Posted inଜାତୀୟ

ବିଶ୍ୱର ପ୍ରଦୂଷିତ ସହର ତାଲିକାରେ ଉପରେ ଦିଲ୍ଲୀ, ଟପ୍ ୧୦ରେ ଦେଶର ୩ ସହର

ନୂଆଦିଲ୍ଲୀ,୧୩ ।୧୧: ଗତ କିଛି ବର୍ଷ ହେବ ବାୟୁ ପ୍ରଦୂଷଣ ଏକ ବଡ ସମସ୍ୟା ହୋଇ ଦେଖାଦେଇଛି । ନଡା, ବାଣ, ଫ୍ୟାକ୍ଟ୍ରି ଓ ବଢି ଚାଲିଥିବା ଯାନବାହାନ ଯୋଗୁ ଏହି ସମସ୍ୟା ବୃଦ୍ଧି ପାଉଥିବା କୁହାଯାଉଛି । ଦିଲ୍ଲୀ ଏନ୍‌ସିଆର୍‌ରେ ବାୟୁ ପ୍ରଦୂଷଣ ଏତେ ପରିମାଣରେ ବଢି ଯାଇଛି ଯେ ସେଠାରେ ନିଶ୍ୱାସ ନେବା ବି କଷ୍ଟକର ହୋଇ ପଡିଛି । ଏହା କେବଳ ଦିଲ୍ଲୀରେ ନୁହେଁ ଚାଇନା ଓ ପାକିସ୍ତାନରେ ବି ବାୟୁ ପ୍ରଦୂଷଣ ବେଳକୁ ବେଳ ବଢିବାରେ ଲାଗିଛି । ବିଶ୍ୱର ଏୟାର କ୍ୱାଲିଟି ଇଣ୍ଡେକ୍ସ ଉପରେ ନଜର ରଖୁଥିବା ସଂସ୍ଥା ଆଇକ୍ୟୁ ଏୟାରର ରିପୋର୍ଟ ଅନୁଯାୟୀ, ଶୁକ୍ରବାର ବିଶ୍ୱର ୧୦ ସବୁଠାରୁ ପ୍ରଦୂଷିତ ସହର ତାଲିକାରେ ଦିଲ୍ଲୀ ସବୁଠାରୁ ଆଗରେ ରହିଥିଲା । ଦ୍ୱିତୀୟ ସ୍ଥାନରେ ପାକିସ୍ତାନର ଲାହୋର ସହର ଥିବା ବେଳେ ବୁଲଗେରିୟାର ସୋଫିୟା ତୃତୀୟ ସ୍ଥାନରେ ଓ ଭାରତର କୋଲକାତା ଚତୁର୍ଥ ସ୍ଥାନରେ ରହିଥିବା ପ୍ରକାଶ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା ଉଦ୍ଧବଙ୍କ ବିରୋଧରେ ବିବାଦୀୟ ପୋଷ୍ଟ: ଯୁବକଙ୍କୁ ମାଡ଼ମାରି ଲଣ୍ଡା କଲେ ଶିବସେନା ସମର୍ଥକ

ମୁମ୍ବାଇ,୨୪।୧୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବିରୋଧରେ ବିବାଦୀୟ ପୋଷ୍ଟ କରିବା ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଶିବସେନା ସମର୍ଥକ ଉକ୍ତ ଯୁବକଙ୍କୁ ମାଡ଼ମାରିବା ସହ...

କଂଗ୍ରେସରୁ ଇସ୍ତଫା ଦେଲେ ସାବିତ୍ରୀ ବାଇ ଫୁଲେ: ଗଢିବେ ନିଜର ଦଳ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ ଜନତା ପାର୍ଟି(ଭାଜପା)ର ପୂର୍ବତନ ଏମ୍‌ପି ସାବିତ୍ରୀ ବାଇ ଫୁଲେ ଚଳିତ ବର୍ଷ ଭାଜପା ଛାଡି କଂଗ୍ରେସରେ ଯୋଗ ଦେଇଥିଲେ। ହେଲେ ଗୁରୁବାର ସେ...

ପାକିସ୍ତାନୀ ପଙ୍ଗପାଳ ଉଜାଡୁଛନ୍ତି ଭାରତ ଚାଷୀଙ୍କ ଫସଲ: ଘଉଡ଼ାଇବା ପାଇଁ ବଜା ଯାଉଛି ଡିଜେ

ନୂଆଦିଲ୍ଲୀ,୧୯।୧୦: ପାକିସ୍ତାନର ସୀମାରେ ବାରମ୍ବାର ଉତ୍ତେଜନା ସୃଷ୍ଟି କରୁଥିବାବେଳେ ଏବେ ପାକିସ୍ତାନୀ ପଙ୍ଗପାଳ ରାଜସ୍ଥାନ ଅଞ୍ଚଳର ଚାଷୀଙ୍କ ଫସଲ ଉଜାଡ଼ିବାରେ ଲାଗିଛନ୍ତି। ହଜାର ହଜାର ସଂଖ୍ୟାରେ...

ସମସ୍ତ କ୍ୟାବିନେଟ ମନ୍ତ୍ରୀଙ୍କୁ ମିଳିବ ଆଇପ୍ୟାଡ

ଲକ୍ଷ୍ନୌ,୧୩।୨: ଉତ୍ତରପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଖୁବ୍‌ଶୀଘ୍ର ସମସ୍ତ କ୍ୟାବିନେଟ ମନ୍ତ୍ରୀଙ୍କୁ ଆଇପ୍ୟାଡସ୍‌ ଯୋଗାଇ ଦିଆଯିବ। ଏମାନେ ଲାଟେଷ୍ଟ ଟେକ୍ନୋଲୋଜି ସହ ଅପ୍‌ଡେଟ୍‌...

କରୋନାରେ ୩୦ ହଜାର ପିଲା ଅନାଥ

ନୂଆଦିଲ୍ଲୀ, ୮ା୬: କରୋନାରେ ଦେଶର ୩୦,୦୭୧ ପିଲା ଅନାଥ ହୋଇଛନ୍ତି। ଜୁନ୍‌ ୫ ସୁଦ୍ଧା ରାଜ୍ୟଗୁଡ଼ିକ ପକ୍ଷରୁ ଏ ନେଇ ତଥ୍ୟ ଦାଖଲ ହୋଇଥିବା ଜାତୀୟ...

ପ୍ରତିଦିନ ଗୋମୁତ୍ର ପିଇଲେ ହେବନି କରୋନା: ସାଧ୍ୱୀ ପ୍ରଜ୍ଞା

ଭୋପାଳ,୧୭।୫: ନିଜ ବୟାନକୁ ନେଇ ସବୁବେଳେ ଚର୍ଚ୍ଚାରେ ରହୁଥିବା ମଧ୍ୟପ୍ରଦେଶ ଭୋପାଳର ଭାଜପା ଏମ୍‌ପି ସାଧ୍ୱୀ ପ୍ରଜ୍ଞା ସିଂହ ଠାକୁର ଏବେ କରୋନାକୁ ନେଇ ଏକ...

ସୁନିଲ ସେଟ୍ଟିଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ

ନୂଆଦିଲ୍ଲୀ,୧୦।୧୨: ବଲିଉଡ୍‌ ଅଭିନେତା ସୁନିଲ ସେଟ୍ଟିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିଛି। ନ୍ୟାଶନାଲ ଆଣ୍ଟି-ଡୋପିଂ ଏଜେନ୍ସି(ଏନ୍‌ଏଡିଏ)ର ବ୍ରାଣ୍ଡ ଆମ୍ବାସଡର ଭାବେ ମଙ୍ଗଳବାର ସୁନିଲଙ୍କୁ ନିଯୁକ୍ତ କରାଯାଇଛି।...

ନେତାଜୀଙ୍କ ଜୟନ୍ତୀରୁ ଆରମ୍ଭ ହେବ ସାଧାରଣତନ୍ତ୍ର ଦିବସ ସମାରୋହ…

ନୂଆଦିଲ୍ଲୀ, ୧୫।୧ : ଚଳିତ ବର୍ଷଠାରୁ ସାଧାରଣତନ୍ତ୍ର ଦିବସ ସମାରୋହ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଜାନୁୟାରୀ ୨୩ରୁ ଆରମ୍ଭ କରାଯିବ। ଏନେଇ ପ୍ରଧାନମନ୍ତ୍ରୀ...

Advertisement
Archives

Model This Week