୧୫-୧୬ରେ ଜୈନ ଜଣେ ସରକାରୀ ଅଧିକାରୀ ଭାବେ କାମ କରୁଥିଲେ। ଏହି ସମୟରେ ତାଙ୍କ ମାଲିକାନାରେ ଥିବା ଗୋଟିଏ କମ୍ପାନୀ ହାୱାଲା ନେଟୱର୍କ ଜରିଆରେ ପ୍ରାୟ ୪.୮୧ କୋଟି ଟଙ୍କା ଜବତ କରିଥିଲା। ଶେଲ କମ୍ପାନୀଗୁଡ଼ିକ ଦ୍ୱାରା ଏପରି କାରବାର ହୋଇଥିବା ଇଡି ତଦନ୍ତରୁ ଜାଣିବାକୁ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହସାଇ ହସାଇ ବେଦମ କରୁଛି ବିକ୍ଷୋଭ ସମୟରେ ଆରଏଏଫ (RAF) ଯବାନ ଗୋଡ଼ାଇ ଗୋଡ଼ାଇ ଧରିଥିବା ସବୁଠାରୁ ଛୋଟ ‘କକରୋଚ’ର Video

ନୂଆଦିଲ୍ଲୀ,୧୧।୧୦: ଅକ୍ଟୋବର ୧୦ ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ‘କକରୋଚ ଜନତା ପାର୍ଟି’ (CJP)ର ଏକ ବିକ୍ଷୋଭ ପ୍ରଦର୍ଶନ ସମୟରେ ଏପରି ଏକ ଦୃଶ୍ୟ ଦେଖିବାକୁ…

ଆସିଲା କଡ଼ା ନିୟମ: ସୋସିଆଲ ମିଡିଆକୁ ମନଇଚ୍ଛା କରିପାରିବେନି ବ୍ୟବହାର, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୧ା୧୦: ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ ଆଣିଛି ନ୍ୟାଶନାଲ ମେଡିକାଲ କମିଶନ(NMC)। ଏନ୍‌ଏମ୍‌ସି ଦ୍ୱାରା ଜାରି ହୋଇଥିବା କଡ଼ା ନିୟମ ଅନୁଯାୟୀ, ଦେଶର ଡାକ୍ତର…

‘ନା ବାରିକେଡ ଲଗାଇପାରିବେ, ନା ଇଣ୍ଟରନେଟ ବନ୍ଦ କରିପାରିବେ’: CJP ବିକ୍ଷୋଭ ମାମଲାରେ ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟଙ୍କ କଡ଼ା ତାଗିଦ

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟରେ ଆଜି CJP ବିକ୍ଷୋଭ (ପ୍ରୋଟେଷ୍ଟ) ସମ୍ପର୍କିତ ଆବେଦନଗୁଡ଼ିକର ଶୁଣାଣି ହୋଇଛି, ଯେଉଁଥିରେ ବିକ୍ଷୋଭ କାରଣରୁ ମେଟ୍ରୋ ଏବଂ ଟ୍ରେନ ସେବା ବନ୍ଦ ରଖିବା ନିର୍ଦ୍ଦେଶକୁ…

‘ମୋତେ ଗିରଫ ନୁହେଁ ଅପହରଣ କରାଯାଇଥିଲା…’ ମୁକୁଳିବା ପରେ ପାର୍ସପୋର୍ଟ ଦେଖାଇ ବଡ଼ କଥା କହିଲେ…

ନୂଆଦିଲ୍ଲୀ: ‘କକ୍ରୋଚ୍ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନରେ ଯୋଗଦେବାକୁ ଆସିଥିବା ୟୁଟ୍ୟୁବର୍ ଧ୍ରୁବ ରାଠୀଙ୍କୁ ପୋଲିସ ହାଜତରୁ ଛାଡ଼ିଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ପୋଲିସ…

ବଡ଼ ସର୍ତ୍ତ ସହ ଅଭିଜିତ ଦୀପକେ, ସୌରଭ ଦାସ,ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି, ଜାଣନ୍ତୁ ଏହା କ’ଣ

ନୂଆଦିଲ୍ଲୀ,୧୧।୧୦: ‘କକରୋଚ ଜନତା ପାର୍ଟି’ (CJP)ର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି। ତେବେ, ସେମାନଙ୍କ ମୁକ୍ତି ଏକ ସର୍ତ୍ତ…

ନେପାଳରେ ପୁଣି ଜଳପ୍ରଳୟ! ଶୋଇଥିଲେ ଲୋକେ, ହଠାତ ଭାସିଗଲା ୩ ପୋଲ, ଅନେକ ଘରେ ପଶିଲା ପାଣି

କାଠମାଣ୍ଡୁ,୧୧।୧୦: ନେପାଳର ଗୋରଖା ଜିଲାର ବୁଢ଼ୀ ଗଣ୍ଡକୀ ନଦୀରେ ହଠାତ ଆସିଥିବା ପ୍ରବଳ ବନ୍ୟା ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଏଥିରେ ତିନୋଟି ପୋଲ ଭାସିଯାଇଥିବା ବେଳେ ବନ୍ୟାଜଳ…

ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?