Posted inଜାତୀୟ

ସୁସ୍ଥ ଜୀବନ ବଞ୍ଚିବାର ବାଟ ଦେଖାଇଛି ଆୟୁର୍ବେଦ: ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୪ ।୧୦: ଦିଲ୍ଲୀର ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ କହିଛନ୍ତି ଆୟୁର୍ବେଦ ଲୋକଙ୍କୁ ସୁସ୍ଥ ଜୀବନ ବଞ୍ଚିବାର ବାଟ ଦେଖାଇଛି । ଏହା କେବଳ ରୋଗ ଉପଶମ କରିବାର ମାଧ୍ୟମ ନୁହେଁ ବରଂ ଏହାଦ୍ୱାରା ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବି ବୃଦ୍ଧି ପାଇଥାଏ । ସେ କହିଛନ୍ତି ସବୁଲୋକ ଆୟୁର୍ବେଦକୁ ଅଧିକରୁ ଅଧିକ ଭାବେ ଗ୍ରହଣ କରିନେବା ଉଚିତ । ଏହା ଆପଣଙ୍କ ସମ୍ପୂର୍ଣ୍ଣ ପରିବାରକୁ ସୁସ୍ଥ ରଖିବାରେ ସହାୟକ ହେବ । ଆର‌୍ୟୁବ୍ୟାଙ୍କକୁ ସବୁଜ ପତାକା ଦେଖାଇବା ଅବସରରେ ସ୍ୱାସ୍ଥ୍ୟମନ୍ତ୍ରୀ ଏହା କହିଛନ୍ତି । ଆମର ଜୀବନ ଶୈଳି ବଦଳିବା ସହ ଆମେ ଭିନ୍ନ ଭିନ୍ନ ନୂଆ ନୂଆ ରୋଗରେ ଆକ୍ରାନ୍ତ ହେଉଛୁ । ଏଥିରୁ ଦୂରେଇ ରହିବାକୁ ହେଲେ ଆମେ ଆୟୁର୍ବେଦକୁ ଆପଣେଇ ନେବା ଭଲ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି । ଏଥିପାଇଁ ଜଣେ ବ୍ୟକ୍ତି ପ୍ରତିଦିନ ୩-୪ କିଲୋମିଟର ଚାଲିବା ଭଲ । ଏହାଦ୍ୱାରା ଶରୀରର ରକ୍ତ ସଂଚାଳନ ଠିକ୍ ରହିବା ସହ ହୃଦରୋଗ ଭଳି ମାରାତ୍ମକ ରୋଗ ଦୂରେଇ ଯାଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିକ୍ସ୍‌ ସମ୍ମିଳନୀରେ ଯୋଗଦେବା ପାଇଁ ବ୍ରାଜିଲ୍‌ ଯିବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୧୧: ବ୍ରାଜିଲ୍‌ରେ ହେବାକୁ ଥିବା ୧୧ତମ ବ୍ରିକ୍ସ୍‌ ଶିଖର ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନଭେମ୍ବର ୧୩ ଓ ୧୪ ଦୁଇ ଦିନ ଧରି...

୨୮୦ କୋଟି ଟଙ୍କାର ହେରୋଇନ୍‌ ଜବତ

ଗାନ୍ଧିନଗର,୨୫।୪: ଆରବ ସାଗରରୁ ପାକିସ୍ତାନୀ ଡଙ୍ଗାକୁ ଧରିବା ପାଇଁ ଭାରତୀୟ ତଟରକ୍ଷୀ ବାହିନୀ ଏବଂ ଗୁଜରାଟ ଏଟିଏସକୁ ଗୁଳି ଚଳାଇବାକୁ ପଡିଛି। ପାକ ଡଙ୍ଗାରେ ଥିବା...

ବିମାନବନ୍ଦରରୁ ଖାଲିସ୍ତାନ ଆତଙ୍କବାଦୀ ଗିରଫ

ନୂଆଦିଲ୍ଲୀ,୨୩।୧୨-ନୂଆଦିଲ୍ଲୀସ୍ଥିତ ଇନ୍ଦିରା ଗାନ୍ଧୀ ବିମାନବନ୍ଦରରୁ ବୁଧବାର ଏନଆଇଏ ଜଣେ ଖାଲିସ୍ତାନ ଆତଙ୍କବାଦୀକୁ ଗିରଫ କରିଛି। ସେ ହେଲା ଗୁରଜିତ ସିଂହ ନିଜ୍ଜର। ପୁଣେ ଖଲିସ୍ତାନୀ ମାମଲାରେ...

ରାଷ୍ଟ୍ରପତି ନିର୍ବାଚନ ନେଇ ଚିନ୍ତା କରାଯାଇନି

ନୂଆଦିଲ୍ଲୀ, ୩୦ା୩: ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସଂସଦକୁ ଯାଇ ଦଳୀୟ ଏମ୍‌ପିଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି।...

କୃଷକଙ୍କ ସପକ୍ଷରେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୫।୯: କୃଷି ଆଇନକୁ ବିରୋଧ କରି ଉତ୍ତରପ୍ରଦେଶର ମୁଜାଫାନଗରଠାରେ କୃଷକମାନେ ରବିବାର ପ୍ରତିବାଦ କରି ମହାପଞ୍ଚାୟତରେ ବସିଥିଲେ। ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲା ସମ୍ୟୁକ୍ତ କିଷାନ...

୨୦୨୧ ଜନଗଣନା ପରେ ସାରା ଦେଶରେ ଲାଗୁ ହେବ ଏନ୍‌ଆର୍‌ସି

ନୂଆଦିଲ୍ଲୀ,୨।୧୧: ରାଷ୍ଟ୍ରୀୟ ସ୍ତରରେ ୨୦୨୧ରେ ଜନ ଗଣନା ସରିବା ପରେ ସାରା ଦେଶରେ ଆସାମ ଭଳି ରାଷ୍ଟ୍ରୀୟ ଜନସଂଖ୍ୟା ରେଜିଷ୍ଟର(ଏନ୍‌ଆର୍‌ସି) ଲାଗୁ କରାଯିବ ବୋଲି ଜଣାପଡିଛି।...

ଟିକା ପାଇଁ ପ୍ରାଇଭେଟ ହସ୍ପିଟାଲ କେତେ ଚାର୍ଜ କରିପାରିବେ

ନୂଆଦିଲ୍ଲୀ,୮।୬: କୋଭିଡ୍‌ ଟିକାକରଣ ପାଇଁ ପ୍ରାଇଭେଟ ହସ୍ପିଟାଲ କେତେ ଚାର୍ଜ କରିପାରିବେ, ତା’ର ମୂଲ୍ୟ ମଙ୍ଗଳବାର ନିର୍ଦ୍ଧାରିତ କରିଛନ୍ତି କେନ୍ଦ୍ର ସରକାର। ଏହା ଅନୁଯାୟୀ, କୋଭିଶିଲ୍ଡ...

ଦିଦିଙ୍କ ବିଜୟ…

କୋଲକାତା,୩।୧୦: ପଶ୍ଚିମବଙ୍ଗର ଭବାନୀପୁର ବିଧାନସଭା ଆସନରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ପ୍ରିୟଙ୍କା ଟିବରେଓ୍ବାଲଙ୍କଠାରୁ ୫୮,୮୩୨...

Advertisement
Archives

Model This Week