Posted inଜାତୀୟ

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା: ମୁଖ୍ୟମନ୍ତ୍ରୀଙ୍କ ଝିଅ ଘରେ ସିବିଆଇ ଟିମ୍‌

ହାଇଦ୍ରାବାଦ୍‌,୧୧।୧୨: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ (କେସିଆର) ଝିଅ କେ.କବିତାଙ୍କ ବାସଭବନରେ ରବିବାର ସିବିଆଇ ଟିମ୍‌ ପହଞ୍ଚି ତାଙ୍କୁ ପଚରାଉଚରା କରିଛି। ହାଇଦ୍ରାବାଦର ବଞ୍ଜାରା ଠାରେ ଥିବା କବିତାଙ୍କ ବାସଭବନରେ ତାଙ୍କୁ ସିବିଆଇ ଜେରା କରିଛି।
ଏହାପୂର୍ବରୁ କବିତାଙ୍କ ବାସଭବନ ଆଗରେ ଏକ ପୋଷ୍ଟର ଦେଖିବାକୁ ମିଳିଥିଲା। ଏଥିରେ କବିତା ସିବିଆଇ ଜେରାକୁ ଭୟ କରୁ ନ ଥିବା କଥା ଲେଖାଯାଇଥିଲା। କବିତା ଏହା ପୂର୍ବରୁ ସେ ଏହି ମାମଲାରେ ସିବିଆଇକୁ ସହଯୋଗ କରିବେ ବୋଲି କହିଥିଲେ।
ସୂଚନାଯୋଗ୍ୟ, ଦିଲ୍ଲୀର କେଜ୍‌ରିୱାଲ ସରକାର କୋଟି କୋଟି ଟଙ୍କା ଅବକାରୀ ଦୁର୍ନୀତି କରିଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ମଧ୍ୟ ପୂର୍ବରୁ ପଚରାଉଚରା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ଖସିଗଲା ଗୋଡ଼

ଡେରାଡୁନ୍‌,୧୯।୪: ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଏକ ଅଘଟଣରୁ ବର୍ତ୍ତି ଯାଇଛନ୍ତି। ଏକ ବିବାହ ଉତ୍ସବରେ ଯୋଗ ଦେଇଥିବା ଅବସରରେ ହଠାତ୍‌ ତାଙ୍କ ପାଦ...

ପୂରଣ ହେଲା ଆତ୍ମନିର୍ଭର ଭାରତର ସଂକଳ୍ପ: ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୨ ।୨: ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ମଙ୍ଗଳବାର ବେଙ୍ଗାଲୁରୁ ଗସ୍ତ କରିଛନ୍ତି । ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ(ଏଚ୍‌ଏଏଲ୍‌)ର ଦ୍ୱିତୀୟ ଏଲ୍‌ସିଏ(ଲାଇଟ୍ କମ୍ବାଟ୍ ଏୟାରକ୍ରାପ୍ଟ)ର ପ୍ରଡକ୍ସନ ଲାଇନର...

ରାଜନୈତିକ ଦଳର ଷ୍ଟାର ପ୍ରଚାରକଙ୍କୁ ସଂଯମତା ରକ୍ଷା କରିବାକୁ ନିର୍ବାଚନ ଆୟୋଗଙ୍କ ପରାମର୍ଶ…

ନୂଆଦିଲ୍ଲୀ,୨।୫ : ବିଧାନସଭା ନିର୍ବାଚନ ପାଇଁ କର୍ନାଟକରେ ପ୍ରଚାର ଚାଲିଛି। ରାଜ୍ୟରେ ଅନେକ ରାଲି କରାଯାଉଛି। ବିଭିନ୍ନ ଦଳର ନେତାମାନେ ମଧ୍ୟ ଭିନ୍ନ ଭିନ୍ନ ବିବୃତ୍ତି...

ଦୁର୍ନୀତି ମୁକ୍ତ ସମାଜ ଅପରିହାର୍ଯ୍ୟ, ପ୍ରୟାସ ମାଧ୍ୟମରେ ସ୍ବପ୍ନ ହେବ ପୂରଣ…

ନୂଆଦିଲ୍ଲୀ, ୩୦।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମ ମନ କି ବାତ୍‌ରେ ଯୋଗଦେଇ କହିଛନ୍ତି ଯେ, ଦେଶର ବିକାଶ ପାଇଁ...

ରାମମନ୍ଦିର ନିର୍ମାଣ ପାଇଁ ସରକାର ଆଣନ୍ତୁ ଅଧ୍ୟାଦେଶ: ଉଦ୍ଧବ ଠାକ୍‌ରେ

ଅଯୋଧ୍ୟା,୧୬।୬: ରାମମନ୍ଦିର ନିର୍ମାଣ ପାଇଁ ସରକାର ଅଧ୍ୟାଦେଶ ଆଣନ୍ତୁ ବୋଲି ଶିବସେନା ପ୍ରମୁଖ ଉଦ୍ଧବ ଠାକ୍‌ରେ ରବିବାର କହିଛନ୍ତି। ସେ ଦଳର ନବନିର୍ବାଚିତ ୧୮ ଜଣ...

ହାର୍ଟଆଟାକ୍‌ ଓ ମେଦବହୁଳତାରୁ ଦୂରେଇ ରହିବା ପାଇଁ ସପ୍ତାହରେ ଏଥିରୁ ୨ ଥର…

ଛତୁରେ ବହୁ ମାତ୍ରାରେ ପୋଷକତ୍ବ ରହିଛି। ଏହା ଶରୀର ପାଇଁ ବେଶ୍‌ ଲାଭଦାୟକ। ଛତୁ ଶରୀରର ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ସହାୟକ ହୋଇଥାଏ। ସପ୍ତାହରେ...

ଅର୍ଣ୍ଣବଙ୍କ ଗିରଫଦାରି ସହ ସାମ୍ବାଦିକତାର ସମ୍ପର୍କ ନାହିଁ

ନୂଆଦିଲ୍ଲୀ, ୯।୧୧: ରିପବ୍ଲିକ୍‌ ଟିଭି ଏଡିଟର-ଇନ୍‌-ଚିଫ୍‌ ଅର୍ଣ୍ଣବ ଗୋସ୍ବାମୀଙ୍କୁ ମୁମ୍ବାଇ ପୋଲିସ ଗିରଫ କରିବା ପରେ ଏହାକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କଠାରୁ ଆରମ୍ଭ କରି...

ଦିଲ୍ଲୀ କାଂଞ୍ଝେୱାଲା ମାମଲା: ଯୁବତୀଙ୍କୁ କରାଯାଇନି ବଳାତ୍କାର! ପୋଲିସର ଏଫଏସଏଲ ରିପୋର୍ଟକୁ ଅପେକ୍ଷା

ନୂଆଦିଲ୍ଲୀ,୩ ।୧: ରାଜଧାନୀ ଦିଲ୍ଲୀର କାଂଞ୍ଝେୱାଲା ହତ୍ୟା ମାମଲାରେ ଯୁବତୀଙ୍କ ପୋଷ୍ଟ ମର୍ଟମ ରିପୋର୍ଟ ସମ୍ପର୍କରେ ବିଶେଷ ସୂତ୍ରରୁ ସୂଚନା ମିଳିଛି । ଏଥିରୁ ଜଣାପଡିଛି...

Advertisement
Archives

Model This Week