Posted inଜାତୀୟ

‘ଯଦି ମୁଁ ଚୋର ତେବେ କେହି ସଚ୍ଚୋଟ ନୁହଁନ୍ତି’, କେଜରିଓ୍ବାଲଙ୍କ ଅଭିଯୋଗକୁ ନେଇ ଭାଜପା କହିଲା- ବିଶ୍ୱକୁ ଜ୍ଞାନ ବାଣ୍ଟୁଛ…

ନୂଆଦିଲ୍ଲୀ,୧୫।୪: ଦିଲ୍ଲୀ ଅବକାରୀ ନୀତି ମାମଲାରେ ସିବିଆଇର ନୋଟିସ ମିଳିବା ପରେ ଆମ ଆଦମୀ ପାର୍ଟି ନେତା ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସରକାରଙ୍କ ଉପରେ ଖୁବ ବର୍ଷିଛନ୍ତି। କେଜରିଓ୍ବାଲ କହିଛନ୍ତି, ଗତ ଏକ ବର୍ଷ ଭିତରେ ଭାଜପା ଚିଲ୍ଲାଉଛି କି ଦିଲ୍ଲୀରେ ମଦ ଘୋଟାଲ ହୋଇଛି ଓ ଦେଶର ସମସ୍ତ ଯାଞ୍ଚ ଏଜେନ୍ସି ସବୁ କାମ ଛାଡି ଏହାର ଯାଞ୍ଚରେ ଲାଗି ଯାଇଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ କହିଛନ୍ତି କୌଣସି ମଦ ଘୋଟାଲା ହୋଇନାହିଁ। ଏମାନେ ମିଛ କହି ମାମଲା କରିଛନ୍ତି ଓ କହୁଛନ୍ତି ମଦ ଘୋଟାଲ ହୋଇଛି। ଏପଟେ ଭାରତୀୟ ଜନତା ପାର୍ଟି(ଭାଜପା) କେଜରିଓ୍ବାଲଙ୍କ ଅଭିଯୋଗର ପ୍ରତିଉତ୍ତର ଦେଇଛି।
କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି, ଏମିତି ୭୫ ବର୍ଷରେ ପ୍ରଥମ ଥର ହୋଇଛି, କି ଯିଏ ଭ୍ରଷ୍ଟାଚାର ବିରୋଧରେ ଆନ୍ଦୋଳନ କରିବା କଥା କହୁଛନ୍ତି, ସେ ଭ୍ରଷ୍ଟାଚାରର ଦଲଦଲରେ ବୁଡିବା ଦେଖାଯାଉଛି। ଅରବିନ୍ଦ କେଜରିଓ୍ବାଲଙ୍କ ମନ୍ତ୍ରୀ ଜେଲ ଯାଇଛନ୍ତି ଆଉ ସେ ବିଶ୍ୱକୁ ଜ୍ଞାନ ବାଣ୍ଟୁଛନ୍ତି। ଯାଞ୍ଚ ଏଜେନ୍ସି ସେମାନଙ୍କ କାମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?