ଦିଲ୍ଲୀ କ୍ୟାପିଟାଲ୍ସକୁ ୧୬୧ ରନ୍‌ର ଟାର୍ଗେଟ୍‌

ମୁମ୍ବାଇ,୧୧।୫: ଆଇପିଏଲ ୨୦୨୨ର ୫୮ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧୬୧ ରନ୍‌ର ଟାର୍ଗେଟ୍‌ ଦେଇଛି। ମୁମ୍ବାଇର ଡିଓ୍ବାଇ ପାଟିଲ ଷ୍ଟାଡିୟମରେ ଖେଲାଯାଉଥିବା ଏହି ମ୍ୟାଚ୍‌ରେ ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ରାଜସ୍ଥାନ ରୟାଲ୍ସ ନିର୍ଦ୍ଧାରିତ ଓଭରରେ ୬ ଉଇକେଟ୍‌ ହରାଇ ୧୬୦ ରନ୍‌ ସଂଗ୍ରହ କରିଛି। ଦଳ ପକ୍ଷରୁ ରବିଚନ୍ଦ୍ରନ ଅଶ୍ୱିନ ସର୍ବାଧିକ ୫୦ ରନ୍‌ କରିଥିବାବେଳେ ଦେବଦତ୍ତ ପଡ୍ଡିକଲ ୪୮ ରନ୍‌ କରିଥିଲେ। ଦିଲ୍ଲୀ ପକ୍ଷରୁ ଚେତନ ସକରିଆ, ଏନରିକ୍‌ ନୋର୍ତଜେ ଏବଂ ମିଚେଲ ମାର୍ସ ୨ଟି ଲେଖାଏ ଉଇକେଟ୍‌ ନେଇଥିଲେ।
ପ୍ଲେ ଅଫ ଦୌଡରେ ରହିବାକୁ ହେଲେ ଦିଲ୍ଲୀ କ୍ୟାପିଟାଲ୍ସକୁ ଏହି ମ୍ୟାଚ୍‌ରେ ଜିତିବାକୁ ପଡିବ। ଏଥି ସହିତ, ରାଜସ୍ଥାନ ରୟାଲ୍ସ ବିଜୟ ଧାରାକୁ ବଜାୟ ରଖିବାକୁ ଚାହିଁବ। ଦିଲ୍ଲୀ ୧୧ଟି ମ୍ୟାଚ ମଧ୍ୟରୁ ୬ଟି ହାରି ୧୦ ପଏଣ୍ଟ ସହ ପଞ୍ଚମ ସ୍ଥାନ ହାସଲ କରିଛି। ସେହିପରି ରାଜସ୍ଥାନ ୧୧ଟି ମ୍ୟାଚ୍‌ ଖେଳି ୭ଟି ବିଜୟ ସହ ୧୪ ପଏଣ୍ଟ ହାସଲ କରି ତୃତୀୟ ସ୍ଥାନରେ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

କେକେଆର ଦଳରେ ନୂଆ ଖେଳାଳି

ନୂଆଦିଲ୍ଲୀ,୪ା୪- ଆଇପିଏଲର ଦୁଇ ଥର ଚାମ୍ପିୟନ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଗୁରକୀରତ ସିଂ ମନ୍ନଙ୍କ ସହ ଚୁକ୍ତି କରିଛିି। ରିଙ୍କୁ ସିଂଙ୍କ ସ୍ଥାନରେ ମନ୍ନଙ୍କୁ...

‘ ଆଇପିଏଲ୍‌ ଦଳରେ ୫ ବିଦେଶୀଙ୍କୁ ଖେଳିବାକୁ ଦିଆଯାଉ ସୁଯୋଗ ’

ନୂଆଦିଲ୍ଲୀ,୧୭।୫ : ଆସନ୍ତା ବର୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୧୫ତମ ସଂସ୍କରଣ ପାଇଁ ଦୁଇଟି ନୂଆ ଫ୍ରାଞ୍ଚାଇଜକୁ ସାମିଲ କରାଯାଇପାରେ। ଆଇପିଏଲର ବୃଦ୍ଧି ହୋଇଥିବାରୁ ବିଦେଶୀ...

ଆଇପିଏଲ୍‌ରେ ୧୫.୫ କୋଟିରେ ନିଲାମୀ ସତ୍ତ୍ୱେ ବଦଳିନି ଏହି ଖେଳାଳିଙ୍କ ଜୀବନ

ନୂଆଦିଲ୍ଲୀ, ୫।୭- ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ ଲିଗ୍‌ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଖେଳିବା ଲାଗି ସବୁ ଖେଳାଳିଙ୍କ ସ୍ବପ୍ନ ରହିଥାଏ। ଆଇପିଏଲ୍‌ ଖେଳିବା...

୩ଦିନିଆ ଅଭ୍ୟାସ ମ୍ୟାଚ: ରାହାନେ, ପୂଜାରା, ବୁମ୍‌ରା ପ୍ରସ୍ତୁତ

କୁଲିଜ(ଆଣ୍ଟିଗୁଆ),୧୭।୮- ସ୍ଥାନୀୟ କୁଲିଜ କ୍ରିକେଟ ଗ୍ରାଉଣ୍ଡରେ ଶନିବାରଠାରୁ ଭାରତ ଓ ଓ୍ବେଷ୍ଟଇଣ୍ଡିଜ୍‌ କ୍ରିକେଟ ବୋର୍ଡ ଏକାଦଶ ମଧ୍ୟରେ ଏକ ୩ ଦିନିଆ ଅଭ୍ୟାସ ମ୍ୟାଚ୍‌ ଆରମ୍ଭ...

ପାଣିରେ ଅତ୍ୟଧିକ ବ୍ୟାକ୍ଟେରିଆ: ଅଲିମ୍ପିକ୍ସ ପାରାଟ୍ରାଇଥଲନ ଟେଷ୍ଟ ବାତିଲ

ଟୋକିଓ,୧୭।୮(ଏଏଫ୍‌ପି): ଟୋକିଓ ଅଲିମ୍ପିକ୍ସର ପାରାଟ୍ରାଇଥଲନର ଟେଷ୍ଟ ଇଭେଣ୍ଟର ସନ୍ତରଣ ରାଉଣ୍ଡ ଶନିବାର ବାତିଲ କରାଯାଇଛି। ଯେଉଁଠାରେ ସନ୍ତରଣ ଇଭେଣ୍ଟ ହେବାକୁ ଥିଲା, ସେଠାକାର ପାଣିରେ ଅତ୍ୟଧିକ...

ରଣ୍‌ଜୀ ଟ୍ରଫି: ୧୩ ବର୍ଷ ପରେ ଫାଇନାଲରେ ବେଙ୍ଗଲ

କୋଲକାତା, ୩।୩ (ପି.ଟି.)- ସ୍ଥାନୀୟ ଇଡେନ ଗାର୍ଡେନ୍ସ ଷ୍ଟାଡିୟମରେ ଅନୁଷ୍ଠିତ ରଣ୍‌ଜୀ ଟ୍ରଫି ଦ୍ୱିତୀୟ ସେମିଫାଇନାଲ ମୁକାବିଲାରେ ତାରକା ଖଚିତ କର୍ନାଟକକୁ ୧୭୪ ରନରେ ପରାସ୍ତ...

ଆଇପିଏଲ୍‌ ଇତିହାସରେ ପ୍ରଥମ: ମୁମ୍ବାଇ ବିପକ୍ଷରେ ଏଭଳି ରେକର୍ଡ କରି ଚମକାଇଲେ ଆର୍‌ସିବିର ଏହି ବୋଲର୍‌

ନୂଆଦିଲ୍ଲୀ,୧୦।୪: ଆରମ୍ଭ ହୋଇଛି ବହୁ ପ୍ରତୀକ୍ଷିତ ଟି୨୦ ଟୁର୍ନାମେଣ୍ଟ ଆଇପିଏଲ୍‌-୨୦୨୧। ଶୁକ୍ରବାର ଚେନ୍ନାଇ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ପ୍ରଥମ...

ଭାରତୀୟ ପିଚ୍‌ର ସମାଲୋଚନାକୁ ରିଚାଡର୍‌ସଙ୍କ ବିରୋଧ

ନୂଆଦିଲ୍ଲୀ,୨।୩ (ପି.ଟି.): ଚଳିତ ଟେଷ୍ଟ ସିରିଜରେ ଇଂଲଣ୍ଡ କ୍ରମାଗତ ଦୁଇଟି ଟେଷ୍ଟରେ ପରାସ୍ତ ହେବା ପରେ ଭାରତୀୟ ପିଚ୍‌କୁ ନେଇ ଚର୍ଚ୍ଚା ଚାଲିଛି। ଇଂଲଣ୍ଡର କେତେକ...

Advertisement
Archives

Model This Week