Posted inଜାତୀୟ

ସ୍କୁଲ ଛାତ୍ରଙ୍କ ଲଢ଼େଇ ବେଳେ ଗୁଳି କରି ଦେଲେ

ନୂଆଦିଲ୍ଲୀ,୨୭।୩: ଜାତୀୟ ରାଜଧାନୀର ଏକ ସ୍କୁଲ ବାହାରେ ଦୁଇ ଛାତ୍ରଙ୍କ ମଧ୍ୟରେ ଯୁକ୍ତିତର୍କକୁ ନେଇ ଜଣେ ୧୯ ବର୍ଷୀୟ ଯୁବକଙ୍କୁ ଗୁଳି ହତ୍ୟା କରାଯାଇଛି। ଅଭିଯୁକ୍ତଙ୍କୁ ଗିରଫ କରାଯିବା ସହ ତାଙ୍କ ପାଖରୁ ହତ୍ୟାକାଣ୍ଡରେ ବ୍ୟବହୃତ ପିସ୍ତଲ ଜବତ ହୋଇଥିବା ପୋଲିସ ପକ୍ଷରୁ କୁହାଯାଇଛି।

ଦ୍ୱାରକା ସେକ୍ଟର ୧୬ସ୍ଥିତ ସ୍କୁଲ ବାହାରେ ଦୁଇ ସ୍କୁଲଛାତ୍ରଙ୍କ ମଧ୍ୟରେ ଲଢ଼େଇ ଚାଲିଥିବା ବେଳେ ପୀଡ଼ିତଙ୍କୁ ଗୁଳି କରିଥିଲେ ଅଭିଯୁକ୍ତ। ପୀଡ଼ିତ ଖୁର୍ଶିଦଙ୍କୁ ଲଢ଼େଇ କରୁଥିବା ଦୁଇ ଛାତ୍ରଙ୍କ ମଧ୍ୟରୁ ଜଣେ ଡାକି ଆଣିଥିଲେ। ତାଙ୍କୁ ପ୍ରତିଦ୍ୱନ୍ଦ୍ୱୀ ଗ୍ୟାଙ୍ଗ ସଦସ୍ୟ ଗୁଳି କରିଥିଲେ। ତାଙ୍କୁ ହସ୍ପିଟାଲ ନିଆଯାଇଥିଲା। ମାତ୍ର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri