ଦିଲ୍ଲୀ ଉପରାଜ୍ୟପାଳ ସଂକ୍ରମିତ

ନୂଆଦିଲ୍ଲୀ, ୧।୫(ପି.ଟି.): ଦିଲ୍ଲୀ ଉପରାଜ୍ୟପାଳ (ଏଲ୍‌ଜି) ଅନିଲ ବୈଜାଲ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେ ନିଜ ବାସଭବନରେ ଆଇସୋଲେଶନରେ ରହିଥିବାବେଳେ ଦିଲ୍ଲୀ ସ୍ଥିତି ଉପରେ ନଜର ରଖିଥିବା କହିଛନ୍ତି। ତାଙ୍କଠାରେ ସାମାନ୍ୟ ଲକ୍ଷଣ ଦେଖାଦେବା ପରେ ସେ କୋଭିଡ୍‌ ପରୀକ୍ଷା କରାଇଥିଲେ। ତାଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟମାନେ ମଧ୍ୟ କୋଭିଡ୍‌ ପରୀକ୍ଷା କରାଇ ନେଇଛନ୍ତି। ବୈଜାଲ ଓ ତାଙ୍କ ସ୍ତ୍ରୀ ଗତ ମାସରେ କୋଭିଡ୍‌ ଟିକାର ପ୍ରଥମ ଡୋଜ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଳନ୍ତା ଜୁଇ ଭାସିଗଲା ବନ୍ୟାଜଳରେ

ଡେରାଡୁନ୍‌, ୧୯।୮: ଉତ୍ତରାଖଣ୍ଡରେ ଲଗାତାର ବର୍ଷା ଲାଗି ରହିଛି। ଏବେ ଏଠାକାର ଏକ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ନଈପଠାରେ ଜଣେ ବ୍ୟକ୍ତିଙ୍କ...

ଭାଇଙ୍କ ବିରୋଧରେ ହୋଇଥିବା କାର୍ଯ୍ୟାନୁଷ୍ଠାନକୁ ନେଇ ପ୍ରତିକ୍ରିୟା ରଖିଲେ ମାୟାବତୀ: ପ୍ରଥମେ ନିଜ ୨ହଜାର କୋଟିର ହିସାବ ଦେଉ ଭାଜପା

ଲକ୍ଷ୍ନୌ,୧୯।୭: ବହୁଜନ ସମାଜ ପାର୍ଟି(ବିଏସ୍‌ପି) ମୁଖ୍ୟ ସୁଶ୍ରୀ ମାୟାବତୀଙ୍କ ଭାଇ ତଥା ଦଳର ଉପାଧ୍ୟକ୍ଷ ଆନନ୍ଦ କୁମାରଙ୍କ ଘରେ ଆୟକର ବିଭାଗର ଚଢ଼ାଉ। ଗୁରୁବାର ଆନନ୍ଦ...

ଭାରତ ଯୋଡ ଯାତ୍ରା ବିରୋଧରେ ଅପରେଶନ କାଦୁଅ ଷଡ଼ଯନ୍ତ୍ର ରଚିଛି ଭାଜପା, କଂଗ୍ରେସର କଟାକ୍ଷ…

ନୂଆଦିଲ୍ଲୀ, ୧୪।୯ : କଂଗ୍ରେସ ଅଭିଯୋଗ କରିଛି ଯେ ଏହାର ଆଠ ଜଣ ବିଧାୟକ ଗୋଆରେ ଭାରତୀୟ ଜନତା ପାର୍ଟି (ବିଜେପି) ରେ ଯୋଗ ଦେବା...

ହନିଟ୍ରାପ୍‌ ଜାଲରେ ଆଇଟିବିପିର ଅବସରପ୍ରାପ୍ତ ଅଧିକାରୀ: ଲୁଟି ନେଲେ ୧କୋଟି ୮୦ଲକ୍ଷ

ନୂଆଦିଲ୍ଲୀ,୭।୨: ଦିଲ୍ଲୀ ପୋଲିସ ପୁଣି ଆଉ ଏକ ଗ୍ୟାଙ୍ଗର ପର୍ଦ୍ଦାଫାଶ୍‌ ପରିଛି। ଯେଉଁମାନେ ହନିଟ୍ରାପ୍‌ରେ ଲୋକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ହଡ଼ପ କରୁଥିଲେ। ଏହି ଘଟଣାରେ...

ଭାରତରେ ଦ୍ରୁତ ଗତିରେ ବ୍ୟାପୁଛି କରୋନାର ନୂଆ ଭାରିଆଣ୍ଟ: ଆଗାମୀ ଲହରର ଆଶଙ୍କା କହିଲେ ଏକ୍ସପର୍ଟ

ନୂଆଦିଲ୍ଲ,୧୭।୩: ଭାରତରେ ଗତ କିଛି ଦିନରୁ କୋଭିଡ-୧୯ ମାମଲା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଭାରତରେ ପ୍ରାୟ ଚାରିମାସ ପରେ ଗୁରୁବାର ୭୦୦ରୁ ଊର୍ଦ୍ଧ୍ୱ କରୋନା...

ଯୌତୁକ ପାଇଁ ସ୍ତ୍ରୀଙ୍କୁ ଚିକିତ୍ସା ଯୋଗାଇ ନ ଦେବା କ୍ରୁରତା: ହାଇକୋର୍ଟ..

ରାଞ୍ଚି,୧୬।୯ : ଝାଡଖଣ୍ଡ ହାଇକୋର୍ଟ କହିଛନ୍ତି ଯୌତୁକ ଦାବି ପୂରଣ କରିବା ପାଇଁ ନିଜ ସ୍ତ୍ରୀଙ୍କୁ ଉପଯୁକ୍ତ ଚିକିତ୍ସା ସହାୟତା ପ୍ରଦାନ ନ କରିବା ଭାରତୀୟ...

ଭଲ ବର୍ଷା ପାଇଁ ଦେବୀଙ୍କୁ ଲାଗି ହେଲା ୨ ହଜାର କିଗ୍ରା ଫଳ

କୋଏମ୍ବାଟୁର,୩।୮: ତାମିଲନାଡୁର ମହାଳି ଆମନ୍‌ ମନ୍ଦିରରେ ଦେବୀଙ୍କୁ ୨ ହଜାର କିଲୋଗ୍ରାମ୍‌ ଫଳ ଲାଗି ହୋଇଛି। ‘ଆଦି’ ଉତ୍ସବ ଅବସରରେ ଶୁକ୍ରବାର ଶ୍ରଦ୍ଧାଳୁ ଏପରି କରିଛନ୍ତି।...

ଗେଣ୍ଡୁଫୁଲର ଉପକାରିତା

ଆଜିକା ଦିନରେ ପ୍ରଦୂଷଣ ଲୋକଙ୍କ ପାଇଁ ଏକ ବଡ଼ ସମସ୍ୟା ପାଲଟିଛି। ଯେଉଁ କାରଣରୁ ଅନେକ ଲୋକ ବିଭିନ୍ନ ପ୍ରକାର ରୋଗର ସମ୍ମୁଖୀନ ହେଉଛନ୍ତି, ସେଥିମଧ୍ୟରୁ...

Advertisement
Archives

Model This Week