Posted inଜାତୀୟ

ରାଜଧାନୀରେ ଚାଞ୍ଚଲ୍ୟ: ମା’, ବାପା ଓ ଭଉଣୀଙ୍କୁ ଛୁରି ଭୁସି ହତ୍ୟା କଲେ ପୁଅ

ନୂଆଦିଲ୍ଲୀ, ୫।୧୨:ଦକ୍ଷିଣ ଦିଲ୍ଲୀର ନେବ ସରାୟ ଅଞ୍ଚଳରେ ବୁଧବାର ଏକ ଚାଞ୍ଚଲ୍ୟକର ଟ୍ରିପଲ ମର୍ଡର ଘଟଣା ସାମନାକୁ ଆସିଛି। ଗୋଟିଏ ପରିବାରର ୩ ଜଣଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ମୃତକଙ୍କ ନାମ ରାଜେଶ କୁମାର(୫୧), ତାଙ୍କ ସ୍ତ୍ରୀ କୋମଲ(୪୬) ଏବଂ ଝିଅ କବିତା(୨୩) ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ପୋଲିସର ତଦନ୍ତ ଜାରି ରହିଛି। ତେବେ ରାଜେଶଙ୍କ ପୁଅ ଅର୍ଜୁନ ହତ୍ୟାକାଣ୍ଡ ସମୟରେ ଘରେ ନ ଥିଲେ ବୋଲି ପ୍ରଥମେ ପୋଲିସକୁ କହିଥିଲେ। ତେବେ ପୋଲିସ ଘଟଣାର ଅଧିକ ତଦନ୍ତ କରି ଅର୍ଜୁନ ହିଁ ନିଜ ବାପା, ମାଆ ଓ ଭଉଣୀଙ୍କୁ ହତ୍ୟା କରିଥିବା ନେଇ ସ୍ପଷ୍ଟ କରିଛି। ପୋଲିସ ଅର୍ଜୁନଙ୍କୁ ଗିରଫ କରିଛି। ତେବେ ହତ୍ୟାକାଣ୍ଡର କାରଣ ନେଇ ତଦନ୍ତ ଚାଲିଥିବା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ

ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଭାଜପାକୁ ନେଇ ଗୁମର ଖୋଲିଦେଲେ RSS ନେତା ମୋହନ ଭାଗବତ: ଦେଶରେ ହଲଚଲ

ନୂଆଦିଲ୍ଲୀ,୨୨ା୧୨:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର କୌଣସି ରାଜନୈତିକ କାର୍ଯ୍ୟସୂଚୀ ନାହିଁ। ଭାଜପା ଚଷମାରେ ଏହି ସଂଗଠନକୁ ଦେଖିବା ବଡ଼ ଭୁଲ୍‌ ବୋଲି ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri