Posted inଜାତୀୟ

ଏପ୍ରିଲ ୨୬ରେ ଏମ୍‌ସିଡି ନିର୍ବାଚନ

ନୂଆଦିଲ୍ଲୀ,୧୦।୪: ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେଶନ ନିର୍ବାଚନ ତାରିଖ ଘୋଷଣା ହୋଇଛି। ଆସନ୍ତା ଏପ୍ରିଲ ୨୬ରେ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେହିପରି ଏପ୍ରିଲ ୧୨ରୁ ଏପ୍ରିଲ ୧୮ ପର୍ଯ୍ୟନ୍ତ ମେୟର ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରାଯିବ।

ଗତ ବର୍ଷ ଡିସେମ୍ବରରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ନିର୍ବାଚନରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଦଳ ଜିତିଥିଲା। ଦିଲ୍ଲୀର ମେୟର ପଦ ପାଇଁ ଶୌଲି ଓବରୋଇ ମନୋନୀତ ହୋଇଥିଲେ ଏବଂ ଆଲେ ମହମ୍ମଦ ଇକବାଲ ଡେପୁଟି ମେୟର ହୋଇଥିଲେ। ମେୟର ନିର୍ବାଚନ ସମୟରେ ଦିଲ୍ଲୀର ଆମ ଆଦମୀ ପାର୍ଟି ଏବଂ ଭାଜପା ମଧ୍ୟରେ ରାଜନୈତିକ ତିକ୍ତତା ଦେଖିବାକୁ ମିଳିଥିଲା। ତେବେ ମାର୍ଚ୍ଚ ୩୧ରେ ଶୌଲି ଓବରୋଇଙ୍କ କାର୍ଯ୍ୟକାଳ ଶେଷ ହୋଇଥିବା ବେଳେ ନୂତନ ମେୟର ନିର୍ବାଚିତ ନ ହେବା ପର୍ଯ୍ୟନ୍ତ ସେ ଏହି ପଦବୀରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁର ଆମେରିକା ନାଗରିକତ୍ୱ ପାଇଁ ସରୋଗେସି ଆପଣାଉଛନ୍ତି ଚାଇନା ଦମ୍ପତି

ନ୍ୟୁୟର୍କ,୨୩ା୯:ଆମେରିକାରେ ଶିଶୁ ଜନ୍ମ କରିବାକୁ ଚାଇନାର ଅନେକ ଧନୀ ପରିବାର ଆକାଂକ୍ଷା ରଖୁଛନ୍ତି। କାଲିଫର୍ନିଆରେ ବଢ଼ିଚାଲିଥିବା ସରୋଗେସି ଶିଳ୍ପ ଏଭଳି ଧନୀ ଚାଇନିଜ୍‌ ପରିବାରଗୁଡ଼ିକୁ ଆକର୍ଷିତ କରୁଛି,…

କାର୍‌କୁ ଧକ୍କା ପରେ ରାସ୍ତାରେ ଓଲଟିଲା କଦଳୀ ବୋଝେଇ ଟ୍ରକ୍‌

ଭୁବନେଶ୍ୱର,୨୩।୯: ରାଜଧାନୀ ଭୁବନେଶ୍ୱରର ଜୟଦେବ ବିହାର ଜାତୀୟ ରାଜପଥରେ ଏକ କାର୍‌କୁ ଧକ୍କା ଦେଇ କଦଳୀ ବୋଝେଇ ଟ୍ରକ୍‌ ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ ଟ୍ରକ୍‌ ଡ୍ରାଇଭର ଗୁରୁତର…

କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ

ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?