Posted inଜାତୀୟ

ଜେଏନ୍‌ୟୁରେ ନୂଆ ନିୟମ: ଧାରଣା ଦେଲେ ଗଣିବାକୁ ପଡ଼ିବ ୨୦ହଜାର ଜରିମାନା

ନୂଆଦିଲ୍ଲୀ,୨।୩: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ) ରେ ଏକ ନୂତନ ନିୟମ ଲାଗୁ କରାଯାଇଛି। ଏହାପରେ ଏଠାରେ ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ନୂତନ ନିୟମ ଅନୁଯାୟୀ, କ୍ୟାମ୍ପସରେ ଧାରଣା ଦେଲେ ଛାତ୍ରମାନଙ୍କୁ ବର୍ତ୍ତମାନଠାରୁ ୨୦,୦୦୦ଟଙ୍କା ଜରିମାନା ଏବଂ ହିଂସା ଘଟାଇଲେ ସେମାନଙ୍କ ଆଡମିଶନ ବାତିଲ ହେବା ସହ ୩୦,୦୦୦ଟଙ୍କା ମଧ୍ୟ ଜରିମାନା ଲଗାଯାଇପାରେ। ୧୦ ପୃଷ୍ଠାର ଜେଏନ୍‌ୟୁ ଛାତ୍ରମାନଙ୍କ ପାଇଁ ‘ଅନୁଶାସନ ନିୟମ ଏବଂ ସଠିକ୍‌ ଆଚରଣରେ ବିରୋଧ ପ୍ରଦର୍ଶନ ଏବଂ ଜାଲିଆତି ଭଳି ବିଭିନ୍ନ କାର୍ଯ୍ୟ ପାଇଁ ଦଣ୍ଡବିଧାନ ନିର୍ଦ୍ଧାରିତ କରାଯାଇଛି। ଏଥିସହ ଅନୁଶାସନ ଉଲ୍ଲଂଘନ କଲେ ତଦନ୍ତ ପ୍ରକ୍ରିୟା କରାଯିବ ବୋଲି ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରିୟଙ୍କା ଗାନ୍ଧୀଙ୍କ ଜନ୍ମଦିନରେ ଭାବପ୍ରବଣ ହେଲେ ସ୍ବାମୀ

ନୂଆଦିଲ୍ଲୀ,୧୨ା୧: ଆଜି ହେଉଛି କଂଗ୍ରେସ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀଙ୍କ ଜନ୍ମଦିନ। ପ୍ରିୟଙ୍କା ୧୨ ଜାନୁୟାରୀ ୧୯୭୨ରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ଏହି ଅବସରରେ ସ୍ବାମୀ ରବର୍ଟ...

ଇଣ୍ଡିଆ ଗେଟରେ ଲାଗିବ ସୁଭାଷ ବୋଷଙ୍କ ହଲୋଗ୍ରାମ ପ୍ରତିମୂର୍ତ୍ତି

ନୂଆଦିଲ୍ଲୀ,୨୩ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ ତମ ଜୟନ୍ତି ଅବସରରେ ଇଣ୍ଡିଆ ଗେଟରେ ନେତାଜୀଙ୍କ ହଲୋଗ୍ରାମ ପ୍ରତିମୂର୍ତ୍ତି...

ଆସାମ ବନ୍ୟା ମୃତ୍ୟୁସଂଖ୍ୟା ୭୧କୁ ବୃଦ୍ଧି

ଗୁଆହାଟୀ,୧୭ା୭(ଆଇଏଏନ୍‌ଏସ୍‌):ଆସାମରେ ବନ୍ୟା ସ୍ଥିତି ସଙ୍ଗିନ୍‌ ରହିଛି। ଗୁରୁବାର ଆଉ ୫ ଜଣଙ୍କ ମୃତ୍ୟୁ ଘଟିବା ଫଳରେ ରାଜ୍ୟରେ ବନ୍ୟାଜନିତ ମୃତ୍ୟୁସଂଖ୍ୟା ୭୧ରେ ପହଞ୍ଚତ୍ଛି। ୨୭ ଜିଲାରୁ...

ନଜରବନ୍ଦୀ ନେତାଙ୍କ ପାଇଁ ହରଡ଼ଘଣାରେ ସରକାର: ୩ ମାସରେ ଖର୍ଚ୍ଚ ହେଲାଣି ୨ କୋଟି ୬୫ ହଜାର

ଶ୍ରୀନଗର,୫।୧୧: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଶାନ୍ତି ଶୃଙ୍ଖଳା ଏବଂ ଯେକୌଣସି ଅଭାବନୀୟ ସ୍ଥିତିକୁ ଏଡ଼ାଇବା ପାଇଁ ସରକାର କେତେକ ରାଜନେତାଙ୍କୁ ନଜରବନ୍ଦୀ କରିଥିଲେ।...

ଜମ୍ମୁ-କଶ୍ମୀର, ପଶ୍ଚିମବଙ୍ଗରେ ବଢିଛି ଭାଜପା ସଦସ୍ୟଙ୍କ ସଂଖ୍ୟା: ନଡ୍ଡା

ରାଞ୍ଚି,୩୧।୮: ଝାଡ଼ଖଣ୍ଡର ଦାଲତୋଗଞ୍ଜରେ ଶନିବାର ଆୟୋଜିତ ‘ଶକ୍ତି କେନ୍ଦ୍ର ସମ୍ମିଳନୀ’ରେ ଯୋଗଦେବା ଅବସରରେ ଭାରତୀୟ ଜନତା ପାର୍ଟି(ଭାଜପା)ର କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡା ଏକ ସୂଚନା...

ଆନ୍ଦୋଳନକୁ ଓହ୍ଲାଇଲେ ହିନ୍ଦୁରାଓ ହସ୍ପିଟାଲର ଡାକ୍ତର: ଓପିଡି ସେବା ବ୍ୟାହତ

ନୁଆଦିଲ୍ଲୀ,୧।୭: ରାଜଧାନୀ ଦିଲ୍ଲୀରେ ଥିବା ବାଡା ହିନ୍ଦୁରାଓ ହସ୍ପିଟାଲର ରେସିଡେନ୍ସ ଡାକ୍ତର ଆସୋସିଏସନ୍‌ର ସମସ୍ତ ଡାକ୍ତର ସୋମବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଫଳରେ ପୂରା ଦିନ ହସ୍ପିଟାଲର...

ନରେନ୍ଦ୍ର ମୋଦି ପ୍ରକୃତରେ ସରେଣ୍ଡର ମୋଦି: ରାହୁଲ

ନୂଆଦିଲ୍ଲୀ,୨୧।୬: ଭାରତ-ଚାଇନା ସୀମା ବିବାଦକୁ ନେଇ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପ୍ରତିଥର ମୋଦି ସରକାରଙ୍କୁ ଟାର୍ଗେଟ କରୁଛନ୍ତି। ଲଦ୍ଦାଖର ଏଲ୍‌ଏସିରେ ୨୦ ଭାରତୀୟ...

ଶାରୀରିକ ସମ୍ପର୍କ ପରେ ବିବାହ ପାଇଁ ମନା କରିବା ଠକାମି ନୁହେଁ, ହାଇକୋର୍ଟଙ୍କ ରାୟ…

ମୁମ୍ବାଇ, ୨୩।୧୨: କୌଣସି ମହିଳାଙ୍କ ସହିତ ଦୀର୍ଘ ଦିନ ଶାରୀରିକ ସମ୍ପର୍କ ରଖିବା ପରେ ତାଙ୍କୁ ବିବାହ ଲାଗି ମନା କରିବା ଠକାମି ନୁହେଁ। ଏକ...

Advertisement
Archives

Model This Week