Advertisement
Posted inଜାତୀୟ

କାଞ୍ଝାଓ୍ବାଲା ମାମଲା: ୪ଦିନିଆ ରିମାଣ୍ଡରେ ୫ଅଭିଯୁକ୍ତ

ନୂଆଦିଲ୍ଲୀ,୫।୧: ଦିଲ୍ଲୀ କାଞ୍ଝାଓ୍ବାଲାରେ ହିଟ୍‌ ଆଣ୍ଡ ରନ୍‌ ମାମଲା ଏବେ ଚର୍ଚ୍ଚାରେ ରହିଛି। ଏହି ମାମଲାରେ ଏଭଳି ଅନେକ ପ୍ରଶ୍ନ ରହିଛି ଯାହାର ଉତ୍ତର ଏପର୍ଯ୍ୟନ୍ତ ମିଳିନାହିଁ। ଗୁରୁବାର ଗିରଫ ହୋଇଥିବା ୫ଜଣ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଏହାପରେ କୋର୍ଟ ସେମାନଙ୍କୁ ୪ଦିନିଆ ରିମାଣ୍ଡରେ ପଠାଇଦେଇଛନ୍ତି। ସୂଚନାଯୋଗ୍ୟ, କାଞ୍ଝାଓ୍ବାଲା ମାମଲାରେ ଅଭିଯୁକ୍ତଙ୍କ ପୋଲିସ ହେପାଜତ ସମାପ୍ତ ହୋଇଛି। ଏହାପରେ ଗୁରୁବାର ଦିଲ୍ଲୀର ରୋହିଣୀ କୋର୍ଟରେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ସମସ୍ତ ପାଞ୍ଚ ଅଭିଯୁକ୍ତଙ୍କୁ ହାଜର କରାଯାଇଥିଲା। ଏହି ସମୟରେ ପୋଲିସ କୋର୍ଟରେ ଦାବି ରଖିଥିଲା ଯେ, ଉକ୍ତ ଅଭିଯୁକ୍ତଙ୍କୁ ଏହି ମାମଲାରେ ଅଧିକ ପଚରାଉଚରା କରିବା ବାକି ରହିଛି। ତେଣୁ ସେମାନଙ୍କୁ ୫ଦିନିଆ ରିମାଣ୍ଡରେ ନେବାକୁ ପୋଲିସ ଦାବି କରିଥିଲା। ହେଲେ କୋର୍ଟ ୪ଦିନିଆ ରିମାଣ୍ଡ ପାଇଁ ଅନୁମତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିମାଚଳ ପ୍ରଦେଶ ବିଧାନସଭାର ୬୮ ଆସନ, ବିଜୟୀ ହେଲେ ଜଣେ ମହିଳା

ଶିମଲା,୯ ।୧୨: ହିମାଚଳ ପ୍ରଦେଶ ବିଧାନସଭାର ଫଳାଫଳ ଆସି ସାରିଛି । ଏଠାରେ ୬୮ ବିଧାନସଭା ଆସନରେ କଂଗ୍ରେସ ବହୁମତ ହାସଲ କରି ଏବେ ସରକାର...

ହିଂସାକୁ ନେଇ ମୁହଁ ଖୋଲିଲେ ଜାମିଆ କୁଳପତି: ବିନା ଅନୁମତିରେ ବିଶ୍ୱବିଦ୍ୟାଳୟରେ ପଶିଥିଲା ପୋଲିସ, ଦିଆଯିବ ଏଫ୍‌ଆଇଆର୍‌

ନୂଆଦିଲ୍ଲୀ,୧୬।୧୨: ନାଗରିକତା ସଂଶୋଧନ ଆଇନ ବିରୋଧରେ ଜାମିଆ ମିଲିଆ ଇସ୍‌ଲାମିଆରେ ରବିବାର ହୋଇଥିବା ହିଂସା ଓ କ୍ୟାମ୍ପସ୍‌ରେ ପୋଲିସ ପ୍ରବେଶ ନେଇ ବିଶ୍ୱବିଦ୍ୟାଳୟର କୁଳପତି ସୋମବାର...

ବିଧାୟକଙ୍କ ନାଁରେ ହତ୍ୟା ମାମଲା ରୁଜୁ କଲା ସିବିଆଇ

ନୂଆଦିଲ୍ଲୀ,୧ା୮(ପି.ଟି.): ଉନ୍ନାଓ ବଳାତ୍କାର ପୀଡିତାଙ୍କ ଗାଡ଼ି ଦୁର୍ଘଟଣାକୁ ନେଇ ସିବିଆଇ ଭାଜପା ବିଧାୟକ କୁଲ୍‌ଦୀପ ସିଂ ସେନ୍‌ଗାର ଓ ଜଣେ ମନ୍ତ୍ରୀଙ୍କ ସମ୍ପର୍କୀୟ ସମେତ ୧୦...

ହିମାଚଳ ମୁଖ୍ୟମନ୍ତ୍ରୀ କରୋନାରେ ଆକ୍ରାନ୍ତ

ଶିମଲା,୧୨।୧୦: କରୋନା ଭାଇରସ୍‌ ଦେଶରେ ଆତଙ୍କ ଖେଳାଇ ଚାଲିଛି। ଦିନକୁ ଦିନ ହଜାର ହଜାର ନୂଆ ଆକ୍ରାନ୍ତ ଚିହ୍ନଟ ହେବାରେ ଲାଗିଛନ୍ତି। ଇତିମଧ୍ୟରେ ହିମାଚଳ ପ୍ରଦେଶ...

ପାର୍ଟି କାର୍ଯ୍ୟାଳୟରେ ସ୍ତ୍ରୀଙ୍କୁ ଚାପୁଡା ମାରିଲେ ଭାଜପା ନେତା

ନୂଆଦିଲ୍ଲୀ, ୨୦।୯: ମେହରୌଲି ଜିଲା ଭାଜପା ପ୍ରମୁଖ ଆଜାଦ ସିଂ ନିଜ ସ୍ତ୍ରୀ ସରିତା ଚୌଧୁରୀଙ୍କୁ ଦକ୍ଷିଣ ଦିଲ୍ଲୀରେ ଥିବା ଭାଜପା କାର୍ଯ୍ୟାଳୟରେ ଚାପୁଡା ମାରିଛନ୍ତି।...

ଭାରତ ବନ୍ଦ ର ମିଶ୍ରିତ ପ୍ରଭାବ

ନୂଆଦିଲ୍ଲୀ,୨୬ ।୨: କନଫେଡେରେଶନ ଅଫ୍ ଅଲ୍ ଇଣ୍ଡିଆ ଟ୍ରେଡର୍ସ(ସିଏଆଇଟି) ପକ୍ଷରୁ ଶୁକ୍ରବାର ଭାରତ ବନ୍ଦ ଡାକରା ଦିଆଯାଇଛି । ଜିଏସ୍‌ଟି ଜଟିଳତା ଓ ଇ-କମର୍ସକୁ ନେଇ...

ଭାଜପା ସୋସିଆଲ ମିଡ଼ିଆରେ ମିଥ୍ୟା କାରଖାନା ଚଳାଉଛି…

ନୂଆଦିଲ୍ଲୀ, ୧୨।୯ : ଭାରତ ଯୋଡ ଯାତ୍ରା ସମ୍ପର୍କରେ ଭାଜପାର ଅଭିଯୋଗ ଉପରେ କଂଗ୍ରେସ ପକ୍ଷରୁ କଡ଼ା ଜବାବ ଦିଆଯାଇଛି। କଂଗ୍ରେସର ବରିଷ୍ଠ ନେତା ଜୟରାମ...

ଚଳନ୍ତା ବସ୍‌ ଉପରେ ରାଗ ଶୁଝାଇଲା ହାତୀ, ଭାଙ୍ଗିଲା ଝରକା; ଆଉ ତା’ ପରେ…

ଚେନ୍ନାଇ,୨୯ା୯: ଏକ ହାତୀ ଯେ, ରାଗିଲେ କ’ଣ ସବୁ କ୍ଷତି ଘଟାଇପାରେ ତାହାର ଝଲକ ଦେଖିବାକୁ ମିଳିଛି ଏକ ଭିଡିଓରେ। ସୋସିଆଲ ମିଡିଆରେ ଏହି ଭିଡିଓଟି...

Advertisement
Archives

Model This Week