ରାଜଧାନୀରେ ୨୪ଘଣ୍ଟାରେ ୫ଜଣଙ୍କୁ ହତ୍ୟା, ଘର ଭିତରେ ପଶି ମା’ପୁଅଙ୍କୁ ମାରିଦେଲେ

ନୂଆଦିଲ୍ଲୀ,୨୧।୫: ଜୀତାୟ ରାଜଧାନୀରେ ଅପରାଧ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟ ହୋଇଛି । ଏବେ ଦିଲ୍ଲୀର ଗୋବିନ୍ଦପୁରୀ ଅଞ୍ଚଳରେ ଜଣେ ମାଆ ଏବଂ ପୁଅଙ୍କୁ ତାଙ୍କ ଘର ଭିତରେ ହତ୍ୟା କରାଯାଇଛି । ଏହି ଘଟଣାର ଖବର ସମଗ୍ର ଅଞ୍ଚଳରେ ଆତଙ୍କ ଖେଳାଇ ଦେଇଛି । ଅନୁପ୍ରବେଶକାରୀମାନେ ଘରେ ପଶି ୩୮ ବର୍ଷୀୟ ଶାରଦା ଏବଂ ତାଙ୍କ ୧୩ ବର୍ଷୀୟ ପୁଅକୁ ହତ୍ୟା କରିଥିବା ସନ୍ଦେହ କରାଯାଉଛି । ଉଭୟ ପୀଡିତଙ୍କୁ ବାସଭବନ ଭିତରେ ଏକ ଧାରୁଆ ଅସ୍ତ୍ର ବ୍ୟବହାର କରି ଆକ୍ରମଣ କରାଯାଇଥିଲା।

ରିପୋର୍ଟ ଅନୁଯାୟୀ, ଗତକାଲି ରାତିରେ ପରିବାରର ମୁଖ୍ୟ ତାଙ୍କ ଦୋକାନରୁ ଫେରିବା ପରେ, ସେ ତାଙ୍କ ସ୍ତ୍ରୀ ଏବଂ ପୁଅଙ୍କୁ ରୋଷେଇ ଘରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିବାର ଦେଖିଲେ। ସେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ। ପୋଲିସ ଟିମ୍ ଗଠନ କରି ଗଠନ କରି ହତ୍ୟା ଘଟଣାର ତଦନ୍ତ ଆରମ୍ଭ କରିଛି । ପରିବାର ସଦସ୍ୟଙ୍କ ଅନୁଯାୟୀ, ଘରୁ ସୁନା ଏବଂ ରୂପା ଅଳଙ୍କାର ସହିତ ୧୦ରୁ ୧୨ ଲକ୍ଷ ଟଙ୍କାର ନଗଦ ଟଙ୍କା ଗାଏବ ହୋଇଛି ।

ଉପଲବ୍ଧ ସୂଚନା ଅନୁଯାୟୀ, ପରିବାର ଦକ୍ଷିଣ-ପୂର୍ବ ଜିଲାର ଗୋବିନ୍ଦପୁରୀ ଅଞ୍ଚଳର ଲେନ୍ ନମ୍ବର ୧୦ରେ ରହୁଥିଲେ। ମୃତ ମହିଳାଙ୍କ ସ୍ୱାମୀ ଜଣେ ପନିପରିବା ବିକ୍ରେତା ଯିଏ ଏକ ସାପ୍ତାହିକ ବଜାରରେ ତାଙ୍କ ଦୋକାନ କରିଥିଲେ । ପରିବାରଟି ମୂଳତଃ ଉତ୍ତର ପ୍ରଦେଶର ବଦାୟୁଁର ଏବଂ ଗତ ୧୫ ବର୍ଷ ଧରି ଦିଲ୍ଲୀର ଗୋବିନ୍ଦପୁରୀ ଅଞ୍ଚଳରେ ରହୁଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?