Posted inଜାତୀୟ

ଦିଲ୍ଲୀ ମେୟର ନିର୍ବାଚନରେ ଭାଜପାକୁ ଝଟକା, ବାଜି ମାରିଲା ଏଏପି

ନୂଆଦିଲ୍ଲୀ,୧୪।୧୧: ଆସନ୍ତା ବର୍ଷ ହେବାକୁ ଥିବା ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଏମସିଡି ମେୟର ନିର୍ବାଚନରେ ଆମ ଆଦମୀ ପାର୍ଟି (ଏଏପି) ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ଏଏପି ପ୍ରାର୍ଥୀ ମହେଶ କୁମାର ଖିଞ୍ଚି ଜିତିଛନ୍ତି। ୧୦ ଏଏପି କାଉନସିଲର ଭାଜପା ପାଇଁ ଭୋଟ ଦେଇଛନ୍ତି। ଏହା ସତ୍ତ୍ୱେ ମଧ୍ୟ ଏଏପି ଜିତିଛି।

ଏହି ନିର୍ବାଚନରେ ମୋଟ ୨୬୫ ଭୋଟ ପଡିଥିଲା। ମହେଶଙ୍କୁ ମୋଟ ୧୩୫ ଭୋଟ ମିଳିଥିଲା କିନ୍ତୁ ତାଙ୍କର ଦୁଇଟି ଭୋଟ ଅବୈଧ ଘୋଷିତ ହୋଇଥିଲା ଯାହା ପରେ ତାଙ୍କୁ ୧୩୩ ବୈଧ ଭୋଟ ମିଳିଥିଲା। ମହେଶ କୁମାର ଦେବ ନାଗର (ୱାର୍ଡ ନମ୍ବର ୮୪ )ର ଜଣେ କାଉନସିଲର ଅଟନ୍ତି। ଭାଜପାର କିଶନ ଲାଲଙ୍କୁ ୧୩୦ ଭୋଟ ମିଳିଛି। ଏଏପି ତିନୋଟି ଭୋଟରେ ବାଜି ମାରିନେଇଛି


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଠାରୁ ଅଧିକ ବିପଜ୍ଜନକ ଏହି ଭାଇରସ, ଆକ୍ରାନ୍ତ ହେଲେ ବଞ୍ଚିବା ମୁସ୍କିଲ, ଜାଣନ୍ତୁ ଏହାର ଲକ୍ଷଣ

ନୂଆଦିଲ୍ଲୀ,୬।୧୨: ମାରବର୍ଗ ଭାଇରସର ଆଶଙ୍କା କ୍ରମାଗତ ଭାବେ ବୃଦ୍ଧି ପାଉଛି। ପୁଣିଥରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚଓ) ଏ ସମ୍ପର୍କରେ ଏକ ସତର୍କ ସୂଚନା ଜାରି...

୨୦୨୫ରେ ବଢ଼ିବ ସାଇବର ଆକ୍ରମଣ: ସ୍ବାସ୍ଥ୍ୟସେବା, ଆର୍ଥତ୍କ କ୍ଷେତ୍ର ପ୍ରତି ବିପଦ

ନୂଆଦିଲ୍ଲୀ,୬ା୧୨:ପ୍ରଯୁକ୍ତିର ଅଗ୍ରଗତି ଲୋକଙ୍କୁ ଯେତିକି ସୁବିଧା ଦେଉଛି, ଏହାର ଦୁଷ୍କରିଣାମ ମାନବ ସମାଜ ପାଇଁ ସେତିକି ବିପଦ ଆଣିଦେଇପାରେ। ଡାଟା ସିକ୍ୟୁରିଟି କାଉନ୍‌ସିଲ ଅଫ୍‌ ଇଣ୍ଡିଆ...

ପ୍ରୋବା-୩ କକ୍ଷପଥରେ ଅବସ୍ଥାପିତ

ଶ୍ରୀହରିକୋଟା,୫ା୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଏହାର ପିଏସ୍‌ଏଲ୍‌ଭି-ସି୫୯ ରକେଟ ସହାୟତାରେ ଗୁରୁବାର ୟୁରୋପିଆନ୍‌ ସ୍ପେସ୍‌ ଏଜେନ୍ସି (ଇଏସ୍‌ଏ)ର ପ୍ରୋବା-୩ ମିଶନକୁ ସଫଳତାର ସହ...

ଶପଥ ପୂର୍ବରୁ ୪୦ ସେକେଣ୍ଡ ଭାଷଣରେ ଏଭଳି କହି ଚମକାଇ ଦେଲେ ଶିନ୍ଦେ

ମୁମ୍ବାଇ,୫ା୧୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଦେବେନ୍ଦ୍ର ଫଡ୍‌ନବିସ୍‌ ଶପଥ ନେବା ପରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପାଇଁ ଶିବସେନା ନେତା ଏକନାଥ ଶିନ୍ଦେ ଶପଥପାଠ...

ଅଜିତ ପାଓ୍ବାର ନା ଶିନ୍ଦେ, କାହାକୁ ମିଳିବ ଅଧିକ ମନ୍ତ୍ରୀ ପଦ? ଭାଜପା ଫମୁର୍ଲାରେ…

ମୁମ୍ବାଇ,୫।୧୨: ମହାରାଷ୍ଟ୍ରରେ ଏକ ନୂତନ ମହାୟୁତିି ସରକାର ଗଠନ ହୋଇଛି। ବର୍ତ୍ତମାନ ମନ୍ତ୍ରୀ ପଦବୀ ସମ୍ପର୍କରେ ମହାୟୁତିିର ସହଯୋଗୀ ଦଳ ମଧ୍ୟରେ ଆଲୋଚନା ଚାଲିଛି। ଏହି...

ପୁଷ୍ପା-୨ ସ୍କ୍ରିନିଂ ସମୟରେ ଦଳାଚକଟାରେ ମହିଳା ମୃତ, ଅଲୁ ଅର୍ଜୁନଙ୍କ ନାଁରେ ରୁଜୁ ହେଲା ମାମଲା

ହାଇଦ୍ରାବାଦ, ୫ା୧୨: ପୁଷ୍ପା-୨ ର ପ୍ରିମିୟର ସମୟରେ ହାଇଦ୍ରାବାଦର ସାନ୍ଧ୍ୟା ଥିଏଟରରେ ନିକଟରେ ହୋଇଥିବା ଦଳାଚକଟାରେ ଜଣେ ଯୁବତୀ ମୃତ୍ୟୁ ବରଣ କରିଛନ୍ତି। ଏହି ଘଟଣାକୁ...

ପିଏମ୍‌ ମୋଦିଙ୍କ ଫ୍ୟାନ୍‌ ହେଲେ ପୁଟିନ୍‌, କହିଦେଲେ ଏମିତି…

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ଇଣ୍ଡିଆ ଫାଷ୍ଟ ପଲିସି’ ଏବଂ ‘ମେକ ଇନ ଇଣ୍ଡିଆ’ ପଦକ୍ଷେପକୁ ପ୍ରଶଂସା କରିଛନ୍ତି। ଭାରତରେ...

ଯାଉଥିଲେ ଫଡ୍‌ନବିସ, ମଞ୍ଚ ଉପରେ ଏମିତି କରିଦେଲେ ପ୍ରଧାନମନ୍ତ୍ରୀ ମୋଦି

ମୁମ୍ବାଇ,୫।୧୨: ଦେବେନ୍ଦ୍ର ଫଡ୍‌ନବିସ ଗୁରୁବାର ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବା ବେଳେ ଶିବସେନା ମୁଖ୍ୟ ଏକନାଥ ଶିନ୍ଦେ ଏବଂ ଏନସିପି ମୁଖ୍ୟ ଅଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri