Odisha Elections 2024

ପ୍ରଶଂସକଙ୍କୁ ଝଟକା, ବିଗ୍‌ବସ ୧୭କୁ ନେଇ ଦିଲ୍ଲୀ ହାଇକୋର୍ଟ ଶୁଣାଇଲେ ବଡ ନିଷ୍ପତ୍ତି

ନୂଆଦିଲ୍ଲୀ,୧୯।୧୦: ଆଜିକାଲି ବିଗ୍‌ବସ ସିଜନ ୧୭ ବହୁତ ଉତ୍ସାହର ସହିତ ଚାଲିଛି। କିନ୍ତୁ ନିକଟରେ ଏହି ଶୋ’ ବିଷୟରେ ଏପରି ଖବର ଆସିଛି ଯାହା ପ୍ରଶଂସକଙ୍କୁ ଚକିତ କରିପାରେ। ନିକଟରେ ଦିଲ୍ଲୀ ହାଇକୋର୍ଟ ଏହି ଶୋ’ର ଅବୈଧ ପ୍ରସାରଣ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି।

ରିପୋର୍ଟ ଅନୁଯାୟୀ ଭିଆକମ ୧୮ ମିଡିଆ ପ୍ରାଇଭେଟ ଲିମିଟେଡ ଦିଲ୍ଲୀ ହାଇକୋର୍ଟରେ ଏକ ପିଟଶନ ଦାଖଲ କରିଛି। ଯେଉଁଥିରେ ଦର୍ଶାଯାଇଛି ଯେ, ଅନେକ ୱେବସାଇଟ ଏହି ଶୋ’କୁ ଅବୈଧ ଭାବରେ ପ୍ରସାରଣ କରୁଥିଲେ। ବର୍ତ୍ତମାନ କୋର୍ଟ ଏହି ଉଲ୍ଲଂଘନକାରୀ ୱେବସାଇଟକୁ ଅବରୋଧ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୦୦ ଆସନ କେବଳ ଏକ ସ୍ଲୋଗାନ, ଏତିକି ଆସନ ଜିତିବା ଭାଜପା ପାଇଁ ଅସମ୍ଭବ; ପ୍ରଶାନ୍ତ କିଶୋରଙ୍କ ବଡ଼ ଆକଳନ…

ନୂଆଦିଲ୍ଲୀ,୨୧।୫: ଚଳିତ ନିର୍ବାଚନରେ ଭାଜପା ‘ଅବ୍‌କି ବାର୍‌ ୪୦୦ ପାର୍‌’ର ନାରା ଦେଉଛି। ଅର୍ଥାତ କହିବାକୁ ଗଲେ ଦଳ ୪୦୦ରୁ ଅଧିକ ଆସନରେ ବିଜେତା ହେବା...

ପୋଲିଂ ବୁଥକୁ ଯିବାବେଳେ ଢୋଲ ଓ ଥାଳି ବାଡେଇବାକୁ ମହିଳାଙ୍କୁ କହିଲେ ମୋଦି

ନୂଆଦିଲ୍ଲୀ,୨୧।୫: ନିଜର କଲ୍ୟାଣକାରୀ ସ୍କିମ ବିଷୟରେ କହି ମଙ୍ଗଳବାର ନିଜ ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍ତର ପ୍ରଦେଶର ବାରାଣସୀରେ ଭାଜପା...

ସିସୋଡିଆଙ୍କୁ ବଡ଼ ଝଟ୍‌କା; ଇଡି-ସିବିଆଇ ମାମଲାରେ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ,୨୧।୫: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ଅର୍ଥ ହେରଫେର ମାମଲାରେ ଆମ୍‌ ଆଦମୀ ପାର୍ଟୀ ନେତା ମନୀଷ ସିସୋଡିଆଙ୍କୁ ବଡ଼ ଝଟ୍‌କା ଲାଗିଛି। ଉଭୟ...

କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ...

‘ଆଏ ହାଏ, ଓଏ ହୋଏ..ବଦୋ ବଦି’ ଗାଇଥିବା ଗାୟକଜଣଙ୍କ କିଏ? ଯାହାଙ୍କୁ ମିଳିଥିଲା ୨୮ ବିବାହ ପ୍ରସ୍ତାବ, ସେଲିବ୍ରିଟିଙ୍କ ଭଳି ଯିଏ ବଦଳାଇଛନ୍ତି ନାମ…

ବମ୍ବେ: ବର୍ତ୍ତମାନ ସମୟରେ ସୋସିଆଲ ମିଡିଆରେ ଟ୍ରେଣ୍ଡ ପାଲଟିଛି ଏକ ଗୀତ ‘ଆଏ ହାଏ, ଓଏ ହୋଏ, ବଦୋ ବଦି…’। ପ୍ରାୟ ସମସ୍ତଙ୍କ ମୁହଁରେ ଏହି...

ଓଡିଶା ଆସୁଛନ୍ତି ରାମ, ଏହିଠି କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୧।୫: ଓଡିଶାକୁ ଜାରି ରହିଛି କେନ୍ଦ୍ର ନେତାଙ୍କ ମାରାଥନ ଗସ୍ତ । ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ସୋମବାର ସରିଥିବାବେଳେ କେନ୍ଦ୍ର ନେତାଙ୍କ ଘନଘନ ଓଡ଼ିଶା...

ମତଦାନ କେନ୍ଦ୍ରରୁ ମିଳିଲା ପୋଲିଂ ବୁଥ ଏଜେଣ୍ଟଙ୍କ ମୃତଦେହ

ମୁମ୍ବାଇ,୨୧।୫: ମୁମ୍ବାଇ ୱର୍ଲି ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ମତଦାନ ବୁଥ ଟଏଲେଟରୁ ଜଣେ ପୋଲିଂ ଏଜେଣ୍ଟଙ୍କ ମୃତଦେହ ପୋଲିସ ଜବତ...

ରାହୁଲଙ୍କୁ ଝଟ୍‌କା: ଅମିତ ଶାହାଙ୍କ ଉପରେ ଟିପ୍ପଣି ମାମଲାରେ ସମନ ଜାରି

ନୂଆଦିଲ୍ଲୀ,୨୧।୫: ଅମିତ ଶାହାଙ୍କ ଉପରେ ଦେଇଥିବା ମନ୍ତବ୍ୟ ପାଇଁ ଏମପି-ଏମଏଲଏ କୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ସମନ ଜାରି କରିଛନ୍ତି। ଏନେଇ ଭାଜପା କର୍ମୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri