Posted inଜାତୀୟ

ଦିଲ୍ଲୀ ମେୟର ନିର୍ବାଚନରେ ଭାଜପାକୁ ଝଟକା, ବାଜି ମାରିଲା ଏଏପି

ନୂଆଦିଲ୍ଲୀ,୧୪।୧୧: ଆସନ୍ତା ବର୍ଷ ହେବାକୁ ଥିବା ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଏମସିଡି ମେୟର ନିର୍ବାଚନରେ ଆମ ଆଦମୀ ପାର୍ଟି (ଏଏପି) ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ଏଏପି ପ୍ରାର୍ଥୀ ମହେଶ କୁମାର ଖିଞ୍ଚି ଜିତିଛନ୍ତି। ୧୦ ଏଏପି କାଉନସିଲର ଭାଜପା ପାଇଁ ଭୋଟ ଦେଇଛନ୍ତି। ଏହା ସତ୍ତ୍ୱେ ମଧ୍ୟ ଏଏପି ଜିତିଛି।

ଏହି ନିର୍ବାଚନରେ ମୋଟ ୨୬୫ ଭୋଟ ପଡିଥିଲା। ମହେଶଙ୍କୁ ମୋଟ ୧୩୫ ଭୋଟ ମିଳିଥିଲା କିନ୍ତୁ ତାଙ୍କର ଦୁଇଟି ଭୋଟ ଅବୈଧ ଘୋଷିତ ହୋଇଥିଲା ଯାହା ପରେ ତାଙ୍କୁ ୧୩୩ ବୈଧ ଭୋଟ ମିଳିଥିଲା। ମହେଶ କୁମାର ଦେବ ନାଗର (ୱାର୍ଡ ନମ୍ବର ୮୪ )ର ଜଣେ କାଉନସିଲର ଅଟନ୍ତି। ଭାଜପାର କିଶନ ଲାଲଙ୍କୁ ୧୩୦ ଭୋଟ ମିଳିଛି। ଏଏପି ତିନୋଟି ଭୋଟରେ ବାଜି ମାରିନେଇଛି


Enter your email to get our daily news in your inbox.

All Right Reserved By Dharitri.Com

୨୦୦୦, ୩୦୦୦ ଓ ୫୦୦୦ ନିବେଶ କଲେ କେତେ ମିଳିବ ରିଟର୍ଣ୍ଣ? ଜାଣନ୍ତୁ ଏହି ଖାସ୍ ଯୋଜନାର ଲାଭ…

ପୋଷ୍ଟ ଅଫିସ୍ ଆରଡି ଯୋଜନା ଏକ ସୁରକ୍ଷିତ ଏବଂ ଆକର୍ଷଣୀୟ ନିବେଶ ବିକଳ୍ପ ଯେଉଁଥିରେ ଆପଣ ୬.୭% ସୁଧ ହାରରେ ଅଳ୍ପ ପରିମାଣରେ ନିବେଶ କରି...

ରାଜ୍ୟରେ ହାଡଭଙ୍ଗା ଶୀତ: ୧୦ ଡିଗ୍ରୀ ତଳେ ୧୬ ସହର, ସେମିଳିଗୁଡ଼ାରେ ସର୍ବନିମ୍ନ…

ଭୁବନେଶ୍ୱର,୧୧।୧୨: ଶୀତର ପ୍ରକୋପ ସମଗ୍ର ଓଡ଼ିଶାରେ କାୟା ବିସ୍ତାର କରିଥିବା ବେଳେ ରାଜ୍ୟର ବହୁ ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳେ ରହିଛି। ବିଗତ ଦୁଇ...

ଅସହ୍ୟ ଶୀତ: ପଡୁଛି ବରଫ..

ଫୁଲବାଣୀ,୧୧।୧୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଏବେ ଶୀତର ଲହରୀ ଜାରି ରହିଛି। ପର୍ଯ୍ୟଟକଙ୍କ ଆଗମନ ଧୀରେଧୀରେ ବଢୁଛି। ଗୁରୁବାର ଭୋର ସମୟରେ ଫୁଲବାଣୀରେ ବରଫର...

ଆଦିବାସୀ ମହିଳା ଶ୍ରମିକଙ୍କୁ ବଳାତ୍କାର କଲେ ଗାଁ ସାଥୀ, କାହା ଆଗରେ କହିଲେ ଜୀବନରୁ ମାରିଦେବି,ଏମିତି ଅଭିଯୋଗ ଆଣି ପୀଡ଼ିତା…

ଲାଞ୍ଜିଗଡ଼,୧୧ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବିଜେପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ମହିଳା (୩୭)ଙ୍କୁ ବଳାତ୍କାର ଅଭିଯୋଗ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ...

ଖେଳିଗଲା ଆତଙ୍କ: ଏହି ଜିଲାରେ ୭୦୦୦ରୁ ଅଧିକ HIV ରୋଗୀ ଚିହ୍ନଟ: ୪୦୦ ଶିଶୁ ପଜିଟିଭ୍‌

ପାଟନା,୧୧।୧୨: ବିହାରର ସୀତାମାଢ଼ି ଜିଲାରୁ ଏକ ଚିନ୍ତାଜନକ ଖବର ଆସିଛି। ଏଚଆଇଭି ପଜିଟିଭ ରୋଗୀଙ୍କ ସଂଖ୍ୟା କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏହା ସ୍ବାସ୍ଥ୍ୟ ବିଭାଗ...

ବୈଜ୍ଞାନିକ କୌଶଳ ବ୍ୟବହାର କରି ଶିମିଳିପାଳ ଅଭୟାରଣ୍ୟରୁ କରୁଥିଲେ ଶିକାର: ୫ କୁଖ୍ୟାତ ଶିକାରୀଙ୍କୁ…. 

ବାରିପଦା,୧୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ୫ଜଣ କୁଖ୍ୟାତ ଶିକାରୀ ଧରା ପଡିଛନ୍ତି । ଶିମିଳିପାଳ ବନ୍ୟଜନ୍ତୁ ବୁଦ୍ଧିମତା ନେଟୱର୍କ ପରି...

ଆମେରିକା ପରେ ଏବେ ଏହି ଦେଶ ଭାରତ ଉପରେ ଲଗାଇଲା ୫୦% ଟାରିଫ୍‌, ଜାଣନ୍ତୁ କେବେଠୁ ହେବ ଲାଗୁ…

ନୂଆଦିଲ୍ଲୀ,୧୧।୧୨: ଡିସେମ୍ବର ୧୦ ତାରିଖରେ, ମେକ୍ସିକୋ ସିନେଟ ଏକ ବଡ଼ ବିଲ ପାସ କରିଛି। ଯାହା ଚାଇନା ଭାରତ, ଦକ୍ଷିଣ କୋରିଆ, ଥାଇଲ୍ୟାଣ୍ଡ ଏବଂ ଇଣ୍ଡୋନେସିଆ...

Gold-Silver Price: କାହିଁକି ବଢୁଛି ସୁନା-ରୂପା ଦର? ସାମ୍ନାକୁ ଆସିଲା ପ୍ରକୃତ କାରଣ

ନୂଆଦିଲ୍ଲୀ ୧୧|୧୨: ସୁନା-ରୂପା ଦର ତଳମୁହାଁ ହେବାର ନାଁ ଧରୁନାହିଁ । ଗୋଟିଏ ପଟେ ସୁନାର ମୂଲ୍ୟ 1 ଲକ୍ଷ 20 ହଜାର ଟଙ୍କା ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri