Posted inଜାତୀୟ

କେଜ୍‌ରିଓ୍ବାଲଙ୍କ ଟେନ୍‌ସନ ବଢାଇଲା ଇଡି, ଆତ୍ମସମର୍ପଣର ତାରିଖ ପୂର୍ବରୁ…

ନୂଆଦିଲ୍ଲୀ,୨୧।୫: ଦିଲ୍ଲୀ ମଦ ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସମସ୍ୟା ବଢାଇଦେଇଛି। ଜୁନ ୨ରେ ଆତ୍ମସମର୍ପଣ ସମୟରେ ଇଡି ଏଏପି ସଂଯୋଜକ କେଜ୍‌ରିଓ୍ବାଲଙ୍କ ନ୍ୟାୟିକ ହେପାଜତକୁ ବଢାଇବାକୁ ଦାବି କରିଛି। ପ୍ରକୃତରେ କେଜ୍‌ରିଓ୍ବାଲଙ୍କ ନ୍ୟାୟିକ ହେପାଜତ ସୋମବାର (ମେ ୨୦) ରେ ଶେଷ ହୋଇଥିଲା, କିନ୍ତୁ ସେ ସୁପ୍ରିମକୋର୍ଟଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନରେ ଥିବାରୁ ଇଡି ରୌଜ୍‌ ଏଭିନ୍ୟୁ କୋର୍ଟରୁ ଏହି ଦାବି କରିଛି।

ମଦ ନୀତି ମାମଲାରେ ଇଡି ସୋମବାର କୋର୍ଟରେ କହିଛି ଯେ ଆମେ ଏଭଳି ପରିସ୍ଥିତି ଚାହୁଁ ନାହୁଁ ଯେ ଅଭିଯୋଗ ହେବ କି ଆମେ ଠିକ ସମୟରେ ହେପାଜତ ଆବେଦନ କରିନାହୁଁ। କେଜ୍‌ରିଓ୍ବାଲ ବର୍ତ୍ତମାନ ମଧ୍ୟବର୍ତ୍ତୀକାଳୀନ ଜାମିନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରୁ ମିଳିଲା ଯୁବତୀଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର,ଆତ୍ମହତ୍ୟା ନା ହତ୍ୟା ବଢିଲା ସସ୍‌ପେନ୍ସ

ପଟ୍ଟାଙ୍ଗି,୨୨।୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପେଟୁରୁ ପଞ୍ଚାୟତ ଅନ୍ତର୍ଗତ କପାଟିଗୁଡା ଜଙ୍ଗଲରୁ ସନ୍ଦେହଜନକ ଭାବେ ଯୁବତୀଯୁବକଙ୍କ ମୃତଦେହ ସୁଙ୍କି ପୋଲିସ ଉଦ୍ଧାର…

ଟ୍ରାକ୍ଟର ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ : ମୃତ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି

ଲାଞ୍ଜିଗଡ଼,୨୨।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ଘଟଣା ଘଟିଛି। ନିଜେ ଚଳାଉଥିବା ଟ୍ରାକ୍ଟର ଚକରେ ଚାପିହୋଇ ଡ୍ରାଇଭରଙ୍କ…

ନାବାଳିକାଙ୍କୁ ବ୍ଲାକମେଲ କରି ଦୀର୍ଘଦିନ ଧରି ଶୋଷଣ କରୁଥିଲେ ନାବାଳକ, ଅଭିଯୋଗ ପରେ ନାବାଳକଙ୍କୁ …

ପାରଳାଖେମୁଣ୍ଡି, ୨୨।୬(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ଜଣେ ନାବାଳିକାଙ୍କ ଅଭିଯୋଗକୁ ଆଧାର କରି ପୋକ୍ସୋ ଆଇନ ଅନୁଯାୟୀ ଏକ ମାମଲା ରୁଜୁ…

ଅତର ବ୍ୟବସାୟୀଙ୍କୁ ଠକେଇ, ଅସଲି ନେଇ ନକଲି ଦେଇଦେଲେ, ଠକିନେଲେ ଏତେ କୋଟି ଟଙ୍କା

ଛତ୍ରପୁର, ୨୨।୬( ଦିଲ୍ଲୀପ ସାମଲ): ଅତି ଚତୁରତା ସହ ବ୍ଲୁ ପ୍ରିଣ୍ଟ କରି ଫିଲ୍ମ ଷ୍ଟାଇଲରେ ହୋଇଛି କିଆ ଅତର ଠକେଇ । ଲକ୍ଷ କି ଦୁଇ…

ଲଭ,ସେକ୍ସ, ଧୋକ୍କା: ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ଜେଲଗଲେ ଅଭିଯୁକ୍ତ ଡାକ୍ତର

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଡେଙ୍ଗାଓସ୍ତା ଗ୍ରାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଅବିନାଶ ମହାନ୍ତିଙ୍କୁ ପୋଲିସ…

ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିବ…

ଗଞ୍ଜାମ ,୨୨।୬(ବିଦ୍ୟାଧର ସାହୁ ) : ଅଜଣା ଗାଡି ଧକ୍କାରେ ଶନିବାର ଗଞ୍ଜାମ ଅଞ୍ଚଳର ଅନିଲ ମହାପାତ୍ର ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା । କୌଣସି…

ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା କାର୍ଡ ବଣ୍ଟନ କଲେ ବିଧାୟକ ସିଦ୍ଧାନ୍ତ: ହିତାଧିକାରୀ ପାଇବେ ଅତିରିକ୍ତ ଚାଉଳ, ତାଲିକାରେ ଏମାନେ…

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକର ସିଦ୍ଧେଶ୍ୱର , କୋଟିନଡା , କୁଶପଡା ଓ ବାସୁଦେବପୁର ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ଆୟୋଜିତ ସତନ୍ତ୍ର କାର୍ଯ୍ୟକ୍ରମରେ…

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri