Posted inଜାତୀୟ

ସିସୋଡିଆଙ୍କ ଜାମିନ ଆବେଦନ ଉପରେ ୧୪ ଜୁଲାଇରେ ହେବ ଶୁଣାଣି

ନୂଆଦିଲ୍ଲୀ,୧୦।୭: ଦିଲ୍ଲୀର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆଙ୍କ ଜାମିନ ଆବେଦନର ପରବର୍ତ୍ତି ଶୁଣାଣି ସୁପ୍ରିମକୋର୍ଟରେ ୧୪ ଜୁଲାଇରେ ହେବ।ବରିଷ୍ଠ ଆଇନଜୀବି ଅଭିଷେକ ମନୁ ସିଂଘଭି ଏହି ମାମଲାକୁ ପ୍ରଧାନ ବିଚାରପତି ଡି.ଇ ଚନ୍ଦ୍ରଚୂଡଙ୍କ ନିକଟରେ ରଖିଥିଲେ ଯାହା ଉପରେ କୋର୍ଟ ଶୁଣାଣି କରିବାକୁ ରାଜି ହୋଇଛନ୍ତି। ସିଂଘଭି କହିଛନ୍ତି ଯେ ଜାମିନ ଆବେଦନକୁ ହାଇକୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ସିସୋଡିଆଙ୍କ ପତ୍ନୀ ଗୁରୁତର ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।
ଗୁରୁବାର ସିସୋଡିଆ ତାଙ୍କ ଜାମିନ ମାମଲାରେ ସୁପ୍ରିମକୋର୍ଟରେ ପହଞ୍ଚିଥିଲେ। ସେ ଦିଲ୍ଲୀର ଅବକାରୀ ନୀତି ଦୁର୍ନୀତି ଅଭିଯୋଗର ସମ୍ମୁଖୀନ ହେଉଛନ୍ତି। ଏହି ଚଢାଉ ପରେ ତାଙ୍କୁ ଇଡି ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର କେମିତି ପ୍ରେମରେ ପଡ଼ିଥିଲେ ଆମିର, ଜାଣନ୍ତୁ ଗୌରୀଙ୍କ ସହ ଭେଟର କାହାଣୀ-ଲଭ୍‌ଷ୍ଟୋରୀ

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ଟନିଷ୍ଟ’ ଆମିର ଖାନ ପୁଣିଥରେ ବିବାହ ବନ୍ଧନରେ ବାନ୍ଧିହେବେ। ଆସନ୍ତା ଜୁଲାଇ ୫ ତାରିଖରେ ସେ ତାଙ୍କର ଦୀର୍ଘଦିନର ବାନ୍ଧବୀ ଗୌରୀ ସ୍ପ୍ରାଟ୍‌ଙ୍କ…

ବିଜେଡ଼ି ନେତା ଭୃଗୁ ବକ୍ସିପାତ୍ରଙ୍କ ହୁମ୍ମା ରେଳ ଷ୍ଟେଶନ ଗ୍ରସ୍ତ, ଯାତ୍ରୀଙ୍କ ବିଭିନ୍ନ ସମସ୍ୟା ନେଇ କଲେ ଆଲୋଚନା

ଗଞ୍ଜାମ,୪।୭,(ବିଦ୍ୟାଧର ସାହୁ ): ବରିଷ୍ଟ ବିଜେଡ଼ି ନେତା ତଥା ରାଜ୍ୟ ବିଜେଡ଼ି ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର ହୁମ୍ମା ରେଳ ଷ୍ଟେଶନରେ ପହଞ୍ଚି ଯାତ୍ରୀଙ୍କ ସୁବିଧା ଏବଂ…

ନିର୍ମାଣାଧୀନ କାନ୍ଥ ପଡ଼ି ଜଣେ ଶ୍ରମିକ ମୃତ, ଜଣେ ଗୁରୁତର

କେନ୍ଦୁଝର,୪।୭, (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ସରାସ ଗ୍ରାମରେ ନବ ନିର୍ମିତ ଏକ ଘରର ଛାତ ଉପର କାନ୍ଥ ଭୁଶୁଡ଼ି ପଡ଼ିବାରୁ ଜଣେ…

ଡାକ୍ତର ଆନ୍ଦୋଳନ ସ୍ଥଗିତ, ସୂଚନା ଦେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଆଜିଠୁ…

ଭୁବନେଶ୍ୱର,୪ା୭: ରାଜ୍ୟରେ ଚାଲିଥିବା ଡାକ୍ତରମାନଙ୍କ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଶନିବାରଠାରୁ ଡାକ୍ତରମାନେ କାର୍ଯ୍ୟରେ ଯୋଗ ଦେବେ ବୋଲି ମନ୍ତ୍ରୀ…

Parliament Monsoon Session: ଜୁଲାଇ ୨୦ରୁ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ ସଂସଦର ମୌସୁମୀ ଅଧିବେଶନ, ମିଳିଲା ରାଷ୍ଟ୍ରପତିଙ୍କ ଅନୁମୋଦନ

ନୂଆଦିଲ୍ଲୀ,୪।୭: ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ରେ ଆରମ୍ଭ ହେବ। କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ X ରେ ଏକ ପୋଷ୍ଟରେ କହିଛନ୍ତି ଯେ, ଭାରତ ସରକାରଙ୍କ…

‘କକ୍ରୋଚ ଜନତା ପାର୍ଟି’ର ପ୍ରତିବାଦକୁ ସମର୍ଥନ କଲେ ମହୁଆ ମୋଇତ୍ରା

ନୂଆଦିଲ୍ଲୀ,୪।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ଶୁକ୍ରବାର ଜନ୍ତରମନ୍ତରରେ ଚାଲିଥିବା ପ୍ରତିବାଦରେ ଯୋଗ ଦେଇ କର୍ମୀ ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ସ୍ବର ଉଠାଇଥିଲେ। ଶିକ୍ଷା…

IND vs ENG 2nd T20: ବୈଭବ ସୂର୍ଯ୍ୟବଂଶୀଙ୍କୁ ଭୟ କରୁଛି ଇଂଲଣ୍ଡ? ତାଙ୍କୁ ମୁକାବିଲା କରିବା ପାଇଁ ଯୋଜନା ପ୍ରସ୍ତୁତ

ନୂଆଦିଲ୍ଲୀ,୪।୭: ବୈଭବ ସୂର୍ଯ୍ୟବଂଶୀ କେବେ ତାଙ୍କର ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିବେ? ଏହି ପ୍ରଶ୍ନ ବର୍ତ୍ତମାନ କ୍ରିକେଟ ଜଗତରେ ଚର୍ଚ୍ଚାର ବିଷୟ। ବୈଭବ ନିକଟରେ ଏକ ଇନଷ୍ଟାଗ୍ରାମ…

ଚର୍ଚ୍ଚା ସୃଷ୍ଟି କଲାଣି ବୈଭବ ସୂର୍ଯ୍ୟବଂଶୀଙ୍କ ‘New Chapter’ ଷ୍ଟୋରୀ, ଏହା ଡେବ୍ୟୁର ଏକ ସଙ୍କେତ ନା ଏକ ନୂଆ ସରପ୍ରାଇଜ? ଜାଣନ୍ତୁ…

ନୂଆଦିଲ୍ଲୀ,୪।୭: ସମସ୍ତେ ଜାଣିବାକୁ ଚାହାଁନ୍ତି ଯେ ଭାରତର ପ୍ରତିଭାବାନ ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ କେବେ ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ। ଏହି ଶନିବାର ମାଞ୍ଚେଷ୍ଟରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri