Odisha Elections 2024
Posted inଜାତୀୟ

ଭୁଶୁଡ଼ିଲା ୨ ମହଲା କୋଠା, ୨ ଶ୍ରମିକଙ୍କ ଜୀବନ ଗଲା

ନୂଆଦିଲ୍ଲୀ,୨୧।୩: ଦିଲ୍ଲୀର କବୀର ନଗର ୱେଲକମ ଅଞ୍ଚଳରେ ବୁଧବାର ବିଳମ୍ବିତ ରାତିରେ ଏକ ନିର୍ମାଣାଧୀନ କୋଠା ଭୁଶୁଡ଼ି ପଡ଼ିଛି। ଫଳରେ ୨ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଶ୍ରମିକ ଗୁରୁତର ହୋଇଛନ୍ତି।
ଗତକାଲି ବିଳମ୍ବିତ ରାତି ପ୍ରାୟ ୨.୧୬ଟା ପରେ ଭୁଶୁଡ଼ି ଯାଇଥିଲା। କୋଠାର ଭଗ୍ନାବଶେଷ ମଧ୍ୟରେ ୩ ଜଣ ଶ୍ରମିକ ଫସି ରହିଥିଲେ। ଏନେଇ ଖବର ପାଇ ପରେ ତୁରନ୍ତ ପୁଲିସ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ତୁରନ୍ତ ସମସ୍ତଙ୍କୁ କରାଯାଇ ଭଗ୍ନାବଶେଷ ତଳୁ ସମସ୍ତଙ୍କୁ ଉଦ୍ଧାର କରାଯାଇ ଜିଟିବି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଶ୍ରମିକ ଅରଶଦ(୩୦) ଓ ତୌହିଦ(୨୦)ଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଅପରପକ୍ଷେ ଗୁରୁତର ଶ୍ରମିକ ରେହାନ(୨୨) ଗୁରୁତର ଥିବା ବେଳେ ତାଙ୍କର ଚିକିତ୍ସା ଜାରି ରହିଛି।
ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି। ନିୟମ ଖିଲାପକାରୀଙ୍କ ବିରୋଧରେ କ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଡିସିପି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ ଘୋଷାଡ଼ିଲେ ନେଲେ, ଆଉ ତାପରେ…

ଗରହ୍ବା,୧୯ା୫: ଝାଡ଼ଖଣ୍ଡର ଗରହ୍ବା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋରୁ ଚୋରାଚାଲାଣ ସନ୍ଦେହରେ ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ...

ମୁମ୍ବାଇ ନିର୍ବାଚନ ପୂର୍ବରୁ ଶାହାରୁଖଙ୍କ ବିଶେଷ ଅପିଲ

ମୁମ୍ବାଇ,୧୯।୫: ୨୦୨୪ ଲୋକ ସଭା ନିର୍ବାଚନର ପର୍ଯ୍ୟାୟ ଚାଲିଛି। ୨୦ ମେ’ ୨୦୨୪ରେ ମୁମ୍ବାଇରେ ଭୋଟିଂ ଅନୁଷ୍ଠିତ ହେବ। ଏହାପୂର୍ବରୁ ଅନେକ ସେଲିବ୍ରିଟି ଯେମିତିକି ବଲିଉଡର...

ଜୟରାମ ଠାକୁରଙ୍କ ତୃତୀୟ ଫିଲ୍ମ ‘କଙ୍ଗନା ମଣ୍ଡି କେ ଅଙ୍ଗନା’ ବି ହେବ ଫ୍ଲପ: ମୁଖ୍ୟମନ୍ତ୍ରୀ ସୁଖୁ

ଶିମଲା,୧୯୧।୫: ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ବିଲାସପୁରର ଜଗତଖାନା ଠାରେ ନିର୍ବାଚନ ପ୍ରଚାର କରିଥିଲେ। ସେ ହମିରପୁର ଆସନରୁ ଲୋକ ସଭା ପ୍ରାର୍ଥୀ ସତ୍ୟପାଲ ସିଂ...

ମୁଁ କେବେ ଏତେ ମୁଛୁଆ ଲୋକ ଦେଖି ନାହିଁ: ମୋଦିଙ୍କୁ ଟାର୍ଗେଟ କଲେ ଦିଗବିଜୟ

ନୂଆଦିଲ୍ଲୀ,୧୯।୫: ମଧ୍ୟପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ମତଦାନ ସମସ୍ତ ୨୯ ଟି ଆସନରେ ଚାରିଟି ପର୍ଯ୍ୟାୟରେ ଶେଷ ହୋଇଛି। ସେପଟେ ପୂର୍ବତନ...

ପଞ୍ଚମ ପର୍ଯ୍ୟାୟରେ ରାହୁଲ ଗାନ୍ଧୀ, ରାଜନାଥ ସିଂ, ସ୍ମୃତି ଇରନୀଙ୍କ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୯।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ପାଇଁ ଭୋଟ ସୋମବାର (୨୦ ମେ’) ରେ ହେବ। ଏହି ପର୍ଯ୍ୟାୟରେ ଆଠଟି ରାଜ୍ୟରେ ୪୯ ଟି...

ପ୍ରଧାନମନ୍ତ୍ରୀ ମୋଦି ବହୁତ ପାଓ୍ବାରଫୁଲ, ହେଲେ…: ଜେଲର କଥା ଉଠାଇ ମୋଦିଙ୍କୁ ଟାର୍ଗେଟ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୯।୫: ଜାମିନରେ ଆସିବା ପରଠାରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଭାଜପାଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କ୍ରମାଗତ ଟାର୍ଗେଟ କରୁଛନ୍ତି। କେଜରିୱାଲ ଦାବି କରିଛନ୍ତି ଯେ...

ନୂଆ ଆପରାଧିକ ଆଇନ ବିରୋଧରେ ଶୁଣାଣି କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୫: ତିନୋଟି ନୂତନ ଆପରାଧିକ ଆଇନ ବିରୋଧରେ ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଛି। ସୋମବାର ସୁପ୍ରିମକୋର୍ଟ ଏହି ପିଟିସନର ଶୁଣାଣି କରିବେ। ନୂତନ ଆପରାଧିକ...

ଫାରୁକ ଅବଦୁଲ୍ଲାଙ୍କ ରାଲିରେ ଛୁରାମାଡ, ୨ କର୍ମୀ ଆହତ

ଜମ୍ମୁ,୧୯।୫: ରବିବାର ଜମ୍ମୁ କଶ୍ମୀରର ପୁଞ୍ଚ ଜିଲାର ମେହେନ୍ଦରରେ ଏକ ନିର୍ବାଚନ ରାଲିରେ ଅଜ୍ଞାତ ବ୍ୟକ୍ତିଙ୍କ ଛୁରାମାଡରେ ତିନିଜଣ ନ୍ୟାଶନାଲ କନଫରେନ୍ସ (ଏନସି) କର୍ମୀ ଆହତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri