Posted inଜାତୀୟ

କରୋନାରେ ବାପାଙ୍କୁ ହରାଇଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨।୫: ଦେଶର ରାଜଧାନୀ ନୂଆଦିଲ୍ଲୀରେ କରୋନା ପରିସ୍ଥିତି ଅଣାୟତ୍ତ ହୋଇପଡିଛି। କରୋନା ଦ୍ୱାରା କେବଳ ସାଧାରଣ ଲୋକ ନୁହେଁ, ଅନେକ ବଡ ବଡ ସେଲିବ୍ରିଟି ମଧ୍ୟ ଏହାର ଶିକାର ହେଉଛନ୍ତି। ରବିବାର ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ବାପା କରୋନାରେ ପ୍ରାଣ ହରାଇଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌ ଟୁଇଟର୍‌ ଯୋଗେ ସୂଚନା ଦେଇଛନ୍ତି। ଏହାସହ ସେ ଶୋକ ବ୍ୟକ୍ତ କରି କହିଛନ୍ତି, ଏହା ଏକ ଅତ୍ୟନ୍ତ ଦୁଃଖଦ ଖବର, ସତ୍ୟେନ୍ଦ୍ର ଜୈନ ୨୪ ଘଣ୍ଟା ଦିଲ୍ଲୀ ଲୋକଙ୍କ ପାଇଁ କାର୍ଯ୍ୟ କରୁଛନ୍ତି। ତାଙ୍କ ବାପାଙ୍କ ଏଭଳି ଅକାଳ ବିୟୋଗରେ ମୁଁ ମର୍ମାହତ। ତାଙ୍କ ଆତ୍ମାର ସଦଗତି କାମନା କରୁଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନାବେଡ଼ା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ: ଭିଡିଓ ଭାଇରାଲ ହେବା ପରେ…

ନୂଆପଡ଼ା,୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବାଘ ରାସ୍ତାରେ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ…

ସହାୟତା ନୀତି: ଚାଷୀ ଅଲୋଡ଼ା

ଭୁବନେଶ୍ୱର, ୫ା୮(ରବିନାରାୟଣ ଜେନା): ବନ୍ୟା, ବାତ୍ୟା ଭଳି ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟରେ ଚାଷୀଙ୍କ ଫସଲ ନଷ୍ଟ ହେଲେ ସରକାରଙ୍କ ପକ୍ଷରୁ ମିଳୁଥିବା ସହାୟତା ଅତ୍ୟନ୍ତ ନଗଣ୍ୟ। ମାତ୍ର…

ଦ୍ୱିଅର୍ଥବୋଧକ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ୍‌ଙ୍କୁ ଗିରଫ ପରେ ଜାମିନ

ଚେନ୍ନାଇ,୫ା୮: ଲୋକପ୍ରିୟ ଅଭିନେତ୍ରୀ ତ୍ରିଶାଙ୍କୁ ଇଙ୍ଗିତ କରି ଓ ତାଙ୍କ ସମ୍ମାନ ଏବଂ ନାରୀତ୍ୱକୁ ଅପମାନିତ କରି ଦ୍ୱିଅର୍ଥବୋଧକ ମନ୍ତବ୍ୟ ଦେବା ଅଭିଯୋଗରେ ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ…

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri