Posted inଜାତୀୟ

ମଦ ଦୁର୍ନୀତି ମାମଲା: ସିସୋଡିଆଙ୍କୁ ମିଳିଲାନି ଆଶ୍ୱସ୍ତି, ଜାନୁୟାରୀ ୧୦ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତ ବୃଦ୍ଧି

ନୂଆଦିଲ୍ଲୀ,୧୧।୧୨: ଦିଲ୍ଲୀର ଏକ କୋର୍ଟ ସୋମବାର ମଦ ଦୁର୍ନୀତି ମାମଲାରେ ଆମ ଆଦମୀ ପାର୍ଟି ନେତା ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଜାନୁୟାରୀ ୧୦ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ସ୍ବତନ୍ତ୍ର ବିଚାରପତି ଏମ୍‌ ନାଗପାଲ ଏହି ମାମଲାରେ ଅତିରିକ୍ତ ଦଲିଲ ଦାଖଲ କରିବାକୁ ଅନୁମତି ମାଗିବା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ଦାଖଲ ହୋଇଥିବା ଏକ ଆବେଦନ ଉପରେ ସିସୋଡିଆ ଏବଂ ଅନ୍ୟ ଅଭିଯୁକ୍ତଙ୍କଠାରୁ ପ୍ରତିକ୍ରିୟା ମାଗିଛନ୍ତି। ଜଜ୍‌ ଅଭିଯୁକ୍ତମାନଙ୍କୁ ଜାନୟାରୀ ୧୦ସୁଦ୍ଧା ଆବେଦନ ଉପରେ ନିଜର ପ୍ରତିକ୍ରିୟା ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜାନୁଆରୀ ୧୦ରେ ପରବର୍ତ୍ତୀ ଶୁଣାଣି ପୂର୍ବରୁ ଅଭିଯୁକ୍ତମାନଙ୍କୁ ୫୪୦ପୃଷ୍ଠାର ଅତିରିକ୍ତ ଦଲିଲର ନକଲ ପ୍ରଦାନ କରିବାକୁ କୋର୍ଟ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଉନସୁଗାର ଜବତ: ମହିଳାଙ୍କ ସମେତ ୪ ଜଣଙ୍କୁ ବାନ୍ଧିଲା ପୋଲିସ

ବଞ୍ଚୋ/ହାଟଡିହୀ/ଛେନାପଦୀ,୨୭ା୬(ପ୍ରଦୋଷ ବିଶ୍ୱାଳ/ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଏବଂ ଆନନ୍ଦପୁର ଏସ୍‌ଡିପିଓ ଚଢ଼ାଉ କରି ୧୨ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଏଥିରେ…

କାର୍‌କୁ ଧକ୍କା ଦେଇ ଓଲଟିଲା ଟାୟାର ବୋଝେଇ ଟ୍ରକ୍‌, ଡ୍ରାଇଭରଙ୍କ ସମେତ…

ମୋହନା,୨୭ା୬(ମନ୍ମଥ ମିଶ୍ର): କାର୍‌କୁ ଧକ୍କା ଦେଇ ଓଲଟି ପଡ଼ିଛି ଟାୟାର ବୋଝେଇ ଟ୍ରକ୍‌। ଡ୍ରାଇଭରଙ୍କ ସମେତ ୫ ଆହତ ହୋଇଛନ୍ତି। ଗଜପତି ଜିଲା ଅଡ଼ବା ଥାନା ନାଳାଘାଟ…

ବିରାଟ କୋହଲି ହଠାତ ଟେଷ୍ଟ କ୍ରିକେଟରୁ କାହିଁକି ନେଇଥିଲେ ସନ୍ନ୍ୟାସ? ହେଲା ବଡ଼ ଖୁଲାସା…

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟର ‘ରନ ମେଶିନ’ ବିରାଟ କୋହଲି ଟେଷ୍ଟ କ୍ରିକେଟରୁ ଅବସର ନେବାକୁ ପ୍ରାୟ ବର୍ଷେରୁ ଅଧିକ ସମୟ ବିତିଗଲାଣି। ହେଲେ ଆଜି ବି ପ୍ରଶଂସକଙ୍କ…

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ, ଯୁବତୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ

ରାଉରକେଲା,୨୭।୬: ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ ସନ୍ତୋଷପୁର ପଞ୍ଚାୟତ ଜାରାଟୋଲା ଗାଁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଯୁବତୀ ଜଣକ ଘରେ ଶୋଇଥିଲା ବେଳେ କେତେଜଣ…

ସିଙ୍ଗିପୁରରେ ବେଆଇନ ଦେଶୀ ମଦ ଭାଟି: ପୋଲିସର ଚଢ଼ାଉ

ଗଜପତି,୨୮।୬ (ଗିରିଧାରୀ ପରିଛା): ଗୁଇନ୍ଦା ସୂଚନା ଆଧାରରେ ପାରଳାଖେମୁଣ୍ଡି ପୋଲିସ ଶନିବାର ଭୋର ସମୟରେ ସିଙ୍ଗିପୁର ଗ୍ରାମରେ ଚଢ଼ାଉ କରି ଏକ ବେଆଇନ ଦେଶୀ ମଦ ପ୍ରସ୍ତୁତି…

ଆସିଲେ ନାହିଁ ଭାଜପା ଅତିଥି, ଏନ୍‌ଏସି ଅଧ୍ୟକ୍ଷ କଲେ ଗୋଷ୍ଠୀକେନ୍ଦ୍ର ଉଦ୍‌ଘାଟନ, ପୂରା ଘଟଣା ଜାଣିଲେ…

କେସିଙ୍ଗା,୨୭ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ବଗାଡ଼ ଓ୍ବାର୍ଡ ନଂ ୨ରେ ନବନିର୍ମିତ ଗୋଷ୍ଠୀ କେନ୍ଦ୍ରକୁ ନଗରପାଳ ନୃପରାଜ ଯାଦବଙ୍କ କରକମଳରେ ଶନିବାର ଉଦ୍‌ଘାଟିତ ହୋଇଛି।…

ବିଷ ବୋତଲ ଧରି ଧାରଣାରେ ଚାଷୀ, ଟୋକନ ନ ମିଳିଲେ ପିଇବାକୁ ଦେଲେ ଧମକ

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ହେଲେ ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଧାନବିକ୍ରି ଟୋକନ ମିଳିନାହିଁ। ଏହାକୁ…

ପୁଣି ଧକ୍କା ଦେଲା ଆମବସ୍‌, ରଙ୍ଗ୍‌ରୁଟ୍‌ରେ ଆସି ବାପ-ଝିଅଙ୍କୁ…

ଭୁବନେଶ୍ୱର,୨୭ା୬: ପୁଣି ଧକ୍କା ଦେଇଛି ଆମବସ୍‌। ପ୍ରତିଦିନ ଆମବସ୍‌ କେଉଁଠି ନା କେଉଁଠି ଦୁର୍ଘଟଣା ଘଟାଉଥିବା ଖବର ଆସୁଛି। ଶନିବାର ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱର ଅଞ୍ଚଳରେ ବାପ-ଝିଅଙ୍କୁ ଧକ୍କାଦେଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri