Posted inଜାତୀୟ

ଏଏପି ନେତା ବିଜୟ ନାୟାର, ବ୍ୟବସାୟୀ ଅଭିଷେକ ବୋଇନପଲ୍ଲୀଙ୍କୁ ଗିରଫ କଲା ଇଡି

ନୂଆଦିଲ୍ଲୀ,୧୪ ।୧୧: ଲିକର ପଲିସି ମାମଲାରେ ଆମ ଆଦମୀ ପାର୍ଟି(ଏଏପି)ର ଚିନ୍ତା କମିବାର ନାଁ ନେଉନି । ମିଡିଆ ରିପୋର୍ଟ ଅନୁଯାୟୀ,  ଏଏପି ନେତା ବିଜୟ ନାୟାର ଓ ବ୍ୟବସାୟୀ ଅଭିଷେକ ପୋଇନପଲ୍ଲିଙ୍କୁ ଦିଲ୍ଲୀ ଲିକର ପଲିସିରେ ଅର୍ଥ ହେରଫେର ମାମଲାରେ ଗରିଫ କରାଯାଇଛି ।
ସୂଚନାଯୋଗ୍ୟ, ପୂର୍ବରୁ ମଧ୍ୟ ଉଭୟଙ୍କୁ ସିବିଆଇ ଗିରଫ କରିଥିଲା । ସେବେଠାରୁ ଉଭୟ ନାୟିକ ହେପାଜତରେ ଥିଲେ । ଦିଲ୍ଲୀ ଲିକର ପଲିସିର ଏଏପି ନେତା ବିଜୟ ନାୟାରଙ୍କ ଜାମିନରେ ଶୁଣାଣି ହେବାର ଥିଲା । କିନ୍ତୁ ଏହା ପୂର୍ବରୁ ଇଡି ତାଙ୍କୁ ଗିରଫ କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣବର୍ଷାରେ ଭୁଶୁଡ଼ିଲା ଘର କାନ୍ଥ; ଅଳ୍ପକେ ବର୍ତ୍ତିଲେ ପରିବାର, ବିପନ୍ନଙ୍କୁ ସହାୟତା ଦାବି

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଗତ ୪ ଦିନ ବ୍ୟାପି ବର୍ଷା ଲାଗି ରହିଛି । ଫଳରେ ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ…

ପେଟ୍ରୋଲ ପମ୍ପରେ ନୂଆ ନିୟମ! ଦିନକୁ ମିଳିବ ମାତ୍ର ଏତିକି ଲିଟର, ଧାର୍ଯ୍ୟ ହେଲା ଲିମିଟ୍‌

ନୂଆଦିଲ୍ଲୀ,୨୪।୯: ଯଦି ଆପଣଙ୍କ ପାଖରେ ବଡ଼ ଗାଡ଼ି କିମ୍ବା ଡିଜେଲରେ ଚାଲୁଥିବା କମର୍ସିଆଲ ଯାନ ରହିଛି ଏବଂ ନିୟମିତ ଭାବେ ବହୁ ପରିମାଣରେ ଡିଜେଲ ଭରାଇବାକୁ ପଡ଼ୁଛି,…

ଚାଞ୍ଚଲ୍ୟକର ଖୁଲାସା, ଏହି ଖେଳାଳି ଛଡାଇ ନେବେ ଋତୁରାଜଙ୍କ ପଦ!

ନୂଆଦିଲ୍ଲୀ: IPL ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ନିଜ କୋଚିଂ ସେଟଅପ୍‌ରେ ବଡ଼ ପରିବର୍ତ୍ତନ କରିଛି । ଦୀର୍ଘ ସମୟ ଧରି ଦଳର ହେଡ୍…

୫ ରାଜ୍ୟର ନିର୍ବାଚନରେ ପାଣି ଭଳି ଟଙ୍କା ଖର୍ଚ୍ଚ କରିଛି ଭାଜପା, ମୂଲ୍ୟ ଶୁଣିଲେ ହୋଇଯିବେ କାବା! ଏହି ରାଜ୍ୟରେ ସବୁଠୁ ଅଧିକ

ନୂଆଦିଲ୍ଲୀ,୨୪।୯: ଆସାମ, ତାମିଲନାଡୁ, ପୁଡୁଚେରୀ, କେରଳ ଏବଂ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାଜପାର ଖର୍ଚ୍ଚ ରିପୋର୍ଟରୁ ଜଣାପଡ଼ିଛି ଯେ, ଦଳର କେନ୍ଦ୍ରୀୟ କାର୍ଯ୍ୟାଳୟ ଏହି ୫ଟି…

ଗଭୀର ଅବପାତ ପ୍ରଭାବରେ ଫୁଲୁଛି ଋଷିକୁଲ୍ୟା, ଭୟଭୀତ ନହେବାକୁ ପ୍ରଶାସନର ସଚେତନତା

ପୁରୁଷୋତ୍ତମପୁର,୨୪।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ତିନିଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଏହି ଲଗାଣ…

ପାଣି ଘେରରେ ଗୋଖର କୁଦା; ବୁଡ଼ିଲା ତଳିଆ ଅଞ୍ଚଳ, ଆତଙ୍କିତ ମତ୍ସଜୀବୀ

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଟଳିଛି ବାତ୍ୟା ଭୟ । ଗଭୀର ଅବପାତ ଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ପାଳିବନ୍ଧ ପଞ୍ଚାୟତ ଗୋଖର କୁଦା ଗ୍ରାମ ପାଣି…

ମୋ ମାଧବ…ହାତରେ ବଂଶୀ ଧରି କୃଷ୍ଣ ସାଜିଲେ ଅଖିଳେଶ, ଜାଣନ୍ତୁ କିଏ ହେଲେ ସୁଦାମା

ଲକ୍ଷ୍ନୌ,୨୪।୯: ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଗୁରୁବାର ‘PDA ରଥ’ରେ ରାୟବରେଲୀ ପହଞ୍ଚିଛନ୍ତି । ତାଙ୍କ ଆଗମନ ପୂର୍ବରୁ ସହରର…

‘ଧରିତ୍ରୀ’ ପ୍ରଭାବ: ଜଳମଗ୍ନ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ

ଛତ୍ରପୁର, ୨୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତଜନିତ ପ୍ରବଳ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ତାମ୍ପରା ହ୍ରଦ ନିକଟସ୍ଥ ବ୍ୟାଙ୍କ କଲୋନୀର କେତେକ ଅଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?