Posted inଜାତୀୟ

ଏଏପି ନେତାଙ୍କୁ ନୋଟିସ୍‌ ପଠାଇଲେ ଉପରାଜ୍ୟପାଳ: ୪୮ଘଣ୍ଟାରେ ଜବାବ ଦିଅ

ନୂଆଦିଲ୍ଲୀ,୫।୯: ଦିଲ୍ଲୀରେ ଆମ ଆଦମୀ ପାର୍ଟି(ଏଏପି) ଓ ଉପରାଜ୍ୟପାଳ ମଧ୍ୟରେ ଜାରି ରହିଥିବା ବିବାଦ ବର୍ତ୍ତମାନ ଏକ ଆଇନଗତ ନୋଟିସରେ ପହଞ୍ଚିଛି। ନିକଟରେ ଦିଲ୍ଲୀରେ ଏହାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଥିବା ବେଳେ ସୋମବାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ଦିଲ୍ଲୀ ଉପରାଜ୍ୟପାଳ ବିନୟ କୁମାର ସକ୍ସେନା ଏଏପିର ନେତାମାନଙ୍କୁ ସୋମବାର ଏକ ଆଇନଗତ ନୋଟିସ ପଠାଇଛନ୍ତି। ଉକ୍ତ ନୋଟିସ୍‌ରେ ସେମାନଙ୍କୁ ୪୮ଘଣ୍ଟା ମଧ୍ୟରେ ଜବାବ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ନଚେତ୍‌ ସେମାନଙ୍କ ଉପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏଏପି ନେତା ଅତିିଶୀ, ସୌରଭ ଭରଦ୍ୱାଜ, ଦୁର୍ଗେଶ ପାଠକ, ସଞ୍ଜୟ ସିଂ ଏବଂ ଜଶ୍ମିନ ଶାହାଙ୍କୁ ଏହି ଆଇନଗତ ନୋଟିସ୍‌ ପଠାଯାଇଛି। ଏହି ନେତାମାନେ ଉପରାଜ୍ୟପାଳଙ୍କ ଉପରେ ୧୪ଶହ କୋଟି ଟଙ୍କା ଠକେଇ କରିଥିବା ଅଭିଯୋଗ କରିଥିଲେ। ଏଏପି ନେତାମାନେ ଅଭିଯୋଗ କରିଛନ୍ତି ଯେ, ଖଦିି ଗ୍ରାମ ଉଦ୍ୟୋଗର ଚେୟାରମେନ ଥିବା ବେଳେ ବିନୟ ସକ୍ସେନା ବିମୁଦ୍ରୀକରଣ ସମୟରେ ନୋଟ ବଦଳାଇବା ଦୁର୍ନୀତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧ ପଦକ ଜିତିଲେ ଗଞ୍ଜାମର ୩ ଖେଳାଳି, ଛୁଟୁଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୩୦।୩ (ଦିଲ୍ଲୀପ ସାମଲ): ରାଜସ୍ଥାନର ଜୟପୁରଠାରେ ଅନୁଷ୍ଠିତ ଦ୍ୱିତୀୟ ଜାତୀୟ ପାରା ଅସିଚାଳନା ପ୍ରତିଯୋଗିତାରେ ଦଶରୁ ଅଧିକ ପଦକ ଜିତିଛନ୍ତି ଗଞ୍ଜାମର ୩ ଖେଳାଳି। ଛତ୍ରପୁର ଗିଲିଟିପେଟା…

ଟ୍ରମ୍ପଙ୍କ ହୃଦୟ ଭାଙ୍ଗିଲେ ନେତାନ୍ୟାହୁ! ଇସ୍ରାଏଲ ଘୋଷଣା କରି କହିଲା….

ନୂଆଦିଲ୍ଲୀ,୩୦ା୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଇସ୍ରାଏଲ ଆମେରିକାକୁ ଏକ ବଡ଼ ଧୋକା ଦେଇଛି। ଇସ୍ରାଏଲ ସ୍ପଷ୍ଟ ଭାବରେ କହିଛି ଯେ ଏହାର ସେନା ଗ୍ରାଉଣ୍ଡ…

ଖରାଦିନେ ଶରୀର ପାଇଁ ଉପକାରୀ ଆଖୁରସ

ଶରୀର ପାଇଁ ବେଶ୍‌ ଉପକାରୀ ହେଉଛି ଆଖୁରସ। ମୁଖ୍ୟତଃ ଖରାଦିନେ ଏହାର ଚାହିଦା ଅଧିକ। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଭରି ରହିଛି। ଆଖୁରସ ପିଇବା ଦ୍ୱାରା…

ହୋମଗାର୍ଡ ପରୀକ୍ଷାରେ ଆସିଲା ଦୁର୍ନୀତି ଅଭିଯୋଗ: ଏସ୍‌ପିଙ୍କୁ ତଦନ୍ତ ପାଇଁ ଦାବିପତ୍ର ପ୍ରଦାନ କଲେ ପ୍ରାର୍ଥୀ

ଛତ୍ରପୁର,୩୦।୩ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ହୋମଗାର୍ଡ ପରୀକ୍ଷାରେ ମହାଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଛି। ଗଞ୍ଜାମ ଜିଲାର ବିଭିନ୍ନ ଥାନା ଅଧୀନରେ ଫର୍ମପୂଣର କରି ପରୀକ୍ଷା…

ହେମସାଗର ଭୋଇ ହେଲେ ପଦ୍ମପୁର ନୂତନ ଉପଜିଲାପାଳ

ପଦ୍ମପୁର,୩୦।୩( ପ୍ରଦୀପ୍ତ ଦାଶ ): ପଦ୍ମପୁର ଉପଖଣ୍ଡରେ ନୂତନ ଉପଜିଲାପାଳ ଭାବେ ହେମସାଗର ଭୋଇଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ…

୩୧ରେ ସରିଯିବ ଧାନ ସଂଗ୍ରହ ପ୍ରକ୍ରିୟା, ବିକ୍ରି ଅପେକ୍ଷାରେ ହଜାର ହଜାର ବସ୍ତା ଧାନ

ବରଗଡ଼,୩୦।୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉମାତ୍ର ୨ଦିନ ବାକି। ଆସନ୍ତା ୩୧ତାରିଖରେ ଏହି ପ୍ରକ୍ରିୟା ଶେଷ ହୋଇଯିବ। ଅନ୍ୟପଟେ ଏବେ ମଧ୍ୟ ବରଗଡ଼…

ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫

ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…

ଫଳପ୍ରଦ ଆଣ୍ଟିବାୟୋଟିକ୍‌ ପଦାର୍ଥର ବିକାଶ

ବ୍ୟାକ୍ଟେରିଓଫେଜ୍‌ ଭାଇରସ୍‌ ବ୍ୟାକ୍ଟେରିଆର ପ୍ରତିରକ୍ଷା ବ୍ୟବସ୍ଥା ଭେଦ କରେ କିପରି। ବ୍ୟାକ୍ଟେରିଓଫେଜ୍‌ ହେଉଛି ବ୍ୟାକ୍ଟେରିଆକୁ ସଂକ୍ରମିତ କରୁଥିବା ଏକ ଭାଇରସ୍‌। ବଞ୍ଚତ୍ବା ପାଇଁ ସେମାନଙ୍କୁ ଏକ ବ୍ୟାକ୍ଟେରିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri