Posted inଜାତୀୟ

ଅଭିଜିତ ଦୀପକେ, ସୌରଭ ଦାସଙ୍କ ସମେତ ୩ ଜଣଙ୍କୁ ହାଇକୋର୍ଟ ଦେଲେ ଅଲ୍‌ଟିମେଟମ୍‌: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀ ହାଇକୋର୍ଟ କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏବଂ ଦଳର ଅନ୍ୟ ତିନି ନେତା ଆଶୁତୋଷ ରାଙ୍କା, ରତ୍ନା ସିଂହ ଓ ସୌରଭ ଦାସଙ୍କୁ ଏକ ମାମଲାରେ ନୋଟିସ ଜାରି କରିଛନ୍ତି।

ଜଣେ ମହିଳାଙ୍କ ଆବେଦନ ଉପରେ ଶୁଣାଣି କରି ଦିଲ୍ଲୀ ହାଇକୋର୍ଟ ମେଟା (Meta)କୁ ସୋସିଆଲ ମିଡିଆ ଏବଂ ୱେବସାଇଟ୍‌ରୁ ଆପତ୍ତିଜନକ ଫଟୋ ଓ ୱେବ୍‌ଲିଙ୍କଗୁଡ଼ିକୁ ୨୪ ଘଣ୍ଟା ମଧ୍ୟରେ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଏହା ସହିତ ଅଭିଯୋଗକାରୀ ମହିଳାଙ୍କୁ ପୋଲିସ ସୁରକ୍ଷା ଦେବାକୁ ମଧ୍ୟ ଦିଲ୍ଲୀ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମାମଲାରେ ଦିଲ୍ଲୀ ପୋଲିସକୁ ନୋଟିସ ଜାରି କରି ଦୁଇ ସପ୍ତାହ ମଧ୍ୟରେ ଷ୍ଟାଟସ ରିପୋର୍ଟ ଦାଖଲ କରିବାକୁ କୋର୍ଟ କହିଛନ୍ତି।

ଶୁଣାଣି ସମୟରେ କୋର୍ଟ କହିଥିବା ଅନୁଯାୟୀ, ଏହା ଏକ ଅସାଧାରଣ ପରିସ୍ଥିତି ଏବଂ ମାମଲାଟି କେବଳ ଜଣେ ମହିଳାଙ୍କ ସହ ଜଡ଼ିତ ନୁହେଁ, ଦେଶର ପ୍ରଧାନମନ୍ତ୍ରୀଙ୍କ ନାମ ସହ ମଧ୍ୟ ଜଡ଼ିତ। ତେଣୁ ଦିଲ୍ଲୀ ପୋଲିସ ମାମଲାରେ ସମ୍ବେଦନଶୀଳତାର ସହ କାର୍ଯ୍ୟ କରିବା ଉଚିତ ବୋଲି କୋର୍ଟ ଉଲ୍ଲେଖ କରିଥିବା ସୂଚନା ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA

ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ଅଧିକାରୀଙ୍କ ପାଇଁ ଏଆଇ

ଭାରତର ପ୍ରଶାସନିକ ବ୍ୟବସ୍ଥାରେ ପରବର୍ତ୍ତୀ ବଡ଼ ପରିବର୍ତ୍ତନ ହୁଏତ ଅନ୍ୟ କୌଣସି କ୍ୟାଡର୍‌ ସଂସ୍କାର କିମ୍ବା ନୂଆ ନିୟମାବଳୀ ମାଧ୍ୟମରେ ଆସି ନ ପାରେ। ବରଂ ଏହା…

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର କୃଷି-ବନୀକରଣ ୭୦% ହ୍ରାସ ଘଟିପାରେ

ନୂଆଦିଲ୍ଲୀ, ୨୬ା୯: କ୍ରମାଗତ ଜଳବାୟୁ ଉଷ୍ମତା ଯୋଗୁ ୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର ଛୋଟ ଛୋଟ କୃଷି-ବନୀକରଣ ଅଞ୍ଚଳରେ ୭୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ଦେଖାଦେଇପାରେ ଏବଂ ବଡ଼…

୩୦ରେ ହେବ ଓଏସ୍‌ଏସ୍‌ଟିଇଟି

କଟକ,୨୬ା୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଏଲିଜିବିଲିଟି ଟେଷ୍ଟ-୨୦୨୬ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସେପ୍ଟେମ୍ବର ୩୦ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?